୩ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି
ଭୁବନେଶ୍ୱର: ରାଜ୍ୟର ୩ ମହାନଗର ନିର୍ବାଚନ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁଲୋଚନା ଦାସ ଏବେ ଭିନ୍ନକ୍ଷମ କମିସନର ଅଧ୍ୟକ୍ଷ ଅଛନ୍ତି । ସେହିପରି ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନ ପାଇଁ ବିଜେଡିର ମେୟର ପ୍ରାର୍ଥୀ ହୋଇଛନ୍ତି ସଂଘମିତ୍ରା ଦଳେଇ । ଏହି ଦୁଇ ମହାନଗର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି […]
Continue Reading
