କାମ ଆରମ୍ଭରୁ NRLର ମନମାନି, ତାତିଲେ ବସ୍ତି ବାସିନ୍ଦା
ପାରାଦୀପ: ନୁମାଲିଗଡ଼ ରିଫାଇନାରୀ ଲିମିଟେଡର ମନମାନି । ଜନସ୍ୱାର୍ଥକୁ ଅଣଦେଖା କରି ନିର୍ମାଣ କାର୍ଯ୍ୟ କରୁଛି କମ୍ପାନୀ । ପୋତି ହୋଇ ଗଲାଣି ଷଣ୍ଢକୁଦ ବସ୍ତିର ନାଳ । କମି କମି ଆସୁଛି ଭୂତଳ ଜଳସ୍ତର । ଏନ୍ଆରଏଲ୍ କମ୍ପାନୀ ନିର୍ମାଣ ଆରମ୍ଭ ବେଳେ ପାରାଦୀପ ଷଣ୍ଢକୁଦ ବସ୍ତି ବାସିନ୍ଦାଙ୍କୁ ଅନେକ ପ୍ରତିଶ୍ରୁତି ଦେଇଥିଲେ। ହେଲେ ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଥିବା ବେଳେ କମ୍ପାନୀ ସ୍ଥାନୀୟ ଲୋକଙ୍କ ସ୍ୱାର୍ଥକୁ ଅଣଦେଖା କରୁଥିବା ଅଭିଯୋଗ ହୋଇଛି । […]
Continue Reading
