ଓଡ଼ିଶା ବିକାଶରେ ନବୀନ ପଟ୍ଟନାୟକ ଏକ ମାଇଲ ଖୁଣ୍ଟ

ଭୁବନେଶ୍ୱର: ରାଜ୍ୟରେ ଅଧିକ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିଥିବା ଜଣେ ବ୍ୟକ୍ତି ନବୀନ ପଟ୍ଟନାୟକ । ବିଜୁ ବାବୁଙ୍କ ଦେହାନ୍ତ ପରେ ଓଡ଼ିଶା ଦୃଶ୍ୟପଟରେ ଅଚାନାକ ଆର୍ବିଭାବ ହୋଇଥିଲେ । ସେତେବେଳେ ଓଡ଼ିଶାବାସୀ ତାଙ୍କୁ ଏତେ ଚିହ୍ନିନଥିଲେ । ସେ ବି ବୋଧେ ଓଡ଼ିଶାକୁ ଭଲଭାବେ ଜାଣିନଥିଲେ । ଏହାରି ଭିତରେ ବିତିଯାଇଛି ୨୦ ବର୍ଷ । ଏହି ସମୟ ଭିତରେ ସାଢ଼େ ଚାରି କୋଟି ଓଡ଼ିଆ ତାଙ୍କର ପରିବାର ପାଲଟି ଯାଇଛନ୍ତି । ସେମାନଙ୍କ ଖୁସିରେ […]

Continue Reading

ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ବ୍ରଜରାଜନଗର: ଡବଲ ମର୍ଡର ଘଟଣାରେ ଗିରଫ ହୋଇଥିବା ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇଛି । ଏବେ ସେ ବିଳାସପୁରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ୨୫ ତାରିଖରେ ଛତିଶଗଡ଼ ହାଇକୋର୍ଟ ଅନୁପଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ । ଦୁଇ ମାସ ଜାମିନରେ ବାହାରିବା ପରେ ସେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ରାୟଗଡ଼ ଜିଲ୍ଲାରେ ଘଟିଥିବା ଡବଲ୍ ମର୍ଡର ମାମଲାରେ ଅନୁପ ସାଏଙ୍କୁ […]

Continue Reading

୭୫ ବର୍ଷରେ ନବୀନ ପଟ୍ଟନାୟକ, ଚାରିଆଡୁ ଶୁଭେଚ୍ଛାର ସୁଅ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ୭୫ ବର୍ଷରେ ପାଦ ଥାପିଛନ୍ତି ନବୀନ । ଏବର୍ଷ କରୋନା ମହାମାରୀ ଯୋଗୁ ଜନ୍ମଦିନ ପାଳନ କରୁ ନାହାନ୍ତି । ନବୀନ ନିବାସ ଆସିବା ପାଇଁ ଦଳୀୟ ନେତା, କର୍ମୀ ସମର୍ଥକଙ୍କୁ ମନା କରିଥିଲେ ନବୀନ । ଗରିବ ଲୋକଙ୍କୁ ସାହାଯ୍ୟ କରିବା ସହ ରକ୍ତ ଓ ପ୍ଲାଜମା ଦାନ କରିବାକୁ ଜନସାଧାରଣଙ୍କୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି […]

Continue Reading

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର: ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଜାରି ହେଲା ବିଧିବଦ୍ଧ ବିଜ୍ଞପ୍ତି । ଏହାସହ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଅକ୍ଟୋବର ୧୬ ମାନାଙ୍କନ ଦାଖଲର ଶେଷ ଦିନ । ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ । ୧୯ ତାରିଖ ରହିଛି ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ନଭେମ୍ବର ୩ ତାରିଖରେ ଭୋଟ୍ ନିଆଯିବ । କୋଭିଡ୍ କଟକଣା […]

Continue Reading

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ କଂଗ୍ରେସ ନେତା ମହମ୍ମଦ ମୋକିମ୍

କଟକ: ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଟ୍ୱିଟ୍‌ କରି ସେ ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍‌ କରି ମୋକିମ୍‌ କହିଛନ୍ତି, RT PCR ରିପୋର୍ଟ ଅନୁସାରେ ମୁଁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛି। ଶୀଘ୍ର ଆରୋଗ୍ୟ ପାଇଁ ଆପଣମାନଙ୍କ ଆଶୀର୍ବାଦ ଚାହୁଁଛି।

Continue Reading

କରୋନା କବଳରେ ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲା

ହରିୟାଣା: ମଙ୍ଗଳବାର ଦିନ ହରିୟାଣା ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌଟାଲା କହିଛନ୍ତି ଯେ ସେ କରୋନାଭାଇରସ୍ ପାଇଁ ପଜିଟିଭ୍ ପରୀକ୍ଷା କରିଛନ୍ତି । କରୋନାର କୌଣସି ଲକ୍ଷଣ ତାଙ୍କ ପାଖରେ ନଥିବା ବେଳେ ସେ ସୁସ୍ଥ ଅନୁଭବ କରୁଥିବା କହିଛନ୍ତି । ଗତ ସପ୍ତାହରେ ତାଙ୍କୁ ଭେଟିଥିବା ଲୋକଙ୍କୁ ଜେଜେପି ନେତା ନିଜ ନିଜ କୋଭିଡ ପରୀକ୍ଷା କରିନେବାକୁ ଅନୁରୋଧ ମଧ୍ୟ କରିଛନ୍ତି । ସ୍ୱାସ୍ଥ୍ୟ ବିଭାଗର ଦୈନିକ ତଥ୍ୟ ଅନୁଯାୟୀ ସୋମବାର ଦିନ ୨୧ଜଣ ଲୋକ ହରିୟାଣାରେ […]

Continue Reading

୫୦୦ ଘଣ୍ଟା ପର୍ଯ୍ୟନ୍ତ ଅପେକ୍ଷା କରିବି: ରାହୁଲ ଗାନ୍ଧୀ

ହରିୟାଣା: କେନ୍ଦ୍ରର କୃଷି ଆଇନ ବିରୁଦ୍ଧରେ ଅଭିଯାନ କରିବା ପାଇଁ ରାହୁଲ ଗାନ୍ଧୀଙ୍କ ଟ୍ରାକ୍ଟର ରାଲିକୁ ଆଜି ଅପରାହ୍ନରେ ହରିୟାଣା ବାହାରେ ପୋଲିସ ଦ୍ୱାରା ଅଟକାଇଦିଆଯାଇଛି । ତିନି ଦିନିଆ ରାଲି ପାଇଁ ପଞ୍ଜାବରୁ ହରିୟାଣା ଅଭିମୁଖେ ଯାଉଥିବା କଂଗ୍ରେସ ନେତା କହିଛନ୍ତି ଯେ ତାଙ୍କୁ ୫୦୦ ଘଣ୍ଟା ଅପେକ୍ଷା କରିବାକୁ ପଡିଲେ ମଧ୍ୟ ସେ ବ୍ୟଥିତ ହେବେ ନାହିଁ । ସେମାନେ ହରିୟାଣା ସୀମାରେ ଆମକୁ ଅଟକାଇଛନ୍ତି। ସେମାନେ ଏହାକୁ ଖୋଲିବା ପର୍ଯ୍ୟନ୍ତ ମୁଁ ଏଠାରେ […]

Continue Reading

ଓଡିଶାରେ ଜଙ୍ଗଲ କୃଷିର ଅପାର ସମ୍ଭାବନା ରହିଛି: ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଜାତୀୟ ମିଶନ ଅଧୀନରେ ଜଙ୍ଗଲ କୃଷି ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଏବଂ ରାଜ୍ୟର ମହିଳା, କ୍ଷୁଦ୍ର, ମଧ୍ୟମ କୃଷକ ମାନଙ୍କୁ ସଶକ୍ତ କରିବା ପାଇଁ ଗତ ୪ ବର୍ଷ ମଧ୍ୟରେ ଓଡିଶାକୁ ପୋଷଣୀୟ କୃଷି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭.୭୫ କୋଟି ଟଙ୍କା ପ୍ରଦାନ କରାଯାଇଛି ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଆର୍ଥିକ ଅନୁଦାନ ପାଇଁ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ଓ […]

Continue Reading

ବିହାର ନିର୍ବାଚନ: ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିବ ବିଜେପି

ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନରେ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରୁଛି ବିଜେପି । ଗତକାଲି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଏନେଇ ବିଚାରବିମର୍ଶ ହୋଇଛି । ମେଣ୍ଟରେ ବିଜେପି ଭାଗରେ ପଡ଼ିଥିବା ୧୨୧ ଆସନ ପାଇଁ ମାନସମନ୍ଥନ ହୋଇଥିଲା । ୯୦ ଆସନରେ ପ୍ରାର୍ଥୀ ତାଲିକା ଉପରେ ମୋହର ମାରିଛି ସିଇସି । ଆଜି ସେମାନଙ୍କର ନାଁ ଘୋଷଣା ହୋଇପାରେ । ଆଜି ବିଜେପି ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା […]

Continue Reading

ଝୁରୁଛି ବିଧାନସଭା: ‘ମରିନାହିଁ ମହାରଥୀ, ସରିନାହିଁ ରାଜନୀତି’

ଭୁବନେଶ୍ୱର: ମହାରଥୀଙ୍କୁ ଝୁରୁଛି ବିଧାନସଭା । ଗୃହରେ ସ୍ମୃତି ଚାରଣ ସମୟରେ ତାଙ୍କ ବିୟୋଗରେ ଭାବୁକ ହୋଇପଡିଥିଲେ ସମସ୍ତ ବିଧାୟକ। ମୁଖ୍ୟମନ୍ତ୍ରୀ ଆଣିଥିବା ଶୋକ ପ୍ରସ୍ତାବକୁ ସମର୍ଥନ କରି ଦୁଃଖିତ ଓ ମର୍ମାହତ ବୋଲି ବିବୃତି ରଖିଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ । ସେହିପରି ମହାରଥୀଙ୍କ ବିୟୋଗରେ ଗୃହରେ ଭବବିହ୍ୱଳ ହୋଇପଡିଥିଲେ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି । ଅନ୍ୟପଟେ କାନ୍ଦି ପକାଇଥିଲେ ବିଜେପି ବିଧାୟିକା କୁସୁମ ଟେଟେ । ସେହିପରି ବରିଷ୍ଠ […]

Continue Reading