ଶ୍ରୀଲଙ୍କା ଗସ୍ତରେ ଟିମ୍ ଇଣ୍ଡିଆ ମୁଖ୍ୟ କୋଚ୍ ରାହୁଲ ଦ୍ରାବିଡ୍ !

ନୂଆଦିଲ୍ଲୀ: ଆସନ୍ତା ଜୁଲାଇ ମାସରେ ଶ୍ରୀଲଙ୍କା ଗସ୍ତରେ ଟିମ୍ ଇଣ୍ଡିଆ । କିନ୍ତୁ ଏହି ସିରିଜରେ କୋଚ୍ ଭାବରେ ଦଳରେ ସାମିଲ ହେବେ ନାହିଁ ରବି ଶାସ୍ତ୍ରୀ । ତାଙ୍କ ସ୍ଥାନରେ ମୁଖ୍ୟ କୋଚ୍ ଭାବରେ ପୂର୍ବତନ ଅଧିନାୟକ ତଥା ନ୍ୟାସନାଲ୍ କ୍ରିକେଟ ଏକାଡେମୀ ମୁଖ୍ୟ ରାହୁଲ ଦ୍ରାବିଡ ଦଳ ସହ ଶ୍ରୀଲଙ୍କା ଯିବେ । ତେବେ ଏନେଇ ବିସିସିଆଇ ପକ୍ଷରୁ କୌଣସି ବିଧିବଦ୍ଧ ଘୋଷଣା ହୋଇ ନାହିଁ । ଖୁବଶୀଘ୍ର ଘୋଷଣା ହୋଇପାରେ ନିଷ୍ପତ୍ତି । ଆସନ୍ତା […]

Continue Reading

କ୍ଲେ କିଙ୍ଗ ନାଡାଲ ଜିତିଲେ ଇଟାଲିଆନ ଓପନ ଟାଇଟଲ

ନୂଆଦିଲ୍ଲୀ: କ୍ଲେ କିଙ୍ଗ ଭାବେ ପରିଚିତ ସ୍ପେନର ରାଫେଲ ନାଡାଲ ଇଟାଲିଆରନ ଓପନ ଟେନିସ ଟୁର୍ଣ୍ଣାମେଂଟ ଟାଇଟଲ ହାସଲ କରିଛନ୍ତି । ଫାଇନାଲରେ ସେ ସର୍ବିୟାର ନୋଭାକ ଜୋକୋଭିଚଙ୍କୁ ୭-୫, ୧-୬ ଓ ୬-୩ ସେଟରେ ପରାସ୍ତ କରିଥିଲେ । ୧୦ମ ଥର ପାଇଁ ନାଡାଲ ଏହି ଟାଇଟଲ ହାସଲ କରିଛନ୍ତି । ଉଭୟଙ୍କ ମଧ୍ୟରେ ୫୭ ମ୍ୟାଚ ଖେଳାଯାଇଥିବା ବେଳେ ଜୋକୋଭିଚ ୨୯ ଓ ନାଡାଲ ୨୮ ମ୍ୟାଚ ଜିତିଛନ୍ତି । ଫ୍ରେଂଚ ଓପନ ଟୁର୍ଣ୍ଣାମେଂଟ […]

Continue Reading

ଟିମ୍ ଇଣ୍ଡିଆକୁ ବିସିସିଆଇର କଡ଼ା ଚେତାବନୀ

ଦିଲ୍ଲୀ:ଟିମ୍ ଇଣ୍ଡିଆକୁ ବିସିସିଆଇର କଡ଼ା ଚେତାବନୀ । ଯଦି କରୋନା ପଜିଟିଭ ବାହାରିବ ତେବେ ଜୁନ୍ ୨ରେ ଥିବା ଇଂଲଣ୍ଡ ଗସ୍ତରୁ ବିଦା ହୋଇଯିବ । ଦିନକୁ ଦିନ କରୋନା ସଂକ୍ରମଣ ବଢିଚାଲିଥିବା ବେଳେ ସବୁଥିରେ ଲାଗିଛି ରୋକ୍ । ଆଉ ଏନେଇ ବିସିସିଆଇ ପକ୍ଷରୁ ମଧ୍ୟ କଡା ପଦକ୍ଷେପ ନିଆଯାଇଛି । ଖେଳାଳି ମାନଙ୍କୁ କହି ଦିଆଯାଇଛି କରୋନା ପଜିଟିଭ ବାହାରିଲେ ଦଳରୁ ବହିଷ୍କୃତ ହେବା ଥୟ । ଇଂଲଣ୍ଡ ଗସ୍ତ ପାଇଁ ମନୋନୀତ ହୋଇଥିବା […]

Continue Reading

ସ୍ମୃତି ମାନ୍ଧନାଙ୍କ ସମେତ ଫୋଡା ଖାଇଲେ ଆଉ କିଛି କ୍ରିକେଟର

ମୁମ୍ବାଇ: ଭାରତର ପ୍ରଥମ ମହିଳା କ୍ରିକେଟର ଭାବେ ସ୍ମୃତି ମାନ୍ଧନା ମଙ୍ଗଳବାର କରୋନା ଭ୍ୟାକ୍ସିନ ନେଇଛନ୍ତି । ତାଙ୍କ ବ୍ୟତୀତ ପୁରୁଷ ଟିମର ଯଶପ୍ରୀତ ବୁମରାହ, ଦୀନେଶ କାର୍ତିକ, ଦୀପକ ଚାହର ଓ ସିଦ୍ଧାର୍ଥ କୌଲ ମଧ୍ୟ ଟୀକା ନେଇଛନ୍ତି । ପ୍ରଶଂସକମାନଙ୍କୁ ଟୀକା ନେବା ସହ କରୋନା ପ୍ରତି ସତର୍କ ରହିବାକୁ ସେମାନେ ଅନୁରୋଧ କରିଛନ୍ତି । ପୂର୍ବରୁ ସୋମବାର ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି, ଉମେଶ ଯାଦବ ଓ ଚେତେଶ୍ୱର ପୂଜାରା ଟୀକା […]

Continue Reading

କୋଭିଡ୍ ଟିକା ନେଲେ ବିରାଟ କୋହଲି, ସେୟାର କଲେ ଫଟୋ

ନୂଆଦିଲ୍ଲୀ: କୋଭିଡ୍ ଟିକା ନେଲେ ଟିମ୍ ଇଣ୍ଡିଆ ଅଧିନାୟକ ବିରାଟ କୋହଲି । ସେ ପ୍ରଥମ ଡୋଜ୍ ଟିକା ନେଇଛନ୍ତି । ଏନେଇ ନିଜେ ସୋସିଆଲ୍ ମିଡିଆରେ ସୂଚନା ଦେଇଛନ୍ତି ବିରାଟ । ଟିକା ନେଉଥିବା ସମୟର ଫଟୋ ବି ସେୟାର କରିଛନ୍ତି । ଟିକା ନେବାକୁ ଅନ୍ୟମାନଙ୍କୁ ଅନୁରୋଧ କରିଛନ୍ତି ବିରାଟ କୋହଲି । ଯେତେ ଶୀଘ୍ର ଟିକା ନେବାକୁ ଅପିଲ କରିଛନ୍ତି । ସେହିପରି ଆଜି ଫାଷ୍ଟ ବୋଲର ଇଶାନ୍ତ ଶର୍ମା ବି ଟିକା ନେଇଛନ୍ତି […]

Continue Reading

ବାତିଲ ହେଲା ଆଇପିଏଲ

ନୂଆଦିଲ୍ଲୀ:ଶେଷରେ ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବାତିଲ ହୋଇଛି ଆଇପିଏଲ ଚଳିତ ସଂସ୍କରଣ । କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଶେଷରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ବିିସିସିଆଇ ଉପ ସଭାପତି ରାଜୀବ ଶୁକ୍ଲା ଏ ନେଇ ସୂଚନା ଦେଇଛନ୍ତି । ଗତବର୍ଷ କରୋନା ଯୋଗୁ ଆଇପିଏଲକୁ ୟୁଏଇରେ ଆୟୋଜନ କରାଯାଇଥିଲା । ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଇ ବିନା ଦର୍ଶକରେ ଏଥର ଆଇପିଏଲ କରାଯାଉଥିଲେ ମଧ୍ୟ ଖେଳାଳିମାନଙ୍କ ମଧ୍ୟରେ ସଂକ୍ରମଣ […]

Continue Reading

ଆଇପିଏଲ ବାତିଲ ହେଲେ ବିସିସିଆଇର କ୍ଷତି ହେବ ୨୦୦୦ କୋଟି

ମୁମ୍ବାଇ: ଆଇପିଏଲରେ ଖେଳାଳି ଏବଂ ଷ୍ଟାଫ କରୋନା ସଂକ୍ରମିତ ହେବା ଯୋଗୁ ଏହାକୁ ବନ୍ଦ କରିବା ନେଇ ବିଭନ୍ନ ମହଲରୁ ଦାବୀ ଆରମ୍ଭ ହୋଇଛି । ଯଦି ଏହା ବାତିଲ ହେଇଯାଏ ତାହାହେଲେ ବିସିସିଆଇର ଆନୁମାନିକ ୨୦୦୦ କୋଟି ଟଙ୍କା କ୍ଷତି ହେବ । ଏହା ବ୍ୟତୀତ ଟି୨୦ ବିଶ୍ୱକପ ଆୟୋଜନ ନେଇ ମଧ୍ୟ ସନ୍ଦେହ ସୃଷ୍ଟି ହେବ । ତେବେ ଆଇପିଏଲ ଯୋଗୁ ବିିସିସିଆଇର ଅନେକ ଲାଭ ହେଉଛି ଏବଂ ଏହାର ଫାଇଦା ପରୋକ୍ଷରେ ଭାରତ […]

Continue Reading

ଆଇପିଏଲରେ କରୋନା ସଙ୍କଟ, ଚେନ୍ନାଇ ଟିମର ୩ ସଦସ୍ୟଙ୍କ ରିପୋର୍ଟ ପଜିଟିଭ

ଅହମ୍ମଦାବାଦ: କରୋନା ମହାମାରୀ ଧିରେ ଧିରେ ଏବେ ଆଇପିଏଲକୁ ଗ୍ରାସ କରିବାକୁ ଲାଗିଛି । ସୋମବାର କୋଲକାତା ନାଇଟ ରାଇଡର୍ସର ବରୁଣ ଚକ୍ରବର୍ତି ଓ ସନ୍ଦୀପ ୱାରିୟର କରୋନା ସଂକ୍ରମିତ ହେବା ପରେ ଆଜିର ମୁକାବିଲାକୁ ବାତିଲ କରି ଦିଆଯାଇଛି । ଏହା ପରେ ଚେନ୍ନାଇ ସୁପର କିଙ୍ଗ୍‌ସର ୩ ଜଣ ସଦସ୍ୟଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଚିନ୍ତା ବଢ଼ିଛି । ଅବଶ୍ୟ ଏଥିରେ କୌଣସି ଖେଳାଳି ସଂକ୍ରମିତ ହୋଇ ନାହାନ୍ତି । ଚେନ୍ନାଇର ସିଇଓ […]

Continue Reading

ଆନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହିଲେ ପେରିରା

କଲମ୍ବୋ:୩୨ ବର୍ଷ ବୟସରେ ଶ୍ରୀଲଙ୍କାର ଷ୍ଟାର ଅଲରାଉଣ୍ଡର ଥିସରା ପେରିରା ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ୨୦୦୯ରେ ସେ ଭାରତ ବିପକ୍ଷରେ ଏକଦିବସୀୟ ମ୍ୟାଚ ମାଧ୍ୟମରେ ଆନ୍ତର୍ଜାତୀୟ ପଦାର୍ପଣ କରିଥିଲେ । ସେ ଶ୍ରୀଲଙ୍କା ପକ୍ଷରୁ ୬ଟି ଟେଷ୍ଟ, ୧୬୬ଟି ଦିନିକିଆ ଓ ୮୪ଟି୨୦ ମ୍ୟାଚ ଖେଳିଛନ୍ତି । ପେରିରା ନିକଟରେ ଏକ ଘରୋଇ ଟୁର୍ଣ୍ଣାମେଂଟରେ ଗୋଟିଏ ଓଭରରେ ୬ ଛକା ମାରିଥିଲେ । ଏହା ବ୍ୟତୀତ ଆନ୍ତର୍ଜାତୀୟ ଟି୨୦ରେ ସେ ହ୍ୟାଟ୍ରିକ ନେଇଥିଲେ […]

Continue Reading

ଆଇପିଏଲ ବାୟୋବବଲରେ ପଂହଚିଲା କରୋନା, ୨ଖେଳାଳି ସଂକ୍ରମିତ ହେବା ପରେ ଆଜିର ମ୍ୟାଚ ଘୁଂଚିଲା!

ଅହମ୍ମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗର ବାୟୋ ବବଲ ଭେଦ କରି ପଂହଚିଛି କରୋନା । ରିପୋର୍ଟ ମୁତାବକ କୋଲକତା ନାଇଟ ରାଇଡର୍ସର ୨ ଜଣ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି । ସେମାନେ ହେଲେ ବରୁଣ ଚକ୍ରବର୍ତି ଓ ସନ୍ଦୀପ ୱାରିୟର । ଟିମ୍ ମ୍ୟାନେଜମେଂଟ ଏବଂ ଆୟୋଜକ କମିଟି ଏ ନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଜି ହେବାକୁ ଥିବା କୋଲକାତା ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମ୍ୟାଚକୁ ବାତିଲ କରାଯାଇଛି । […]

Continue Reading