ରାଜ୍ୟସଭାରେ ବିଜେଡିର ଦାବି, ବିଜୁ ବାବୁଙ୍କ ନାଁରେ ନାମିତ ହେଉ ପାରାଦୀପ ବନ୍ଦର
ନୂଆଦିଲ୍ଲୀ: ପାରାଦୀପ ବନ୍ଦରକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରାଯାଉ। ଆଜି ରାଜ୍ୟସଭାରେ ଏଭଳି ଦାବି କରିଛନ୍ତି ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ। ରାଜ୍ୟସଭାରେ ଶୂନ୍ୟକାଳରେ ଲିଖିତ ଆକାରରେ ପ୍ରସନ୍ନ ଆଚାର୍ଯ୍ୟ ଏଭଳି ଦାବି କରିଥିବା ଜଣା ପଡ଼ିଛି। ତାଙ୍କର ଏହି ଦାବିକୁ କଂଗ୍ରେସ, ସମାଜବାଦୀ ପାର୍ଟି ଏବଂ ଡିଏମକେ ସମର୍ଥନ କରିଛନ୍ତି। ଆଜି ଶୂନ୍ୟକାଳରେ ନବ ଉତ୍କଳର ନିର୍ମାତା ବିଶିଷ୍ଟ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ପାରାଦୀପ ବନ୍ଦର ନାମିତ ହେବା […]
Continue Reading
