ୟୁପି ବିଧାନସଭା ନିର୍ବାଚନ: ହଟସିଟ କରହଲରୁ ଓହରିଲେ କଂଗ୍ରେସ ପ୍ରାର୍ଥୀ

କରହାଲ: ୟୁପି ବିଧାନସଭା ନିର୍ବାଚନର ହଟ ସିଟ ବିବେଚନା କରାଯାଉଥିବା କରହଲ ସିଟରୁ କଂଗ୍ରେସ ତାର ପ୍ରାର୍ଥୀ ପ୍ରତ୍ୟାହାର କରିନେଇଛି । କରହାଲରୁ ଜ୍ଞାନବତୀ ଯାଦବ ଏବଂ ମୈନପୁରୀରୁ ବୀନିତା ସାକ୍ୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିଲା । କରହାଲରୁ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ ଏବଂ ବିଜେପିର କେନ୍ଦ୍ରୀୟ ରାଜ୍ୟମନ୍ତ୍ରୀ ଏସପି ସିଂ ବଘେଲା ନିର୍ବାଚନ ଲଢ଼ୁଛନ୍ତି । ଏସପିକୁ ସହଯୋଗ କରିବା ପାଇଁ କଂଗ୍ରେସ ଏହି ପଦକ୍ଷେପ ଗ୍ରହଣ କରିଥିବା ଅନୁମାନ କରାଯାଉଛି । […]

Continue Reading

ନିର୍ବାଚନ ପୂର୍ବରୁ ଘଟଗାଁ ଜିଲ୍ଲା ପରିଷଦ ବିଜେଡି ପ୍ରାର୍ଥୀଙ୍କ ମୃତ୍ୟୁ

କେନ୍ଦୁଝର :ନିର୍ବାଚନ ପୂର୍ବରୁ ଘଟଗାଁ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ଘଟଗାଁ ଢିଙ୍କିକୋଟ ୮ ନମ୍ବର ଜୋନର ବିଜେଡି ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଉଛନ୍ତି ସାନ୍ତରାପୁର ଜିଲ୍ଲା ପରିଷଦ ପ୍ରାର୍ଥୀ ଅନାଦୀ ସିଂ । ତାଙ୍କୁ ବୟସ ୫୯ ବର୍ଷ ହେବ । ସେ ବିଜେଡିର ଜିଲ୍ଲା ପରିଷଦ ପ୍ରାର୍ଥୀ ହୋଇଥିଲେ । ସୂଚନା ଅନୁସାରେ ସେ ଜ୍ୱରରେ ପୀଡିତ ଥିଲେ । ତାଙ୍କୁ ଘଟଗାଁ ଗୋଷ୍ଠୀ […]

Continue Reading

ବିଜେପି ବିଧାୟକ ଓ କର୍ମୀ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର: ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି ।ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନରଙ୍କ ଆଗରେ ଫେରାଦ ହେଲା ବିଜେଡି । ଧାମନଗରରେ ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀ ଏବଂ ବିଜେପି କର୍ମୀ ପଞ୍ଚାୟତ ନିର୍ବାଚନ ଗାଇଡଲାଇନକୁ ଖୋଲାଖୋଲି ଉଲ୍ଲଙ୍ଘନ କରୁଛନ୍ତି । ଏନେଇ ବିଜେଡି ରାଜ୍ୟ ନିର୍ବାଚନ କମିଶନରଙ୍କୁ ସ୍ମାରକୀ ପତ୍ର ଦେଇଛନ୍ତି । ନିୟମ ଉଲ୍ଲଙ୍ଘନ କରୁଥିବା […]

Continue Reading

ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ, ନିର୍ବାଚନ କମିଶନରଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର :ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନରଙ୍କୁ ଭେଟିଲା ବିଜେଡି । ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବରଗଡ , ଭିଡେନ ବ୍ଲକ ଏବଂ ଅତାବିରାରେ ରେ ପଞ୍ଚାୟତ ନିର୍ବାଚନ କାର୍ଯ୍ୟକ୍ରମରେ ବିଜେପି ନେତା ସୁରେଶ ପୂଜାରୀ ଏବଂ ଜିଲ୍ଲା ପରିଷଦ ସଭ୍ୟ ନିୟମକୁ ଉଲ୍ଲଙ୍ଘନ କରିବା ସହ ନିର୍ବାଚନି ନିୟମ ମାନୁନାହାନ୍ତି । ଏନେଇ […]

Continue Reading

ସାମ୍ବାଦିକ ସମ୍ମିଳନୀରେ କାନ୍ଦି ପକାଇଲେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନନ ଲଢିବି ନାହିଁ କି କଂଗ୍ରେସ ଛାଡ଼ିବି ନାହିଁ । ମୁଁ କଂଗ୍ରେସର ପ୍ରଚାର ପ୍ରସାର କରିବି । ବିଜେପି କି ବିଜେଡିକୁ ଯିବିନାହିଁ। ଅନ୍ୟ ଦଳକୁ ଯିବା ନେଇ ମୋ ବିଷୟରେ ଯେଉଁ ଚର୍ଚ୍ଚା ହେଉଛି ତାହା ମିଥ୍ୟା ପ୍ରଚାର । ମୁଁ ବେପାରୀ ନୁହେଁ ଯେ, ଡିଲ୍ କରିବି । ମୋ ପାଖରେ ଖଣି ନାହିଁ, କାଗଜ ନାହିଁ କି ଟିଭି ନାହିଁ କହି ସାମ୍ବାଦିକ ସମ୍ମିଳନୀରେ କାନ୍ଦି ପକାଇଲେ […]

Continue Reading

ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପୁରୀରେ କଂଗ୍ରେସର ରଣନୀତି ଆରମ୍ଭ

ପୁରୀ : ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କଲାଣି । ପୁରୀ ଇନ୍ଦିରା କଂଗ୍ରେସ ଭବନ ଠାରେ ଜିଲ୍ଲା କଂଗ୍ରେସ ତରଫରୁ ‘ମୁଁ ନୁହେଁ ଆମେ ସଙ୍ଗଠିତ’ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଆସନ୍ତା ୧୬ ତାରିଖରେ ପୁରୀ ଜିଲ୍ଲାରେ ୫ ଟି ପର୍ଯ୍ୟାୟରେ ଭୋଟଦାନ ଅନୁଷ୍ଠିତ ହେବ । ଏନେଇ ଲୋକଙ୍କୁ ମନକୁ ଜିଣିବା ପାଇଁ କଂଗ୍ରେସ ଏବେଠାରୁ ପ୍ରୟାସ ଆରମ୍ଭ କଲାଣି । ଭୋଟର ମାନଙ୍କୁ ଆକୃଷ୍ଟ […]

Continue Reading

ପଞ୍ଜାବ ନିର୍ବାଚନ: ଏନଡିଏ ସିଟ ବୁଝାମଣା, ୬୫ ଆସନରୁ ଲଢ଼ିବ ବିଜେପି

ଚଣ୍ଡୀଗଡ: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଏନଡିଏ ସହଯୋଗୀ ଦଳ ମଧ୍ୟରେ ସିଟ ବୁଝାମଣା ସମ୍ପନ୍ନ ହୋଇଛି । ବିଜେପି ୬୫ ଆସନରୁ ଲଢ଼ିବ ବୋଲି ଏହାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି । ପଞ୍ଜାବ ଲୋକ କଂଗ୍ରେସ ୩୭ ଏବଂ ଅକାଳୀ ଦଳ ୧୫ଟି ଆସନରୁ ଲଢ଼ିବେ । ଦେଶର ସୁରକ୍ଷା ଦୃଷ୍ଟିକୋଣରୁ ପଞ୍ଜାବରେ ଏକ ସ୍ଥିର ସରକାରର ଆବଶ୍ୟକତା ରହିଛି ବୋଲି ନଡ୍ଡା କହିଛନ୍ତି । ଏହି ସିଟ ବୁଝାମଣା ଏନଡିଏକୁ […]

Continue Reading

ପ୍ରାର୍ଥୀପତ୍ର ନାକଚ ପରେ ଧାରଣାରେ ଆଶାୟୀ ସମିତି ସଭ୍ୟ ପ୍ରାର୍ଥୀ

ନବରଙ୍ଗପୁର: ପ୍ରାର୍ଥୀପତ୍ର ନାକଚ ପରେ ବ୍ଲକ ଅଫିସ ଆଗରେ ମହିଳାଙ୍କ ଧାରଣା । ସମିତି ସଭ୍ୟ ପ୍ରାର୍ଥୀ ପାଇଁ ଆବେଦନ କରିଥିଲେ ମହିଳା । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ କାମତା ପଞ୍ଚାୟତ ପାଇଁ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ କୁସୁମୀ ଗାଁର ନମିତା ସାଗରିଆ । ଗତକାଲି ଜାତିଗତ ପ୍ରମାଣପତ୍ରରେ ଭୁଲ ଥିବା ଦର୍ଶାଇ ତାହା ନାକଚ କରାଯାଇଥିବା ଅଭିଯୋଗ ହୋଇଛି । ଏନେଇ ଗତକାଲି ରାତିରୁ ବିଡ଼ିଓଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଛନ୍ତି […]

Continue Reading

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ୧୦ରେ ସର୍ବଦଳୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର : ପଞ୍ଚାୟତ ନିର୍ବାଚନ ଲାଗି ପ୍ରସ୍ତୁତି । ଖୁବଶୀଘ୍ର ଘୋଷଣା ହୋଇପାରେ ନିର୍ବାଚନ ତାରିଖ । କିନ୍ତୁ ଏହା ପୂର୍ବରୁ ସର୍ବଦଳୀୟ ବୈଠକ ଡାକିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଆସନ୍ତା ୧୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି । କିପରି ଅବାଧ ଓ ନିରପେକ୍ଷ ନିର୍ବାଚନ ହୋବ ସେନେଇ ବୈଠକରେ ଆଲୋଚନା କରାଯିବ । ସେହିପରି ରାଜ୍ୟରେ କୋଭିଡ ସଂକ୍ରମଣ ବଢୁଥିବାରୁ […]

Continue Reading

ନବରଙ୍ଗପୁର କଂଗ୍ରେସ ସଭା ମଣ୍ଡପରେ ଗଙ୍ଗାଜଳ ସିଂଚନ କରିଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ଗିରଫ କରାଯାଉ: କଂଗ୍ରେସ ଅନୁସୂଚିତ ଜାତି ବିଭାଗ

ଭୁବନେଶ୍ୱର: ଗତ ୨୭.୧୨.୨୦୨୧ରିଖ ସୋମବାର ଦିନ ଓଡ଼ିଶା ପ୍ରଦେଶ କଂଗ୍ରେସର ୧୦୦ବର୍ଷ ପୂର୍ତି ଅସବରରେ ନବରଙ୍ଗପୁର ଜିଲ୍ଲା କଂଗ୍ରେସ କମିଟିର ତରଫରୁ ଏକ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଥିଲା । ଏହି ସମାବେଶରେ କଂଗ୍ରେସ ଦଳର ଜାତୀୟନେତା ଯଥା ଡଃ. କହ୍ନେୟା କୁମାର, ଗୁଜୁରାଟର ମାନ୍ୟବର ବିଧାୟକ ତଥା ଦଳିତ ନେତା ଜିଗନେଶ ମେୱବାନୀ, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିହାର ପ୍ରଦେଶ କଂଗ୍ରେସର ପ୍ରଭାରୀ ଭକ୍ତଚରଣ ଦାସ ଓ ଛତିଶଗଡ଼ ରାଜ୍ୟ ସରକାରଙ୍କ କ୍ୟାବିନେଟ୍ ମନ୍ତ୍ରୀ ଲକ୍ଷ୍ମୀ […]

Continue Reading