ଅଣବିଜେପି ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ମମତା, ୨୨ ନେତାଙ୍କୁ ଲେଖିଲେ ଚିଠି

ନୂଆଦିଲ୍ଲୀ: ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ଗଠନ କରିବା ଆରମ୍ଭ କରିଛନ୍ତି । ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ୧୫ ଜୁନ୍ରେ ଦିଲ୍ଲୀରେ ଅଣବିଜେପି ମୁଖ୍ୟମନ୍ତ୍ରୀଙ୍କ ଏବଂ ନେତାଙ୍କ ସହ ଏକ ବୈଠକରେ ଭାଗନେବେ । ଏଥିପାଇଁ ମମତା ୨୨ ନେତାଙ୍କୁ ଚିଠି ଲେଖିଛନ୍ତି । ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର, […]

Continue Reading

ବ୍ରଜରାଜନଗର ଉପ-ନିର୍ବାଚନରେ BJDର ବାଜିମାତ୍: ବିପୁଳ ଭୋଟରେ ଜିତିଲେ ଅଳକା

ଝାରସୁଗୁଡ଼ା: ବ୍ରଜରାଜନଗର ଉପନିର୍ବାଚନରେ ବାଜି ମାରିଛି ବିଜେଡି । ବିପୁଳ ଭୋଟରେ ବିଜୟ ହାସଲ କରିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ପ୍ରାୟ ୬୫ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିଛନ୍ତି ଅଳକା । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ଅଳକା ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନକୁ ଖସିଛନ୍ତି । ତେବେ ବିଜୟ ନେଇ ନିର୍ବାଚନ କମିଶନ ଘୋଷଣା କରିନାହାନ୍ତି । ଉପନିର୍ବାଚନରେ ଦ୍ୱିତୀୟ ସର୍ବାଧିକ ଭୋଟରେ […]

Continue Reading

ପ୍ରାଚୀ ନଦୀର ପୁନରୁଦ୍ଧାର: କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍‌ଙ୍କୁ ସାକ୍ଷାତ କଲେ ସାଂସଦ ଅପରାଜିତା

ଦିଲ୍ଲୀ: ପ୍ରାଚୀନଦୀର ପୁନରୁଦ୍ଧାର ନିମନ୍ତେ ୨୯୭.୮୧ କୋଟି ଟଙ୍କାର ପ୍ରକଳ୍ପ ନେଇ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱାତଙ୍କୁ ଆଜି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ସାକ୍ଷାତ କରିଛନ୍ତି । ଏହି ପ୍ରକଳ୍ପରେ ମୋଟ ୭ଟି ସେତୁ ନିର୍ମାଣ, ନଦୀ ଶଯ୍ୟା ଖନନ, ଜଳାଶୟ ତିଆରି, ପାର୍ଶ୍ୱ ରାସ୍ତା ନିର୍ମାଣ, ପାଚେରି ନିର୍ମାଣ, ମୃତ୍ତିକା/ଜଳ କ୍ଷୟ ରୋକିବା ପାଇଁ ପ୍ରାଚୀର, ବୃକ୍ଷରୋପଣ, ସମୁଦ୍ର ମୁହାଣ ନବୀକରଣ ଆଦି କାର୍ଯ୍ୟ ଅନ୍ତର୍ଭୁକ୍ତ ।ପରିପଳ୍ପିତ କାର୍ଯ୍ୟ ସାକାର ହେଲେ […]

Continue Reading

ବ୍ରଜରାଜନଗର ଉପନିର୍ବାଚନ, ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି

ଝାରସୁଗୁଡା : ବ୍ରଜରାଜନଗର ଉପନିର୍ବାଚନ ପାଇଁ କସରତ ଜୋରାଦାର । ଏହିକ୍ରମରେ ନାମାଙ୍କନ ଦାଖଲ କଲେ ପ୍ରାର୍ଥୀ ଅଳକା ମହାନ୍ତି । ବିଜେଡି ପକ୍ଷରୁ ଉପନିର୍ବାଚନ ପାଇଁ ପ୍ରାର୍ଥୀ ହୋଇଛନ୍ତି ସ୍ୱର୍ଗତ କିଶୋର ମହାନ୍ତି ସ୍ତ୍ରୀ ଅଳକା ମହାନ୍ତି । ବୁଧବାର ବ୍ରଜରାଜନଗର ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ନାମାଙ୍କନ ପତ୍ର ଦାଖଲ ହୋଇଛି । ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି  ନିଜ ସମର୍ଥକଙ୍କ ସହ ଆସି ଉପଜିଲ୍ଲାପାଳଙ୍କ ଅଫିସରେ ନାମାଙ୍କନ ଦାଖଲ କରିଛନ୍ତି । ସାଥିରେ […]

Continue Reading

BMCର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ

ଭୁବନେଶ୍ୱର : ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭ କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ସମସ୍ତ ଜନପ୍ରତିନିଧିଙ୍କ  ଶପଥଗ୍ରହଣ ଉତ୍ସବ ବିଏମସି କନଫରେନ୍ସ ହଲରେ ଆୟୋଜିତ ହୋଇଛି । ଗୃହ ଓ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସମସ୍ତ ନିର୍ବାଚିତ ଜନପ୍ରତିନିଧିଙ୍କୁ […]

Continue Reading

ଆରମ୍ଭ ହେଲା ନିରଞ୍ଜନ ହଟାଅ ଅଭିଯାନ: କିଏ ହେବ ପରବର୍ତ୍ତୀ PCC ମୁଖ୍ୟ

ଭୁବନେଶ୍ୱର: ନିକଟରେ ସମାପ୍ତ ହୋଇଥିବା ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନରେ ଦେଶର ସର୍ବପୂରାତନ ଦଳ କଂଗ୍ରେସର ପ୍ରଦର୍ଶନ ଅତ୍ୟନ୍ତ ନିମ୍ନମାନର ରହିଥିଲା । ତେଣୁ ହାଇକମାଣ୍ଡ ଉକ୍ତ ପାଞ୍ଚଟି ରାଜ୍ୟର ମୁଖିଆଙ୍କୁ ଇସ୍ତଫା ପାଇଁ ନିର୍ଦ୍ଦେଶ ଦେଇଥିଲେ । ତେବେ ଏହାମଧ୍ୟରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ହାଇକମାଣ୍ଡଙ୍କ ଠାରୁ ଏକ ଚିଠି ଆସିଥିଲା । ମାତ୍ର ସେଥିରେ ଇସ୍ତଫା ନେଇ କିଛି ଉଲ୍ଲେଖ ନଥିବା ନିରଞ୍ଜନ କହିଥିଲେ […]

Continue Reading

ବିଜେପି ଛାଡ଼ିବେ ପାଙ୍ଗି: ଉତ୍କଳ ଦିବସ ଅବସରରେ କଲେ ଏପରି ଘୋଷଣା

ପଟ୍ଟାଙ୍ଗୀ: ଖୁବଶୀଘ୍ର ବିଜେପି ଛାଡ଼ିବା ନେଇ ଘୋଷଣା କରିଛନ୍ତି ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗି । କୋଟିଆର ଉତ୍କଳ ଦିବସ ପାଳନ ଅବସରରେ ଜୟରାମ ପାଙ୍ଗି ଏହାର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ‘ଦଣ୍ଡକାରଣ୍ୟ ପର୍ବତମାଳା ବିକାଶ ପରିଷଦ ଲାଗି ଅଧିକ ସମୟ ଦେବି । ସୀମାନ୍ତ ଅଞ୍ଚଳର ସମସ୍ୟା ସମାଧାନ ପାଇଁ କେନ୍ଦ୍ର ଶାସିତ ଅଞ୍ଚଳ ଦାବି କରିବି ।’ ତେବେ ଗତ ନିର୍ବାଚନରେ ସାଂସଦ ଭାବେ ନିର୍ବାଚନ ଲଢ଼ି ହାରିଥିଲେ ପୂର୍ବତନ […]

Continue Reading

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ରାଜ୍ୟସଭା ଚାଲିଯିବେ ନୀତିଶ, ବିହାରର ମୁଖ୍ୟମନ୍ତ୍ରୀ ଗାଦିରେ ବସିବେ ଜଣେ ବିଜେପି ନେତା, ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନେଇ ବର୍ତ୍ତମାନ ବଡ଼ଧରଣର ଚର୍ଚ୍ଚା ହେବାରେ ଲାଗିଛି । ଖୁବଶୀଘ୍ର ନୀତିଶ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ରାଜ୍ୟସଭା ଯାଇପାରନ୍ତି ବୋଲି କିଛି ଗଣମାଧ୍ୟମର ଚର୍ଚ୍ଚା ହେବାରେ ଲାଗିଛି । ବିହାରରେ ବର୍ତ୍ତମାନ ବିଜେପି ଓ ଜେଡି(ୟୁ) ମଧ୍ୟରେ ମେଣ୍ଟ ସରକାର ଚାଲିଛି । ଗତ ବିଧାନସଭା ନିର୍ବାଚନରେ ବିଜେପି ଜେଡି(ୟୁ)ଠାରୁ ଅଧିକ ସିଟ୍ ହାସଲ କରିଥିବାରୁ ବିଭିନ୍ନ ସମୟରେ ବିଜେପି ନିଜର ବଡ଼ଭାଇ ପଣିଆ ଜାହିର କରିବା ସହ […]

Continue Reading

ବ୍ରହ୍ମପୁରରେ ବିଜେଡିର ବାଜିମାତ୍ : ବିଜେଡି ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ମେୟର ଭାବେ ନିର୍ବାଚିତ

ବ୍ରହ୍ମପୁର  : ବ୍ରହ୍ମପୁରରେ ବାଜି ମାରିନେଲା ବିଜେଡି । ବିଜେଡି ମେୟର ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ବିଜୟୀ ହୋଇଛନ୍ତି । ବିଜେଡି ପ୍ରାର୍ଥୀନୀ ସଂଘମିତ୍ରା ଦଳେଇ ୨୦,୨୮୬ ଅଧିକ ଭୋଟ ପାଇଁ ବିଜୟୀ ହୋଇଛନ୍ତି । ସଙ୍ଘମିତ୍ରାଙ୍କୁ ୬୬ ହଜାର ୬୮ ଖଣ୍ଡ ଭୋଟ ମିଳିଛି ।ତାଙ୍କ ନିକଟ ତମ ପ୍ରତିଦ୍ୱନ୍ଦି ସବିତା ସୁଆରଙ୍କୁ ୪୫ ହଜାର ୭ଶହ ୮୨ ଖଣ୍ଡ ଭୋଟ ମିଳିଛି । ସେହପରି ତୃତୀୟ ସ୍ଥାନରେ ରହିଛି ଆମ ଆଦମୀ ପାର୍ଟି । […]

Continue Reading

ପୌର ନିର୍ବାଚନ ଫଳାଫଳ: ପିପିଲି ଏନଏସିରେ ବିଜେଡି ଅଧ୍ୟକ୍ଷ ପ୍ରାର୍ଥୀ ଶେଖ ବାବୁ ବିଜୟୀ

ପିପିଲି : ପୌର ନିର୍ବାଚନ ଫଳାଫଳରେ ବିଜେଡିର ବାଜିମାତ୍ । ପିପିଲି ଏନଏସିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ବିଜେପି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ହରାଇ ବିଜେଡି ପ୍ରାର୍ଥୀ ଶେଖ ବାବୁ ବିଜୟୀ ହୋଇଛନ୍ତି । । ବର୍ଷ ବର୍ଷ ଧରି ପିପିଲି ଏନଏସିରେ ରାଜ କରୁଥିବା କଂଗ୍ରେସ ତଳକୁ ଖସିଛି । ନିର୍ବାଚନ ଫଳାଫଳ ଜଣାପଡିବା ପରେ ବିଜେଡି ୧୩ ଟି ୱାର୍ଡ ହାତେଇଥିବା ବେଳେ ବିଜେପି ୨ଟି ଓ ସ୍ୱାଧିନ ଗୋଟିଏ ୱାର୍ଡରେ […]

Continue Reading