ପିପିଲି ଉପନିର୍ବାଚନ ପାଇଁ ସଜବାଜ ,ବୁଥ୍ କୁ ଗଲେ ପୋଲିଂ ପାର୍ଟି

ପିପିଲି : ଆଉ ଦିନକ ପରେ ପିପିଲି ଭୋଟ୍ । ଆଜି ପୁଲିଂ ପାର୍ଟିମାନେ ନିଜ ନିଜ ବୁଥ୍ କୁ ଯାଇଛନ୍ତି । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି । ସମୁଦାୟ ୩୪୮ ଟି ବୁଥ୍ ମଧ୍ୟରୁ ୧୦୨ ଟି ଅତିସମ୍ବେଦନଶିଳ ବୁଥ୍ ହୋଇଥିବାବେଳେ । ଏଠାରେ କେନ୍ଦ୍ରୀୟ ଅର୍ଦ୍ଧସାମରିକ ବାହିନୀ ମୁତୟନ କରାଯାଇଛି । ଦିବ୍ୟାଙ୍ଗ ଭୋଟରଙ୍କ ମତ ଦାନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଆଜି ସକାଳୁ ପେଣ୍ଠକଟା ୱେର ହାଉସ […]

Continue Reading

ଗୋଆ ନିର୍ବାଚନ ଲଢ଼ିବ ଟିଏମସି

ପାଣାଜି: ଆଗାମୀ ଗୋଆ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ ଲଢ଼ିବ ବୋଲି ଶନିବାର ଘୋଷଣା କରିଛି । ଖୁବଶୀଘ୍ର ପାର୍ଟି ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ବୋଲି ପ୍ରମୁଖ ନେତା ଡେରେକ ଓ’ବ୍ରେନ କହିଛନ୍ତି । ଗୋଆରେ ବିଜେପି ଆମର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ହେବ ବୋଲି ସେ ଘୋଷଣା କରିଛନ୍ତି । ଏହି ଅବସରରେ ସେ କଂଗ୍ରେସକୁ ସମାଲୋଚନା କରି କହିଥିଲେ ଆମ ପାର୍ଟିରେ ହାଇକମାଣ୍ଡ ସଂସ୍କୃତି ନାହିଁ । ଗୋଆବାସୀ ଏଥର ବିଜେପିକୁ ହଟାଇବା […]

Continue Reading

ପଞ୍ଜାବରେ ଆସନ୍ତାକାଲି ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଚଣ୍ଡିଗଡ଼ : କଂଗ୍ରେସ ହାଇକମାଣ୍ଡଙ୍କ ସହ ଆଲୋଚନା ପରେ ପଞ୍ଜାବ ମନ୍ତ୍ରିମଣ୍ଡଳ ତାଲିକା ଚୂଡାନ୍ତ । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସହ ଏନେଇ ଆଲୋଚନା କରିବା ପରେ ତାଲିକା ଚୂଡାନ୍ତ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନୀ । ଗତ ସୋମବାର ମୁଖ୍ୟମନ୍ତ୍ରୀ ଦାୟିତ୍ବ ନେଇଥିବା ଚନ୍ନୀ ନୂଆ ମନ୍ତ୍ରିମଣ୍ଡଳ ପ୍ରସଙ୍ଗରେ ବର୍ତ୍ତମାନ ସୁଦ୍ଧା ୩ ଥର ଦିଲ୍ଲା ଗସ୍ତରେ ଗଲେଣି । ଗତ ସପ୍ତାହରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ୍ ଅମରିନ୍ଦର […]

Continue Reading

ପିପିଲି ବିଧାନସଭା ଉପନିର୍ବାଚନ ଭୋଟ ଗଣତି ପାଇଁ ତାଲିମ ଶିବିର

ପୁରୀ : ପିପିଲି ବିଧାନସଭା ଉପନିର୍ବାଚନ ଭୋଟ ଗଣତି ପାଇଁ ଅନୁଷ୍ଠିତ ହୋଇଛି ତାଲିମ ଶିବିର । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସୁପରଭାଇଜର ଓ କାଉଣ୍ଟିଂ ଆସିଷ୍ଟାଣ୍ଟ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି । ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ କୁମାର ସାହୁ ତାଲିମ ପ୍ରଦାନ କରିଥିଲେ । ଗଣତି ପାଇଁ ଦୁଇଟି କକ୍ଷରେ ୧୪ଟି ଟେବଲ ଏବଂ ଅନ୍ୟ ଗୋଟିଏ ଟେବଲରେ ପୋଷ୍ଟାଲ ବାଲାଟ ଗଣତି କରାଯିବ । ଏହି […]

Continue Reading

ପିପିଲି ପାଇଁ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଲା ବିଜେଡି

ଭୁବନେଶ୍ବର : ପିପିଲି ଉପନିର୍ବାଚନ ପ୍ରଚାର ପାଇଁ ବିଜେଡି ଜାରି କଲା ଷ୍ଟାର ପ୍ରଚାରକ ତାଲିକା । ବିଜେଡି ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ବର ମହାନ୍ତି, ଦେବୀପ୍ରସାଦ ମିଶ୍ର, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସ ବର୍ମା, ସମୀର […]

Continue Reading

ଇସ୍ତଫା ଦେଲେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି

ଗାନ୍ଧୀନଗର : ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣିଙ୍କ ଇସ୍ତଫା । ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ରାଜଭବନରେ ସାକ୍ଷାତ କରି ନିଜର ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ବିଜୟ ରୂପାଣି । ରୂପାଣିଙ୍କ ସହ ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ, ରାଜ୍ୟ ବିଜେପି ପ୍ରଭାରୀ ତଥା କେନ୍ଦ୍ରମନ୍ତ୍ରୀ ଭୁପେନ୍ଦ୍ର ଯାଦବ, ଗୁଜରାଟ ବିଜେପି ସାଙ୍ଗଠନିକ ସମ୍ପାଦକ ରତ୍ନାକରଙ୍କ ସମେତ ଅନ୍ୟ କିଛି କ୍ୟାବିନେଟ ମନ୍ତ୍ରୀ ମଧ୍ୟ ରୂପାଣିଙ୍କ ସମେତ ରାଜଭବନ ଯାଇଥିବା ସୂଚନା ରହିଛି । ଇସ୍ତଫା ପରେ ରୁପାଣି କହିଛନ୍ତି, […]

Continue Reading

କାଲିଠୁ ଛଅ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ

ଭୁବନେଶ୍ବର : ଆସନ୍ତାକାଲିଠୁ ଛଅ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ମନ୍ତ୍ରୀ ବିଶେଶ୍ବର ଟୁଡୁ । ଅସୁସ୍ଥତା କାରଣରୁ ସେ ଓଡ଼ିଶା ଆସିପାରୁନଥିଲେ । ହେଲେ ସୁସ୍ଥ ହେବା ପରେ ପ୍ରଥମ ଥର ପାଇଁ କେନ୍ଦ୍ରମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭୁବନେଶ୍ବରରେ ପହଞ୍ଚିବା ପରେ ଲିଙ୍ଗରାଜଙ୍କୁ ଦର୍ଶନ କରି ପୁରୀ ଯିବେ କେନ୍ଦ୍ରମନ୍ତ୍ରୀ । ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟଙ୍କୁ ସାକ୍ଷାତ […]

Continue Reading

ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ୍ : କୋଭିଡ ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ନାହାନ୍ତି ସରକାର

ଭୁବନେଶ୍ବର : ନିୟନ୍ତ୍ରଣରେ କୋଭିଡ ଦ୍ବିତୀୟ ଲହରୀ । ଆଗକୁ ଆସୁଛି ତୃତୀୟ ଲହରୀ । ଏଥିପାଇଁ ଲୋକଙ୍କ ମନରେ ଏକ ପ୍ରକାର ଚିନ୍ତା ବି ବଢ଼ିବାରେ ଲାଗିଲାଣି । କିନ୍ତୁ ତୃତୀୟ ଲହରୀକୁ ନେଇ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି ରାଜ୍ୟ ବିଜେପି । ତୃତୀୟ ଲହରରେ ଶିଶୁ ମାନେ ବିଶେଷ ଭାବେ ପ୍ରଭାବିତ ହେବେ ବୋଲି ମତ ଦେଲେଣି ବିଶେଷଜ୍ଞ । କିନ୍ତୁ ରାଜ୍ୟ ସରକାର ମୁକାବିଲା ପାଇଁ ପ୍ରସ୍ତୁତି କରିବା ବଦଳରେ କେବଳ […]

Continue Reading

ବିଜେଡିର ସମାଲୋଚନା, ହତାଶ କର୍ମୀଙ୍କ ମନୋବଳ ବଢ଼ାଇବାକୁ ମାମୁଲି ପ୍ରସଙ୍ଗ ଉଠାଇଛି ବିଜେପି

ଭୁବନେଶ୍ବର : ରାଜ୍ୟ ବିଜେପିକୁ ବିଜେଡିର ସମାଲୋଚନା । ୨୦୧୯ରୁ ସାଧାରଣ ନିର୍ବାଚନ ଓ ପରବର୍ତ୍ତି ଉପନିର୍ବାଚନରେ ହାରିବା ପରେ ନିରୁତ୍ସାହିତ ଅଛନ୍ତି ବିଜେପି ନେତା ଓ କର୍ମୀ । ସେମାନଙ୍କ ଉତ୍ସାହିତ କରିବା ପାଇଁ ପ୍ରୟାସ ଆରମ୍ଭ କରିଛି ବିଜେପି । ଏଥିପାଇଁ ବିଜେପି ପ୍ରତିଦିନ ମାମୁଲି ପ୍ରସଙ୍ଗ ଉଠାଇ ଚାଲିଛି । ଯାହା ରାଜନୈତିକ ଦୃଷ୍ଟିକୋଣରୁ ଆଦୌ ପ୍ରାସଙ୍ଗିକ ନୁହେଁ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି । ରାଜ୍ୟ ବିଜେପି ସଭାପତି […]

Continue Reading

ଢେଙ୍କାନାଳ ସଦାଶିବପୁରରେ ‘କମନ୍ ୟୁଜର ପେଟ୍ରୋଲିୟମ ଫାସିଲିଟି’ର ଭୂମି ପୂଜନ କଲେ କେନ୍ଦ୍ରମନ୍ତ୍ରୀ

ଢେଙ୍କାନାଳ : ଢେଙ୍କାନାଳ ସଦାଶିବପୁରରେ ‘କମନ୍ ୟୁଜର ପେଟ୍ରୋଲିୟମ ଫାସିଲିଟି’ର ଭୂମି ପୂଜନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ‘କମନ୍ ୟୁଜର ପେଟ୍ରୋଲିୟମ ଫାସିଲିଟି’କୁ ରେଳପଥ ମାଧ୍ୟମରେ ପେଟ୍ରୋଲିୟମ ସାମଗ୍ରୀ ଯୋଗାଇବାକୁ ଯୋଗାଇବାକୁ ଯୋଜନା ରହିଛି । ଏହି ‘କମନ୍ ୟୁଜର ପେଟ୍ରୋଲିୟମ ଫାସିଲିଟି’ରେ ନିର୍ମାଣ ହେବାକୁ ଥିବା ତୈଳ ଟର୍ମିନାଲ ଆଗାମୀ ୩୦ରୁ ୪୦ ବର୍ଷ ପର୍ଯ୍ୟନ୍ତ ଜିଲ୍ଲାରେ ବଢୁଥିବା ଶିଳ୍ପାୟନରେ ବଡ଼ ଭୂମିକା ଗ୍ରହଣ କରିବ । ଏହାସହ ଅବିଭକ୍ତ ଢେଙ୍କାନାଳ, […]

Continue Reading