ବୋରୱେଲ ଭିତରେ ମରଣ ସହ ସଂଘର୍ଷ କରୁଛି ୩ ବର୍ଷର ଶିଶୁ: ଜାରି ରହିଛି ରେସକ୍ୟୁ ଅପରେସନ୍

ନୂଆଦିଲ୍ଲୀ: ପୁଣି ଥରେ କାଳ ସାଜିଛି ଖୋଲା ବୋରୱେଲ । ପୂର୍ବରୁ ଦେଶର ବିଭିନ୍ନ ସ୍ଥାନରେ ଖୋଲା ବୋରକେଲରେ ପଡ଼ି ଅନେକ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ପୁଣି ଥରେ ସେହି ଘଟଣାର ପୁନରାବୃତ୍ତି ଘଟିଛି । ବିହାରରେ ଗୋଟିଏ ୩ ବର୍ଷର ଶିଶୁ ଏକ ୪୦ ଫୁଟର ଗଭୀର ବୋରୱେଲ ଭିତରେ ଖସି ପଡ଼ିଛି । ଖବର ପାଇ ଘଟଣାସ୍ଥଳରେ ପ୍ରଶାସନିକ ଟିମ୍ ଓ ଉଦ୍ଧାରକାରୀ ଟିମ୍ ପହଞ୍ଚିବା ସହିତ ସଙ୍ଗେସଙ୍ଗେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା […]

Continue Reading

ସଫଳତାର ଆଉ ପାଦେ: ପ୍ରଥମ କକ୍ଷପଥ ବଦଳାଇଲା ଚନ୍ଦ୍ରଯାନ-୩

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ବର୍ତ୍ତମାନ ଏହା ୪୨,୦୦୦ କିମିରୁ ଅଧିକ ଦୀର୍ଘ କକ୍ଷପଥରେ ପୃଥିବୀକୁ ପରିକ୍ରମା କରୁଛି। ବର୍ତ୍ତମାନ ଇସ୍ରୋ ବୈଜ୍ଞାନିକମାନେ ଏହାର କକ୍ଷପଥ ସମ୍ବନ୍ଧିତ ତଥ୍ୟର ବିଶ୍ଳେଷଣ କରୁଛନ୍ତି। ୪୨ ଦିନର ଯାତ୍ରା ପରେ ଚନ୍ଦ୍ରଯାନ-୩ ଏହାର ଗନ୍ତବ୍ୟସ୍ଥଳରେ ପହଞ୍ଚିବ। ଅଗଷ୍ଟ ୨୩ ତାରିଖ ସଂଧ୍ୟା ୫ ଟା ୪୭ ମିନିଟରେ ଚନ୍ଦ୍ରପୃଷ୍ଠରେ ଏହା ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଲକ୍ଷ୍ୟ ରଖାଯାଇଛି । ପୃଥିବୀର ୧୪ […]

Continue Reading

୧୧ ବର୍ଷ ପରେ ଦୁଲୀପ ଟ୍ରଫି ଜିତିଲା ଦକ୍ଷିଣାଂଚଳ ଟିମ

ବାଙ୍ଗାଲୋର: ୧୦ ବର୍ଷ ପରେ ଦକ୍ଷିଣାଂଚଳ ଦୁଲୀପ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଂଟ ହାସଲ କରିବାରେ ସଫଳ ହୋଇଛି । ଫାଇନାଲରେ ଦକ୍ଷିଣାଂଚଳ ୭୫ ରନରେ ପଶ୍ଚିମାଂଚଳକୁ ପରାସ୍ତ କରିଛି । ଏହା ପୂର୍ବରୁ ୨୦୧୨ରେ ଉତରାଂଚଳ ସହ ଯୁଗ୍ମ ଚାମ୍ପିୟନ ହୋଇଥିଲା । ଦକ୍ଷିଣାଂଚଳ ଓଭରାଲ ୧୪ ଥର ଏହି ଟାଇଟଲ ହାସଲ କରିଛି । ଦକ୍ଷିଣାଂଚଳ ପ୍ରଥମ ଇନିଂସରେ ୨୧୩ ଓ ଦ୍ୱିତୀୟ ଇନିଂସରେ ୨୩୦ ରନ କରିଥିଲା । ପଶ୍ଚିମାଂଚଳ ପ୍ରଥମ ଇନିଂସରେ ୧୪୬ […]

Continue Reading

‘ଭାରତ ଆପଣଙ୍କୁ ପ୍ରକୃତ ବନ୍ଧୁ ରୂପେ ଦେଖେ’, ପ୍ରିନ୍ସ ଶେଖ ଖାଲିଦଙ୍କୁ ଭେଟିବା ପରେ କହିଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ୨ଦିନିଆ ଫ୍ରାନ୍ସ ଗସ୍ତ ସମାପ୍ତ କରି ୟୁଏଇରେ ଶନିବାର ଦିନ ପହଁଚିଛନ୍ତି । ଏହାରି ମଧ୍ୟରେ ୟୁଏଇର ରାଷ୍ଟ୍ରପତି ଶେଖ ଖାଲିଦ ବିନ ମହମ୍ମଦ ବିନ ଜାୟଦ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ବନ୍ଧର ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଛି । ଶେଖ ଖାଲିଦଙ୍କ ସହ ଦ୍ୱିପାକ୍ଷିକ ବୈଠକର ସମାପ୍ତି ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ସେ ଆବୁ ଧାବୀ ଆକର ଏବଂ ରାଷ୍ଟ୍ରପତିଙ୍କ […]

Continue Reading

ଇସ୍ରୋର ଚନ୍ଦ୍ରଯାନ-୩ରେ ଓଡ଼ିଆ ପୁଅ ଶୁଭାଶିଷ

ଭୁବନେଶ୍ୱର: ଇସ୍ରୋର ଚନ୍ଦ୍ରଯାନ-୩ ଅଭିଯାନରେ ଓଡ଼ିଆ ପୁଅ । ଭୁବନେଶ୍ୱର ସ୍ଥିତ ସିଟିଟିସି ଏହି ମିଶନ ପାଇଁ ଦୀର୍ଘ ୨ ବର୍ଷ ହେଲା ଶହେ କର୍ମଚାରୀଙ୍କୁ ନେଇ କାମ କରିଥିବା ବେଳେ ଚନ୍ଦ୍ରଯାନ ପଠାଯାଇଥିବା ଏଲଭିଏମ୍-୩-ଏମ୍୪ ରକେଟର ଟେକ୍ନିକାଲ୍ ଟିମରେ ଥିଲେ କେନ୍ଦ୍ରାପଡ଼ାର ଶୁଭାଶିଷ ନାୟକ । ୨୮ ବର୍ଷୀୟ ଶୁଭାଶିଷ ୨୦୦୯ରେ ବିବି ମଡେଲ୍ ହାଇସ୍କୁଲରୁ ମାଟ୍ରିକ ପାସ୍ କରିଥିଲେ । ଏହା ପରେ ସେ ଆଇଟିଆଇରେ ନାମ ଲେଖାଇ ଥିଲେ । ସିଟିଟିସିରେ ଟ୍ରେନିଂ ନେବା […]

Continue Reading

ଇଟା, ସିମେଣ୍ଟ ବିନା ନିର୍ମିତ ତିନି ମହଲା ବିଶିଷ୍ଟ ମନ୍ଦିର: ୧୦୮ ସ୍ତମ୍ଭ ଉପରେ ହୋଇଛି ଛିଡ଼ା

ରାଜସ୍ଥାନ: ଏବେ ଶ୍ରାବଣ ମାସ ଚାଲିଛି । ଏଭଳି ପରିସ୍ଥିତିରେ ଭଗବାନ ଶିବଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗୁଛି । ତେବେ ଆମେ ଆପଣଙ୍କୁ ଏପରି ଏକ ଶିବ ମନ୍ଦିର ବିଷୟରେ କହିବାକୁ ଯାଉଛୁ, ଯାହା ଏକ ହଜାର ବର୍ଷ ପୁରୁଣା । ଏହି ମନ୍ଦିରର ବିଶେଷ କଥା ହେଉଛି ଏହା ସିମେଣ୍ଟ ଏବଂ ଇଟା ବିନା ୧୦୮ ସ୍ତମ୍ଭ ଉପରେ ନିର୍ମିତ । ଏହି ମନ୍ଦିର ଗୁଜୁରାଟର ସୋମନାଥ ମନ୍ଦିର ସହିତ ସାମଞ୍ଜସ୍ୟ ରହିଛି […]

Continue Reading

ପ୍ରଧାନମନ୍ତ୍ରୀ ମୋଦୀ କହିଲେ ‘ୟୁଏଇ ସହ ବାଣିଜ୍ୟକୁ ୮୫ ରୁ ୧୦୦ ବିଲିୟନ ଡଲାରକୁ ବୃଦ୍ଧି କରାଯିବ

ନୂଆଦିଲ୍ଲୀ: ଦୁଇ ଦିନିଆ ଫ୍ରାନ୍ସ ଗସ୍ତ ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ପହଞ୍ଚି ସେଠାରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଶନିବାର ଦିନ ୟୁଏଇ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜାଏଦ ଅଲ ନାହିନଙ୍କ ସହ ଆଲୋଚନା କରିଥିଲେ। ୟୁଏଇର ରାଷ୍ଟ୍ରପତି ଭବନରେ କାସର-ଅଲ-ୱାଟନରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଆନୁଷ୍ଠାନିକ ସ୍ୱାଗତ କରାଯାଇଥିଲା। ଏଠାରେ ୟୁଏଇର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିଥିଲେ।ୟୁଏଇର ରାଷ୍ଟ୍ରପତି […]

Continue Reading

ଇତିହାସ ରଚିଲା ଇସ୍ରୋ, ବାହୁବଳୀ ରକେଟ୍‌ରେ ଚନ୍ଦ୍ର ଅଭିମୁଖେ ଗଲା ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ: ଭାରତର ବହୁପ୍ରତିକ୍ଷିତ ଚନ୍ଦ୍ରଯାନ-୩ ଚନ୍ଦ୍ର ଅଭିମୁଖେ ବାହାରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସ୍ଥିତ ସତିଶ ଧାୱନ ସ୍ପେସ୍ ସେଣ୍ଟରୁ ୨ଟା ୨୫ ମିନିଟ୍‌ରେ ଲଞ୍ଚ ହୋଇଥିଲା। ଚନ୍ଦ୍ରରେ ପହଞ୍ଚିବା ପରେ ଋଷ, ଆମେରିକା, ଚୀନ୍ ପରେ ଚତୁର୍ଥ ଦେଶ ଭାବେ ଭାରତ ଏହି ସଫଳତା ହାସଲ କରିବ। ଚନ୍ଦ୍ରରେ ଲ୍ୟାଣ୍ଡ କରିବାକୁ ଥିବା ଲ୍ୟାଣ୍ଡର ବିକ୍ରମ୍ ଇସ୍ରୋର ବାହୁବଳି ରକେଟ୍ ଜିଏସ୍‌ଏଲ୍‌ଭି ଏମକେ-୩ ରେ ଅନ୍ତରିକ୍ଷକୁ ଯାଇଛି । ଚନ୍ଦ୍ରଯାନ-୩ କୁ ପୃଥିବୀରୁ ଯାଇ ଚନ୍ଦ୍ରରେ ପହଞ୍ଚିବା ପାଇଁ […]

Continue Reading

ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ପ୍ୟାରିସ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ୟାରିସର ଲା ସେନ୍ ମ୍ୟୁଜିକାଲରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ବହୁମୁଖୀ ଭାରତ-ଫ୍ରାନ୍ସ ରଣନୀତିକ ଭାଗିଦାରୀ ଉପରେ ଆଲୋକପାତ କରିଥିଲେ ଯାହା ୨୫ତମ ବାର୍ଷିକୀ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମଧ୍ୟ ଫ୍ରାନ୍ସର ମାର୍ସେଲରେ ନୂତନ କନସୁଲେଟ୍ ଖୋଲିବା ବିଷୟରେ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଫ୍ରାନ୍ସରେ ଭାରତୀୟ ସମ୍ପ୍ରଦାୟର ଅବଦାନ ଉପରେ ଅଲୋକପାତ କରିଥିଲେ, ଯେଉଁମାନେ ଭାରତ-ଫ୍ରାନ୍ସ ସହଭାଗୀତାର ଏକ ଦୃଢ ମୂଳଦୁଆ ଗଠନ କରିଥିଲେ। ସୂଚନା ଥାଉକି […]

Continue Reading

ଫ୍ରାନ୍ସଠୁ ଆଉ ୨୬ଟି ରାଫେଲ୍ କିଣିବ ଭାରତ, ନୌସେନାରେ ହେବ ସାମିଲ୍

ନୂଆଦିଲ୍ଲୀ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ବସିଥିବା ରକ୍ଷା ଅଧିଗ୍ରହଣ ପରିଷଦ ୩ଟି ପ୍ରସ୍ତାବକୁ ଅନୁମୋଦନ କରିଛି । ଫାନ୍ସ ଠାରୁ ଭାରତୀୟ ସେନା ଲାଗି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସଂଯୁକ୍ତ ୨୬ଟି ରାଫେଲ୍ କିଣାଯିବ । ଯେଉଁଥିପାଇଁ କ୍ରିଉ ଟ୍ରେନିଂ ଓ ଲଜିଷ୍ଟିକ୍ ସହାୟତା ଯୋଗାଇବ ନୌସେନା । ଏଥିସହ ୩ଟି ସ୍କୋର୍ପେନ୍ ସବମେରାଇନ୍ (ବୁଡ଼ାଜାହାଜ) କିଣିବା ଲାଗି ନିଷ୍ପତ୍ତି ହୋଇଛି । ଯାହାକୁ ମାଜାଗନ ଡକ୍ ସିପବିଲ୍ଡର୍ସ ଲିମିଟେଡ୍ ତିଆରି କରିବ । ଏଥିରେ […]

Continue Reading