ପ୍ରମିଳା ମଲ୍ଲିକଙ୍କୁ ମିଳିଲା ୨ ବିଭାଗ ଦାୟିତ୍ୱ
ଭୁବନେଶ୍ୱର: ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଆଜି ଆଉ ଦୁଇଟି ବିଭାଗର ଦାୟିତ୍ୱ ମିଳିଲା । ତାଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଭାର ଦିଆଯାଇଛି । ପୂର୍ବରୁ ସେ କେବଳ ରାଜସ୍ୱ ବିପର୍ଯ୍ୟୟ ବିଭାଗର ପରିଚାଳନା କରୁଥିବା ବେଳେ ବର୍ତ୍ତମାନ ତାଙ୍କୁ ଅନ୍ୟ ଦୁଇଟି ବିଭାଗର ଦାୟିତ୍ୱ ଦିଆଯାଇଛି । ସୂଚନା ଅନୁଯାୟୀ, ୨ଟି ମନ୍ତ୍ରୀ ଇସ୍ତଫା ଦେବାପରେ ଗଣଶିକ୍ଷା ଓ ଶ୍ରମ ବିଭାଗ ଖାଲି ପଡିଥିଲା । ଗତକାଲି ମନ୍ତ୍ରୀ ସମୀର […]
Continue Reading
