ଧାମନଗର ସିଟ ଆମର ଥିଲା ଆମର ରହିବ: ବିରୋଧୀ ଦଳ ନେତା
ଭୁବନେଶ୍ୱର : ଧାମନଗର ଉପନିର୍ବାଚନ ପାଇଁ ବାଜିଲା ବିଗୁଲ । ଭାରତୀୟ ନିର୍ବାଚନ କମିଶନ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ନଭେମ୍ବର ୩ରେ ଉପନିର୍ବାଚନ ପାଇଁ ପଡ଼ିବ ଭୋଟ । ଅକ୍ଟୋବର ୭ରେ ଏନେଇ ପ୍ରକାଶ ପାଇବ ବିଜ୍ଞପ୍ତି । ଅକ୍ଟୋବର ୧୪ରେ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ତାରିଖ ଘୋଷଣା ହୋଇଥିବା ବେଳେ ୧୭ରେ ନାମାଙ୍କନ ପ୍ରତ୍ୟାହାର ପାଇଁ ତାରଖ ନିର୍ଦ୍ଧାରିତ ରହିଛି। ନଭେମ୍ବର ୬ରେ ହେବ […]
Continue Reading
