ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ
ପାଟଣା: ବିହାର ରାଜ୍ୟରେ ପଶ୍ଚିମ ଚମ୍ପାରଣ ଜିଲ୍ଲା ବହଗା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ପ୍ରାଣ ହରାଇଛନ୍ତି ୪ ନକ୍ସଲ। ସଶସ୍ତ୍ର ସୁରକ୍ଷା ବାହିନୀ ଓ ସ୍ପେଶାଲ ଟାସ୍କଫୋର୍ସର ମିଳିତ ଏନ୍କାଉଣ୍ଟରରେ ପ୍ରାଣ ହରାଇଛନ୍ତି ୪ ନକ୍ସଲ। ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ପକ୍ଷରୁ କମ୍ବିଂ ଅପରେସନ ବେଳେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଆକ୍ରମଣ କରିଥିଲା। ଏହାର ପାଲଟା ଜବାବରେ ସୁରକ୍ଷାବଳ ପକ୍ଷରୁ ମଧ୍ୟ ଆଖିବୁଜ ଗୁଳି ଚାଳନା […]
Continue Reading
