ପିପିଲି ପାଇଁ ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଲା ବିଜେଡି
ଭୁବନେଶ୍ବର : ପିପିଲି ଉପନିର୍ବାଚନ ପ୍ରଚାର ପାଇଁ ବିଜେଡି ଜାରି କଲା ଷ୍ଟାର ପ୍ରଚାରକ ତାଲିକା । ବିଜେଡି ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ବିଜେଡି ଷ୍ଟାର ପ୍ରଚାରକ ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମହେଶ୍ବର ମହାନ୍ତି, ଦେବୀପ୍ରସାଦ ମିଶ୍ର, ପିନାକୀ ମିଶ୍ର, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସ ବର୍ମା, ସମୀର […]
Continue Reading
