ନେଶନାଲ ହେରାଲ୍ଡ ମାମଲା: ଇଡିକୁ ପୁଣି ସମୟ ମାଗିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ: ନେଶନାଲ ହେରାଲ୍ଡ ମାମଲାରେ ଜେରା ପାଇଁ ଇଡି ନିକଟରେ ହାଜର ହେବାକୁ ଅଧିକ ସମୟ ମାଗିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ବରିଷ୍ଠ କଂଗ୍ରେସ ନେତା ତଥା ଏଆଇସିସି ବାର୍ତା ମୁଖ୍ୟ ଜୟରାମ ରମେଶ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ପୂର୍ବରୁ ସୋନିଆଙ୍କୁ ଗତ ୮ ତାରିଖରେ ହାଜର ହେବାକୁ ନୋଟିସ ଜାରି କରାଯାଇଥିଲା । କିନ୍ତୁ ଜୁନ ୨ରେ ସେ କୋଭିଡ ଆକ୍ରାନ୍ତ ହୋଇଥିଲେ । ଆଉ ହାଜର ହେବା […]

Continue Reading

ବିଦେଶ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ବହୁଦିନ ପରେ ବିଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରୁ ରୋମ୍ ଅଭିମୁଖେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ନିଜ ନେତାଙ୍କୁ ନନେଇ ଅଫିସରଙ୍କନେଇ ଭୋର ୪ଟା ୧୫ରେ ଦିଲ୍ଲୀ ଅନ୍ତଜାର୍ତୀୟ ବିମାନ ବନ୍ଦରରୁ ବିଦେଶ ଯାତ୍ରା ଆରମ୍ଭ କରିଛନ୍ତି । ରୋମ ରହଣୀ ସମୟରେ ଭାଟିକାନ ସିଟିରେ ଖ୍ରୀଷ୍ଟିଆନ ଧର୍ମଗୁରୁ ପୋପ ଫ୍ରାନସିସିଙ୍କୁ ନବୀନ ସାକ୍ଷାତ କରିବେ । କୌଣସି ମୁଖ୍ୟମନ୍ତ୍ରୀ ପୋପଙ୍କୁ ସାକ୍ଷାତ କରିବାରେ ନବୀନ ହେବେ ପ୍ରଥମ । ବିଶେଷ […]

Continue Reading

ଖୁବ ଶୀଘ୍ର ପରଦାକୁ ଆସିବ ସରୋଜିନୀ ନାୟୁଡୁଙ୍କ ବାୟୋପିକ

ମୁମ୍ବାଇ: ଭାରତୀୟ ଇତିହାସର ବେଶ ପରିଚିତ ନାମ ସରୋଜିନୀ ନାୟୁଡୁଙ୍କ ଆତ୍ମଜୀବନୀ ଉପରେ ଆରମ୍ଭ ହୋଇଯାଇଛି ଫିଲ୍ମର ପ୍ରସ୍ତୁତି । ବିନୟ ଚନ୍ଦ୍ରା ଏହାର ନିର୍ଦ୍ଦେଶନା ଦେଉଥିବା ବେଳେ କାହାଣୀ ଲେଖିଛନ୍ତି ଧୀରଜ ମିଶ୍ର । ଜୁନିୟର ସରୋଜିନୀ ଭାବେ ସୋନାଲା ମନ୍ଥରା ଏବଂ ସିନିୟର ଭୂମିକାରେ ଶାନ୍ତିପ୍ରିୟା ଅଭିନୟ କରିବେ । ସେ ୪୦ରୁ ୭୫ ବର୍ଷ ବୟସ ପର୍ଯ୍ୟନ୍ତ ଅଭିନୟ କରିବେ । ସରୋଜିନୀଙ୍କ ପତି ଗୋବିନ୍ଦ ରଜାଲୁଙ୍କ ଭୂମିକାରେ ହିତେନ ତେଜୱାନୀ ଅଭିନୟ […]

Continue Reading

ବେଟିଂ ବିଜ୍ଞାପନ ନେଇ ଆଡଭାଇଜରି ଜାରି କଲା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ବେଟିଂକୁ ପ୍ରୋତ୍ସାହନ ଦେଉଥିବା ବିଜ୍ଞାପନ ମନା । ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଜାରି କରିଛି ଆଡଭାଇଜରି । ମୁଦ୍ରିତ, ବୈଦ୍ୟୁତିକ ଓ ଡିଜିଟାଲ୍ ଗଣମାଧ୍ୟମ ପାଇଁ ଆଡଭାଇଜରି ଜାରି କରାଯାଇଛି । ଦେଶର ଅଧିକାଂଶ ସ୍ଥାନରେ ବେଟିଂ ବା ଜୁଆ ଖେଳ ବେଆଇନ୍ ଅଟେ । ଗ୍ରାହକ ସୁରକ୍ଷା ଆଇନ୍ ୨୦୧୯ ଅନୁସାରେ ବେଟିଂକୁ ପ୍ରୋତ୍ସାହନ ଦେଉଥିବା ବିଜ୍ଞାପନ ଟିଭିରେ ପ୍ରସାରଣ କରାଯାଇ ପାରିବ ନାହିଁ । ସମାଜ ଓ ଜନତାଙ୍କ ବୃହତର […]

Continue Reading

ଦୁଷ୍କର୍ମ ଅଭିଯୋଗରୁ ମୁକ୍ତ ହେଲେ ରୋନାଲ୍ଡୋ

ୱାଶିଂଟନ: ପର୍ତୁଗାଲର ଷ୍ଟାର ଫୁଟବଲ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋଙ୍କୁ ଆଜି ବୌ ଆଶ୍ୱସ୍ତି ମିଳିଛି । ୨୦୦୯ରେ ତାଙ୍କ ବିରୋଧରେ ମଡେଲ କ୍ୟାଥେରିନା ମାୟୋଗ୍ରା ଦୁଷ୍କର୍ମ ଅଭିଯୋଗ ଆଣିଥିଲେ । ଆମେରିକାର ଏକ କୋର୍ଟ ତାଙ୍କୁ ଏହି ଘଟଣାରେ ନିର୍ଦ୍ଦୋଷ ଘୋଷଣା କରିଛନ୍ତି । କ୍ୟାଥେରିନା ତାଙ୍କ ବିରୋଧରେ କେସ କରିବା ସହ ୩ ଲକ୍ଷ ୭୫ ହଜାର ଡଲାର କ୍ଷତିପୂରଣ ବାବଦକୁ ଦେବା ପାଇଁ ଦାବୀ କରିଥିଲେ । ରୋନାଲ୍ଡୋ ଆରମ୍ଭରୁ ଏହାକୁ ଖଣ୍ଡନ କରି […]

Continue Reading

ପଶ୍ଚିମବଙ୍ଗ ବିଜେପି ମୁଖ୍ୟ ଗିରଫ, ପୁଣି ଆରମ୍ଭ ହେଲା ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ଲଢ଼େଇ

ନୂଆଦିଲ୍ଲୀ: ପୁଣି ପଶ୍ଚିମବଙ୍ଗରେ ଲାଗିଛି ବିଜେପିକୁ ଜବରଦସ୍ତ ଝଟକା । ରାଜ୍ୟ ବିଜେପି ମୁଖ୍ୟ ସୁକାନ୍ତ ମଜୁମଦାରଙ୍କୁ ଆଜି ପୋଲିସ ହାୱରା ହିଂସା ମାମଲାରେ ଗିରଫ କରିଥିବା ଜଣାପଡ଼ିଛି । ତେବେ ହାୱରା ଯାଉଥିବା ବେଳେ ସୁକାନ୍ତଙ୍କୁ ପୋଲିସ ହିଂସାସ୍ଥଳକୁ ଯିବାକୁ ନେଇ ଆଇନଗତ ଦୃଷ୍ଟିରୁ ବାରଣ କରିଥିଲା । ଏଥିସହ ସୁକାନ୍ତଙ୍କୁ ପୋଲିସ ଗୃହବନ୍ଦୀ କରି ରଖିଥିଲା । ତେବେ ବିଜେପି ନେତା ନୁରୂପ ଶର୍ମା ଓ ନବୀନ ଜିନ୍ଦଲ ପ୍ରୋଫେଟ ମହମ୍ମଦଙ୍କୁ ନେଇ ଦେଇଥିବା […]

Continue Reading

ଅଣବିଜେପି ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମମତା, ୨୨ ନେତାଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ଗଠନ କରିବା ଆରମ୍ଭ କରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ୧୫ ଜୁନ୍ରେ ଦିଲ୍ଲୀରେ ଅଣବିଜେପି ମୁଖ୍ୟମନ୍ତ୍ରୀଙ୍କ ଏବଂ ନେତାଙ୍କ ସହ ଏକ ବୈଠକରେ ଭାଗନେବେ । ଏଥିପାଇଁ ମମତା ୨୨ ନେତାଙ୍କୁ ଚିଠି ଲେଖିଛନ୍ତି । ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର, […]

Continue Reading

ଓଡ଼ିଶାରେ ଖୋଲିବ ୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ, ଟ୍ୱିଟ୍ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର: ଶିକ୍ଷାକ୍ଷେତ୍ରରେ ପୁଣି ଆଗକୁ ବଢ଼ିବ ଓଡ଼ିଶା । ରାଜ୍ୟର ଗରିବ ତଥା ଆର୍ଥିକ ଦୁର୍ବଳ ଶ୍ରେଣୀର ପିଲାମାନେ ସହଜରେ ଶିକ୍ଷାଲାଭ କରିପାରିବେ । ଓଡ଼ିଶାରେ ଖୁବଶୀଘ୍ର ଖୋଲିବାକୁ ଯାଉଛି ୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଜଣାପଡ଼ିଛି ଯେ, କୋଲ୍ ଇଣ୍ଡିଆର ସହଯୋଗରେ ରାଜ୍ୟରେ ଆଉ ୫ଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲାଯିବ । ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ ନେଇ […]

Continue Reading

ଏହି ଗ୍ରାମରେ ହୋଇନାହିଁ ଆଜି ପର୍ଯ୍ୟନ୍ତ ନିର୍ବାଚନ, ନିର୍ଦ୍ୱନ୍ଦରେ ନିର୍ବାଚିତ ହେଉଛନ୍ତି ପ୍ରାର୍ଥୀ

ଭୁବନେଶ୍ୱର: ନିର୍ବାଚନ କହିଲେ ସାଧାରଣତଃ ପ୍ରାର୍ଥୀ-ପ୍ରାର୍ଥୀଙ୍କ ମଧ୍ୟରେ ଭୋଟ ଲଢ଼େଇକୁ ବୁଝାଏ । କେଉଁ ପ୍ରାର୍ଥୀ ଅଧିକ ଭୋଟ ପାଉଛି, କେଉଁ ପାର୍ଥୀ ହାରୁଛି ତାକୁ ନେଇ ମନରେ ଉତ୍ସୁକତା ରହିଥାଏ । କିନ୍ତୁ କ’ଣ ଆପଣ ଜାଣନ୍ତୁ ଆମ ଭାରତରେ ଏକ ଏଭଳି ଗାଁ ରହିଛି ଯେଉଁଠାରେ ଦୀର୍ଘ ୬୦ ବର୍ଷ ହେବ ନିର୍ବାଚନ ହୋଇନାହିଁ । ଏଠାରେ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଉଛନ୍ତି ୱାର୍ଡମେମ୍ବରଙ୍କ ଠାରୁ ଆରମ୍ଭ କରି ସରପଞ୍ଚ ପର୍ଯ୍ୟନ୍ତ । ମଧ୍ୟପ୍ରଦେଶରେ ଏବେ ପଞ୍ଚାୟ […]

Continue Reading

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ଅବସ୍ଥା ସଙ୍କଟାପନ୍ନ

ନୂଆଦିଲ୍ଲୀ: ପାକିସ୍ତାନରୁ ଏକ ଦୁଃଖଦ ଖବର ଆସିଛି । ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶାରଫଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି । ତେବେ ୭୯ ବର୍ଷୀୟ ମୁଶାରଫ ଦୁବାଇଠାରେ ଚିକିତ୍ସିତ ହେଉଛନ୍ତି । ମୁଶାରଫଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଦେଖାଦେବାରୁ ତାଙ୍କୁ ଦୁବାଇର ଏକ ଆମେରିକୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମୁଶାରଫଙ୍କ ମୃତ୍ୟୁକୁ ନେଇ ଅନେକ ଗୁଜବ ସୃଷ୍ଟି ହୋଇଥିଲା । ସେ ଗତ ୨୧ ଦିନ ଧରି ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ସେ ଭେଣ୍ଟିଲେଟରରେ […]

Continue Reading