ଦ୍ରୁତ ବେଗରେ ଫିଟ ହେଉଛନ୍ତି ବୁମରାହ, ପନ୍ତ
ମୁମ୍ବାଇ: ଭାରତୀୟ କ୍ରିକେଟ ଟିମର ୫ଜଣ ଷ୍ଟାର ଖେଳାଳି ଏନସିଏରେ ଦ୍ରୁତ ଆରୋଗ୍ୟ ଲାଭ କରୁଛନ୍ତି । ଏହି ୫ଜଣ ଖେଳାଳି ହେଲେ ଯଶପ୍ରୀତ ବୁମରାହ, ପ୍ରସିଦ୍ଧ କ୍ରିଷ୍ଣା, ଶ୍ରେୟାସ ଆୟାର, କେଏଲ ରାହୁଲ ଓ ରିଷଭ ପନ୍ତ । ବୁମରାହ ଏବେ ଫିଟ ହେବା ସହ ରିହ୍ୟାବ କ୍ୟାମ୍ପରେ ବୋଲିଂ ଅଭ୍ୟାସ ଆରମ୍ଭ କରିଛନ୍ତି । ସେ ସମ୍ପୂର୍ଣ୍ଣ ରନଅପ ସହ ବୋଲିଂ କରୁଥିବାରୁ ଖୁବ ଶୀଘ୍ର ଜାତୀୟ ଦଳକୁ ଫେରିବେ ବୋଲି ଆଶା କରାଯାଉଛି […]
Continue Reading