ନିଜ ଦଳ ସହ ବିଜେପିରେ ମିଶିଲେ କ୍ୟାପ୍ଟେନ୍
ନୂଆଦିଲ୍ଲୀ: ଯାହା ଚର୍ଚ୍ଚା ହେଉଥିଲା ତାହା ହିଁ ଘଟିଲା। ବିଜେପିରେ ମିଶିଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ୍ ଅମରିନ୍ଦର ସିଂହ। ଏଥିସହ ନିଜ ନୂଆ ଦଳ ପଞ୍ଜାବ ଲୋକ କଂଗ୍ରେସକୁ ବିଜେପିରେ ବିଲୀନ କରିଛନ୍ତି କ୍ୟାପ୍ଟେନ । ପଞ୍ଜାବ ନିର୍ବାଚନ ପୂର୍ବରୁ ଅମରିନ୍ଦର କଂଗ୍ରେସ ଛାଡ଼ି ନୂଆଦଳ ଗଠନ କରିଥିଲେ। ଆଜି ବିଜେପି ନେତା ତଥା ଆଇନମନ୍ତ୍ରୀ କିରଣ ରିଜିଜ୍ଜୁ ଏବଂ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାରଙ୍କ ଉପସ୍ଥିତିରେ କ୍ୟାପ୍ଟେନ୍ ପଦ୍ମପୋଖରୀରେ ପ୍ରବେଶ କରିଛନ୍ତି। ବିଜେପିରେ […]
Continue Reading
