୫ କୋଟିର ମାନହାନୀ ମକଦ୍ଦମା କଲେ ଦୂତୀ

ଭୁବନେଶ୍ବର : ଟୋକିଓ ଅଲମ୍ପିକ୍ସରୁ ଫେରିବା ପରେ ପ୍ରଥମ ଥର ପାଇଁ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଓଡ଼ିଆ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ନକରାତ୍ମକ ଖବର ପ୍ରସାରଣ ହୋଇଥିଲା । ଏହାକୁ ବିରୋଧ କରି ସମ୍ପୃକ୍ତ ଗଣମାଧ୍ୟମ ଗୁଡି଼କୁ ଲିଗାଲ ନୋଟିସ ପଠାଇବେ ବୋଲି କହିଛନ୍ତି ଦୂତୀ ଚାନ୍ଦ । ମିଥ୍ୟା ଖବର ପ୍ରସାରଣ କରିଥିବା ଲୋକଙ୍କ ବିରୋଧରେ ୫ କୋଟି ଟଙ୍କାର ମାନହାନୀ […]

Continue Reading

ଭୁବନେଶ୍ବରରେ ଭାରତୀୟ ରେଳବାଇ ମହିଳା କବାଡି ଟିମ୍ ପାଇଁ ପ୍ରଶିକ୍ଷଣ ଶିବିର

ଭୁବନେଶ୍ବର : ଆସନ୍ତା ଡିସେମ୍ବରରେ ଅନୁଷ୍ଠିତ ହେବ ସିନିୟର ନ୍ୟାସନାଲ କବାଡି ଚାମ୍ପିଅନସିପ । ଏହାକୁ ଦୃଷ୍ଟିରେ ରଖି ଭାରତୀୟ ରେଳ କ୍ରୀଡା ପ୍ରୋତ୍ସାହନ ବୋର୍ଡ ପକ୍ଷରୁ ଭୁବନେଶ୍ବର ପୂର୍ବତଟ ରେଳପଥ ଇଣ୍ଡୋର ଷ୍ଟାଡିୟମରେ ମହିଳା କବାଡି ଦଳ ପାଇଁ ଆୟୋଜନ କରାଯିବ ପ୍ରଶିକ୍ଷଣ ଶିବିର । ଏହି ଶିବିର ଆସନ୍ତା ସେପ୍ଟେମ୍ବର ୧୩ ତାରିଖରୁ ଅକ୍ଟୋବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଶିକ୍ଷଣ ଶିବିରରେ କବାଡି ଖେଳାଳି, କୋଚ୍, ଅଧିକାରୀ ଏବଂ ସହାୟକ କର୍ମଚାରୀଙ୍କ […]

Continue Reading

ହାଇଜମ୍ପରେ ଥାଙ୍ଗଭେଲୁ ରୌପ୍ୟ, ଶରଦ ବ୍ରୋଞ୍ଜ ଜିତିଲେ

ଟୋକିଓ: ଚଳିତ ଟୋକିଓ ପାରାଅଲିମ୍ପିକ୍ସରେ ଭାରତୀୟ ଆଥଲେଟମାନେ ଶ୍ରେଷ୍ଠ ପ୍ରଦର୍ଶନ ଜାରୀ ରଖିଛନ୍ତି । ମଙ୍ଗଳବାର ସିଂହରାଜ ପୁରୁଷ ୧୦ମିଟର ଏୟାର ପିସ୍ତଲ ଇଭେଂଟରେ ବ୍ରୋଞ୍ଜ ପଦକ ଜିତି ଅଭିଯାନ ଆରମ୍ଭ କରିଥିଲେ । ଏହା ପରେ ହାଇଜମ୍ପର ଟି୬୩ ବିଭାଗରେ ମାରିୟପ୍ପନ ଥାଙ୍ଗାଭେଲୁ ଓ ଶରଦ କୁମାର ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲେ । ଏହି ବିଭାଗରେ ଆମେରିକାର ଏସ.ଗ୍ରେୱେ ସ୍ୱର୍ଣ୍ଣ ପଦକ ଜିତିଥିଲେ । ଏଥିସହ ଭାରତର ପଦକ ସଂଖ୍ୟା ୧୦ରେ ପଂହଚିଛି […]

Continue Reading

ଭାରତର ଇନିଂସ ପରାଜୟ

ଲିଡ୍ସ: ଏଠାରେ ଅନୁଷ୍ଠିତ ତୃତୀୟ କ୍ରିକେଟ ଟେଷ୍ଟରେ ଇଂଲଣ୍ଡ ଏକ ଇନିଂସ ଓ ୭୬ ରନରେ ଭାରତକୁ ଶୋଚନୀୟ ଭାବେ ପରାଜିତ କରିଛି । ଚଳିତ ବର୍ଷ ଭାରତର ଏହା ସବୁଠାରୁ ଖରାପ ପ୍ରଦର୍ଶନ । ଇଂଲଣ୍ଡ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସିରିଜକୁ ୧-୧ ସମାନ ସ୍ଥିତିକୁ ଆଣିବାରେ ସଫଳ ହୋଇଛି । ପ୍ରଥମ ଇନିଂସରେ ଭାରତର ୭୮ ରନ ଜବାବରେ ଘରୋଇ ଦଳ ୪୩୨ ରନ ସଂଗ୍ରହ କରିଥିଲେ । ଦ୍ୱିତୀୟ ଇନିଂସରେ ଭାରତୀୟ ବ୍ୟାଟ୍ସମ୍ୟାନମାନେ […]

Continue Reading

ଇତିହାସ ରଚିଲେ ଭବିନା; ପାରାଲିମ୍ପିକ୍ସରେ ପ୍ରଥମ ପଦକ ସୁନିଶ୍ଚିତ

ନୂଆଦିଲ୍ଲୀ: ଭାରତୀୟ ମହିଳା ଟିଟି ଖେଳାଳି ଭବିନା ବେନ୍ ପଟେଲ ଟୋକିଓରେ ଇତିହାସ ରଚିଛନ୍ତି । ପ୍ରଥମ ମହିଳା ଟିଟି ଖେଳାଳି ଭାବରେ ଭାରତ ପାଇଁ ପଦକ ହାସଲ କରିବାକୁ ଯାଉଛନ୍ତି । କ୍ୱାର୍ଟର ଫାଇନାଲରେ ବିଜୟୀ ହେବା ସହିତ ଅନ୍ୟୁନ ବ୍ରୋଞ୍ଜ ପଦକ ନିଶ୍ଚିତ କରିଛନ୍ତି ଭବିନା । ଶୁକ୍ରବାର ଭବିନା ପଟେଲ ରିଓ ସ୍ୱର୍ଣ୍ଣ ବିଜୟିନୀ ବ୍ଲୋରାସିଭା ରାଙ୍କୋଭିକଙ୍କୁ ପରାସ୍ତ କରିଛନ୍ତି । ବିଶ୍ୱ ମାନ୍ୟତାର ୨ ନମ୍ବରରେ ରହିଥିବା ରାଙ୍କୋଭିକଙ୍କୁ ୩-୦ରେ ପରାସ୍ତ […]

Continue Reading

ମନୋସ୍କାମନା ପୂରଣ ହେବାକୁ ଶିବ ମନ୍ଦିରରେ ଜଳାଭିଷେକ କରି ଚର୍ଚ୍ଚାରେ ରେସଲର ରବି କୁମାର

ନୂଆଦିଲ୍ଲୀ: ରେସଲର ରବି କୁମାର ଦାହିୟା ଟୋକିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରି ସମସ୍ତ ଭାରତୀୟଙ୍କ ମନ ଜିଣି ପାରିଛନ୍ତି । ତାଙ୍କର ଏହି ମନୋସ୍କାମନା ପୂରଣ ପାଇଁ ପରିବାର ଲୋକେ ଘରେ ଅଖଣ୍ଡ ଦ୍ୱୀପ ଜାଳିଥିବା ବେଳେ ରବିକୁମାର ଜଳାଭିଷେକ କରିବେ ବୋଲି ଯାଚିଥିଲେ । ଏହା ପୂରଣ ହେବାରୁ ଆଜି ସେ ଶିବ ମନ୍ଦିରରେ ଜଳାଭିଷେକ କରିଥିଲେ । ପ୍ରଶଂସକମାନେ ତାଙ୍କୁ ରିୟଲ ବାହୁବଳୀ ବୋଲି ଆଖ୍ୟା ଦେଇଛନ୍ତି । ଏହା ବ୍ୟତୀତ […]

Continue Reading

ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା; ୧୦ ବର୍ଷ ପାଇଁ ହକିର ସ୍ପନସର ରହିବ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକିକୁ ନେଇ ଆଉ ଏକ ବଡ ଘୋଷଣା କରିଛନ୍ତି । ଆସନ୍ତା ୧୦ ବର୍ଷ ଯାଏଁ ଓଡ଼ିଶା ହକିର ସ୍ପନସର ରହିବ । ଉଭୟ ପୁରୁଷ ଏବଂ ମହିଳା ହକି ଦଳର ସ୍ପନସର ଭାବରେ ଓଡ଼ିଶା ରହିବ ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଅଲିମ୍ପିକ୍ସରେ ଇତିହାସ ରଚିଥିବା ପୁରୁଷ ଏବଂ ମହିଳା ହକି ଦଳ ଓଡ଼ିଶାରେ ରହିଥିବା ବେଳେ ଏହି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ । […]

Continue Reading

ଭାରତ ବିପକ୍ଷ ସିରିଜ ଆୟୋଜନ କରି ଶ୍ରୀଲଙ୍କା ଲାଭ ପାଇଛି ୧୦୭ କୋଟି !

କଲମ୍ବୋ: ଭାରତ ବିପକ୍ଷ କ୍ରିକେଟ ସିରିଜ ଆୟୋଜନ କରି ଶ୍ରୀଲଙ୍କା ବୋର୍ଡ ୧୪.୫ ନିୟୁତ ଡଲାର (୧୦୭ କୋଟି ଟଙ୍କା) ଲାଭ କରିଛି । କରୋନା ମହାମାରୀ ସତ୍ୱେ ଏହି ଦ୍ୱିପାକ୍ଷିକ ସିରିଜ ଆୟୋଜନ ହୋଇଥିଲା । ଉଭୟ ଦେଶ ମଧ୍ୟରେ ୩ଟି ଦିନିକିଆ ଓ ୩ଟି ଟି୨୦ କ୍ରିକେଟ ମ୍ୟାଚ ଆୟୋଜିତ ହୋଇଥିଲା । ଏସଏଲସି ସମ୍ପାଦକ ମୋହନ ଡି ସିଲଭା ଏହା ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । ଟିମ୍ ଇଣ୍ଡିଆ ଅଲରାଉଣ୍ଡର କୃଣାଳ ପାଣ୍ଡ୍ୟା […]

Continue Reading

ଟପ ଟେନକୁ ଫେରିଲେ ବୁମରାହ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଦଳର ପେସ ବୋଲର ଯଶପ୍ରୀତ ବୁମରାହ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଚମତ୍କାର ବୋଲିଂ କରିଥିଲେ । ଏହାର ଫାଇଦା ତାଙ୍କୁ ଆଇସିସି ଟେଷ୍ଟ ର‌୍ୟାଙ୍କିଙ୍ଗରେ ମିଳିଛି । ସେ ୧୦ଟି ସ୍ଥାନ ଉପରକୁ ଓଭରାଲ ୯ମ ସ୍ଥାନ ହାସଲ କରିଛନ୍ତି । ୨୦୧୯ ସେପ୍ଟେମ୍ବରରେ ସେ ତୃତୀୟ ସ୍ଥାନରେ ରହିଥିଲେ । ଅଷ୍ଟ୍ରେଲିଆ ପ୍ୟାଟ କୁମିନ୍ସ ପ୍ରଥମ, ଭାରତର ରବିଚନ୍ଦ୍ର ଅଶ୍ୱୀନ ୨ୟ ଏବଂ ନ୍ୟୁଜିଲାଣ୍ଡର ଟିମ ସୌଦି ୩ୟ ସ୍ଥାନରେ […]

Continue Reading

ଟି୨୦ ବିଶ୍ୱକପ ପରେ ଟିମ୍ ଇଣ୍ଡିଆର କୋଚିଂ ଟିମ ବଦଳିବ !

ନୂଆଦିଲ୍ଲୀ: ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ କ୍ରିକେଟ ପରେ ଟିମ୍ ଇଣ୍ଡିଆର କୋଚିଂ ଟିମ ବଦଳିବ । ଦୀର୍ଘ ଦିନ ଧରି କୋଚ ହେବା ସତ୍ୱେ ଭାରତ କୌଣସି ଆଇସିସି ଟାଇଟଲ ଜିତି ନ ଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇ ପାରେ । ରିପୋର୍ଟ ମୁତାବକ କୋଚ ରବି ଶାସ୍ତ୍ରୀଙ୍କୁ ବିସିସିଆଇ ଏହି ସୂଚନା ପ୍ରଦାନ କରିସାରିଛି । ବୋଲିଂ କୋଚ ଭରତ ଅରୁଣ, ଫିଲ୍ଡିଂ କୋଚ ଶ୍ରୀଧର ଏବଂ ବ୍ୟାଟିଂ କୋଚ ବିକ୍ରମ […]

Continue Reading