ଧନୀ ହେବା ଲାଗି ମାନନ୍ତୁ ଚାଣକ୍ୟଙ୍କ ଏହି ୫ଟି କଥା!
ଭୁବନେଶ୍ବର: ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ରାଜନୀତିଜ୍ଞ ଏବଂ କୁଟନୀତିଜ୍ଞ। ସେ ନିଜର ଚାଣକ୍ୟ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ପ୍ରସଙ୍ଗ ବିଷୟରେ ବର୍ଣ୍ଣନା କରିଛନ୍ତି। ସେଥିରୁ ଗୋଟିଏ ହେଲା ଜୀବନରେ ଧନର ଆବଶ୍ୟକତା। ଚାଣକ୍ୟ କୁହନ୍ତି ସୁଖୀ ଜୀବନ ଲାଗି ଧନ ବହୁତ ଜରୁରୀ। ଚାଣକ୍ୟ କହିଛନ୍ତି ବ୍ୟକ୍ତିକୁ ଧନବାନ ହେବା ଲାଗି ଏଭଳି ସ୍ଥାନରେ ରହିବା ଉଚିତ ଯେଉଁଠାରେ ଚାକିରି ତଥା ରୋଜଗାର କରିବାର ସାଧନ ଉପଲବ୍ଧ। ଟଙ୍କା ରୋଜଗାର ଲାଗି […]
Continue Reading
