ରାମପୁର, ଆଜମଗଡ଼ରେ ଅଖିଳେଶଙ୍କ ହାତରୁ ଆସନ ଛଡାଇଆଣିଲେ ଯୋଗୀ
ଲକ୍ଷ୍ନୈା: ରାମପୁରରେ ବିଜେପି ଜିତିଛି । ରାମପୁର ଲୋକସଭା ଉପନିର୍ବାଚନରେ ଅଖିଳେଶ ଯାଦବଙ୍କୁ ହରାଇଛି ବିଜେପି । ଉତ୍ତରପ୍ରଦେଶର ରାମପୁର ଆସନରେ ଉପ-ନିର୍ବାଚନରେ ବିଜେପି ପ୍ରାର୍ଥୀ ଘନଶ୍ୟାମ ଲୋଧି ବିଜୟୀ ହୋଇଛନ୍ତି। ଘନଶ୍ୟାମ ଲୋଧି ୪୨ ହଜାରରୁ ଅଧିକ ଭୋଟରେ ଜିତିଯାଇଛନ୍ତି । ଏନେଇ ଟୁଇଟ କରିଛନ୍ତି ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ସେ ନିଜ ନିକଟତମ ପ୍ରତିଦ୍ବନ୍ଦୀ ସପାର ଅସୀମ ରାଜାଙ୍କୁ ପରାସ୍ତ କରିଛନ୍ତି । ଅନ୍ୟପଟେ ଆଜମଗଡ଼ରେ ମଧ୍ୟ ବିଜେପି ଏକ ବଡ଼ […]
Continue Reading
