ମହଙ୍ଗା ପଡ଼ିଲା ଓକିଲଙ୍କ ଆଚରଣ, ହାଇକୋର୍ଟ ବେଞ୍ଚ ଦାବି ଖାରଜ କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ହଙ୍ଗାମା କରୁଥିବା ଓକିଲ ସଂଘକୁ ଶକ୍ତ ଝଟକା ଲାଗିଛି। ନିଜର ଦାବି ପୂରଣ ପାଇଁ କୋର୍ଟ କାର୍ଯ୍ୟରେ ବାଧା ଦେବା ସହ ବ୍ୟାପକ ଭଙ୍ଗାରୁଜା କରିବା ଓକିଲମାନଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ସେମାନଙ୍କ ଆଚରଣ ଉପରେ କ୍ଷୁବ୍ଧ ସୁପ୍ରିମ କୋର୍ଟ ହାଇକୋର୍ଟ ବେଞ୍ଚ ଦାବିକୁ ମଧ୍ୟ ଖାରଜ କରିଛନ୍ତି। ଭୌଗୋଳିକ ଓ ବୈଷୟିକ ସୁବିଧା ଦୃଷ୍ଟିରୁ ଆଉ ବେଞ୍ଚର କୌଣସି ଆବଶ୍ୟକତା ନାହିଁ ବୋଲି ସୁପ୍ରିମ […]
Continue Reading
