ଗୁଜରାଟରେ ବିଜେପି ଲେଉଟାଣି: ମୋଦୀଙ୍କୁ ଶୁଭେଚ୍ଛାର ସୁଅ
ଗୁଜରାଟ: ଗୁଜରାଟରେ ବିଜେପିର ଧମାକାଦାର ଜିତ୍ । ପୁଣି ଶାସନକୁ ଫେରିଲା ବିଜେପି । ଗୁଜରାଟରେ ଭାରତୀୟ ଜନତା ପାର୍ଟିର ଜିତ୍ ହାସଲ ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ କରି ସେ ଲେଖିଛନ୍ତିଯେ ଗୁଜରାଟ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବିପୁଳ ବିଜୟ ମୋଦୀଜୀଙ୍କ ବିକାଶ, ସୁରକ୍ଷା ଓ ସୁଶାସନ ପ୍ରତି ଜନତା-ଜନାର୍ଦ୍ଦନଙ୍କ ଅପାର ସ୍ନେହ ଅଭିବ୍ୟକ୍ତି । ଏହି ବିଜୟ ପାଇଁ ସେ […]
Continue Reading
