ମୋଷ୍ଟ ୱାଣ୍ଟେଡ଼ ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନକାଉଣ୍ଟର
କାନପୁର: ଉତ୍ତରପ୍ରଦେଶ ପୋଲିସକୁ ବଡ ସଫଳତା । କାନପୁରରେ ୮ ପୁଲିସ କର୍ମଚାରୀଙ୍କୁ ହତ୍ୟା ସମେତ ବହୁ ହାଇ ପ୍ରୋଫାଇଲ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ମୋଷ୍ଟ ୱାଣ୍ଟେଡ୍ ଅପରାଧୀ ବିକାଶ ଦୁବେକୁ ନିହତ କଲା ପୋଲିସ । ମିଳିଥିବା ସୂଚନା ଅନୁସାରେ, ଏସଟିଏଫ ଟିମ ସହ ବିକାଶ ଦୁବେ ବସିଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପରେ ସେ ଖସିପଳାଇବାକୁ ଉଦ୍ୟମ କରିଥିବା ବେଳେ ପୁଲିସର ଏନକାଉଣ୍ଟରରେ ପ୍ରାଣ ହରାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ମଧ୍ୟପ୍ରଦେଶ ସ୍ଥିତ […]
Continue Reading
