ଚଳିତ ବର୍ଷ ପ୍ରଥମ ଥର ଭର୍ଚୁଆଲ ପ୍ଲାଟଫର୍ମରେ ହେବ ଅନ୍ତର୍ଜାତୀୟ ଓଡିଶା ପର୍ବ-୨୦୨୧
ନୂଆଦିଲ୍ଲୀ: ଆସନ୍ତା ୨୭ ଓ ୨୮ ତାରିଖରେ ଆୟୋଜିତ ହେବ ଅନ୍ତର୍ଜାତୀୟ ଓଡିଶା ପର୍ବ-୨୦୨୧ । କୋଭିଡ୍ ୧୯ କଟକଣାକୁ ଦୃଷ୍ଟିରେ ରଖି, ଓଡିଶା ପର୍ବ ପ୍ରଥମ ଥର ପାଇଁ ଭର୍ଚୁଆଲ ପ୍ଲାଟଫର୍ମରେ ଆୟୋଜିତ ହେବାକୁ ଯାଉଛି । ନୂଆଦିଲ୍ଲୀର ଓଡିଆ ସମାଜ ପକ୍ଷରୁ ଆୟୋଜିତ ଏହି ସାଂସ୍କୃତିକ ମହାକୁମ୍ଭରେ ଓଡିଶାର ନିଆରା କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ପ୍ରଦର୍ଶିତ କରାଯିବ । ମାର୍ଚ୍ଚ ୨୭ ମାର୍ଚ୍ଚ ଶନିବାର ସନ୍ଧ୍ୟା ୭ଟାରୁ ପ୍ରଥମ ଭର୍ଚୁଆଲ ଅନ୍ତର୍ଜାତୀୟ […]
Continue Reading
