ଆଇପିଏଲ : ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍ସ ବନାମ ମୁମ୍ବାଇ ଇଣ୍ଡିଆନ୍ସ
ଶାରଜା: ଇଣ୍ଡିଆନ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଆଉ କିଛି ସମୟ ପରେ ଆରମ୍ଭ ହୋଇଯିବ । ଭାରତୀୟ ସମୟ ସନ୍ଧ୍ୟା ୭ଟା୩୦ରେ ଆଇପିଏଲର ଉଦଘାଟନୀ ମୁକାବିଲା ଚେନ୍ନାଇ ସୁପର କିଙ୍ଗ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯିବ । ପ୍ରଶଂସକମାନେ ଦୀର୍ଘ ଦିନ ପରେ ପଡିଆରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଦେଖିବେ । ଭାରତୀୟ କ୍ରିକେଟରେ ଦୁଇ ଭଲ ବ୍ରେନ୍ ଧୋନୀ ଏବଂ ରୋହିତ ଶର୍ମାଙ୍କ ଅଧିନାୟକ ଦକ୍ଷତା ମଧ୍ୟରେ ଏଥିରେ ପରଖା ଯିବ । […]
Continue Reading
