ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିଲେ ବିଧାୟକ
ବେଙ୍ଗାଲୁରୁ: କର୍ଣ୍ଣାଟକର ଜେଡିଏସ ବିଧାୟକ ଏମ. ଶ୍ରୀନିବାସ କଲେଜ ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରିବା ଭିଡିଓ ଭାଇରାଲ ହୋଇଯାଇଛି । ଭିଡିଓରେ ଦେଖାଯାଉଛି ଯେ, ବିତ୍ତ୍ୱଧାୟକ ଜଣକ ଆଇଟିଆଇ କଲେଜ ବୁଲିବାକୁ ଯାଇଥିଲେ । ସେଠାରେ କମ୍ପ୍ୟୁଟର ଲ୍ୟାବ୍ ବିଷୟରେ ପ୍ରିନ୍ସିପାଲଙ୍କୁ କିଛି ପ୍ରଶ୍ନ କରିଥିଲେ । ସନ୍ତୋଷଜନକ ଉତ୍ତର ନମିଳିବାରୁ ବିଧାୟକ ରାଗିଯାଇ ତାଙ୍କୁ ଚାପୁଡ଼ା ମାରିବାକୁ ଉଦ୍ୟତ ହୋଇଥିଲେ । ଭିଡିଓରେ ସ୍ପଷ୍ଟ ଦୃଶ୍ୟମାନ- ବିଧାୟକ ବାରମ୍ବାର ପ୍ରିନ୍ସିପାଲଙ୍କୁ ଚାପୁଡ଼ା ମାରୁଛନ୍ତି । ତା’ପରେ ବି […]
Continue Reading
