ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ , ସ୍ଥଗିତ ହେଲା ନିର୍ବାଚନ

ନବରଙ୍ଗପୁର : ନିର୍ବାଚନ ସଂଗ୍ରାମ ପୂର୍ବରୁ ଜୀବନ ସଂଗ୍ରାମରେ ହାରିଗଲେ ସରପଞ୍ଚ ପ୍ରାର୍ଥୀ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି . ମାଳିଗୁଡା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାଗିରଥୀ ଅମନାତ୍ୟଙ୍କ ମୃତ୍ୟୁ ହୋଇଯାଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇପଡିଥିଲେ । ରାତିରେ ଦେହ ଖରାପ ହେବା କାରଣରୁ ସରପଞ୍ଚ ପ୍ରାର୍ଥୀଙ୍କୁ ପ୍ରଥମେ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟ ଓ ପରେ କୋରାପୁଟ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ […]

Continue Reading

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର : ବିଜେପି ନିର୍ବାଚନୀ ହିଂସାକାଣ୍ଡ କରୁଥିବା ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି । ବାରମ୍ବାର ବିଜେପି ଆଚରଣ ବିଧି ଉଲ୍ଲଙ୍ଘନ କରି ହିଂସାକାଣ୍ଡ ଭିଆଉଛି । ପଞ୍ଚାୟତ ନିର୍ବାଚନରେ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀମାନେ ସୁରକ୍ଷିତ ନୁହନ୍ତି ବୋଲି ବିଜେଡି କହିଛି । ଏପରି ହିଂସା କାଣ୍ଡ କରୁଥିବା ବିଜେପି କର୍ମୀ ଓ ସମର୍ଥକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛି ବିଜେଡି । ବିଭିନ୍ନ […]

Continue Reading

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ଭୋଟ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ : ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ୱର : ଆସନ୍ତାକାଲି ଭୋଟ ପାଇଁ ନିର୍ବାଚନ କମିଶନଙ୍କ ସାମ୍ବାଦିକ ସମ୍ମିଳନୀ । ଚଳିତଥର ପଞ୍ଚାୟତ ନିର୍ବାଚନ କରୋନା କଟକଣା ମଧ୍ୟରେ ହେବ । ରାଜ୍ୟ ନିର୍ବାଚନ କମିଶନଙ୍କ ତତ୍ୱାବଧାନରେ ସମସ୍ତ ଜିଲ୍ଲାରେ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପଞ୍ଚାୟତରାଜ ଅନୁଷ୍ଠାନ ଗୁଡିକରେ ୬ଷ୍ଠ ସାଧାରଣ ନିର୍ବାଚନ ୫ ଟି ପର୍ଯ୍ୟାୟରେ ଆସନ୍ତା ୧୬.୦୨.୨୦୨୨ରୁ ଆରମ୍ଭ ହୋଇ ପ୍ରତି ପର୍ଯ୍ୟାୟରେ ଗୋଟିଏ ଦିନ ବ୍ୟବଧାନ ଥାଇ ଆଗାମୀ ୨୪.୦୨.୨୦୨୨ ତାରିଖରେ ଶେଷ ହେବ ।ଏନେଇ ଆଜି […]

Continue Reading

ମୈତ୍ରେୟୀ ଲେଖିକା ସଙ୍ଗଠନର ବ୍ୟଙ୍ଗ ସାହିତ୍ୟ ସାହିତ୍ୟ ଆସର ଆୟୋଜିତ

ଭୁବନେଶ୍ୱର : ମୈତ୍ରେୟୀ ଲେଖିକା ସଙ୍ଗଠନର ଚଳିତ ବର୍ଷର ଦ୍ବିତୀୟ ମାସିକ ସାହିତ୍ୟ ଆସର ଆଭାଷୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ବ୍ୟଙ୍ଗ ସାହିତ୍ୟିକା ବିଶ୍ବାସିନୀ ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବ୍ୟଙ୍ଗ ରଚନା ସମୟରେ ଲେଖାର ଭାବଗତ, ଶବ୍ଦଗତ ତଥା ଆତ୍ମିକ ଅନୁଶୀଳନକୁ ପ୍ରାଧାନ୍ୟ ଦେବା ପାଇଁ ଉପସ୍ଥିତ ମୈତ୍ରେୟୀମାନଙ୍କୁ ପରାମର୍ଶ ଦେଇଥିଲେ । ମୈତ୍ରେୟୀ ଲେଖିକା ସଙ୍ଗଠନର ସଭାପତି ମୈତ୍ରେୟୀ ମାନମୟୀ ରଥ ଓ ସମ୍ପାଦିକା ମୈତ୍ରେୟୀ ଲକ୍ଷ୍ମୀ […]

Continue Reading

ବିଧାନ ପରିଷଦ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର : ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଚିଠି । ବିଧାନ ପରିଷଦ ପ୍ରସଙ୍ଗକୁ ନେଇ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଚିଠିରେ ବାଚସ୍ପତି ବିଧାନ ପରିଷଦ ପ୍ରସଙ୍ଗରେ ପର୍ଯ୍ୟାୟକ୍ରମେ ସମସ୍ତ ବିଷୟ ଉଲ୍ଲେଖ କରିଛନ୍ତି । ପ୍ରଥମ ଚିଠିରେ ବାଚସ୍ପତି ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଲଗ୍ନ କରି ପଠାଇଛନ୍ତି । ଦ୍ୱିତୀୟ ଚିଠିରେ କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ସମସ୍ତ ବିଷୟରେ ଅବଗତ କରାଯାଇଛି । ୧୦୧୮ରେ […]

Continue Reading

ଲଟେରୀ ଅଫର୍ ମାଧ୍ୟମରେ ଭୋଟରଙ୍କ ମନ ମୋହୁଛନ୍ତି ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକ

କଳାହାଣ୍ଡି : ଭୋଟ ପାଇଁ ଭୋଟରଙ୍କୁ ଲଟେରୀ ଲୋଭ ଦେଖାଇଲେ ପ୍ରାର୍ଥୀ । ନିର୍ବାଚନୀ ମଇଦାନରେ ପ୍ରାର୍ଥୀମାନେ ନିଜ ନିଜ ଶୈଳିରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଲାଗିପଡିଛନ୍ତି । ହେଲେ ଏବେ ଚର୍ଚ୍ଚାରେ କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ କୁହୁରା ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀନୀ ସସ୍ମିତା ନାଏକଙ୍କ ଲଟେରୀ ଅଫର । ସେ ତାଙ୍କ ଚିହ୍ନ ଖୋଲାଛତାରେ ଭୋଟ ଦେବାପାଇଁ ଲଟେରୀ କାର୍ଡ ଛାପି ଭୋଟରଙ୍କୁ ବାଣ୍ଟୁଛନ୍ତି । ଏବଂ ସସ୍ମିତା ଭୋଟରମାନଙ୍କୁ ନିବେଦନ […]

Continue Reading

ନିରଞ୍ଜନ କହିଲେ ରାଜନୀତିରୁ ସନ୍ୟାସ ନେବେ ନାହିଁ

ଭୁବନେଶ୍ୱର: ରାଜନୀତିରୁ ସନ୍ୟାସ ନେବେ ନାହିଁ । ଆଜି ଏକଥା କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ସେ କହିଛନ୍ତି, ନିର୍ବାଚନ ଲଢ଼ିପାରନ୍ତି ନହେଲେ ଲଢ଼ି ନପାରନ୍ତି । ପଦପଦବୀରେ ରହିଲେ କି ନରହିଲେ ମଧ୍ୟ ରାଜନୀତିରେ ରହିବେ । ଶକ୍ତି ଥିବା ଯାଏ ରାଜନୀତି କରିବେ ବୋଲି ସ୍ପଷ୍ଟ କରିଛନ୍ତି ନିରଞ୍ଜନ ପଟ୍ଟନାୟକ । ସେ ଗାନ୍ଧିଙ୍କ ଆଦର୍ଶନରେ ଅନୁପ୍ରାଣିତ ହୋଇଛନ୍ତି । ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି ନିରଞ୍ଜନ ପଟ୍ଟନାୟକ । […]

Continue Reading

ଆଇପିଏଲ ନିଲାମ: ଓଡିଶାର ଶୁଭ୍ରାଂଶୁଙ୍କ ୨୦ ଲକ୍ଷରେ କିଣିଲା ଚେନ୍ନାଇ

ଭୁବନେଶ୍ୱର: ଓଡିଶାର ଶୁଭ୍ରାଂଶୁ ସେନାପତିଙ୍କୁ ଚଳିତ ଆଇପିଏଲ ମେଗା ନିଲାମରେ ଚେନ୍ନାଇ ସୁପର କିଙ୍ଗସ ୨୦ ଲକ୍ଷରେ କ୍ରୟ କରିଛି । ନିକଟରେ ଶୁଭ୍ରାଂଶୁ ବିଜୟ ହଜାରେ ଟ୍ରଫିରେ ଓଡିଶାର ନେତୃତ୍ୱ ନେଇଥିଲେ । ସେ ଆନ୍ଧ୍ରପ୍ରଦେଶ ବିପକ୍ଷରେ ଆକର୍ଷଣୀୟ ଶତକ ହାସଲ କରିଥିଲେ । ଡିସେମ୍ବରରେ ତାଙ୍କୁ ଚେନ୍ନାଇ ଟ୍ରାଏଲ ପାଇଁ ଡକାଇଥିଲା । ଲକ୍ଷ୍ମୀପତି ବାଲାଜୀ, ଅରୁଣ କାର୍ତିକ ଓ ଅମ୍ବାତି ରାୟୁଡୁ ଟ୍ରାଏଲରେ କେନ୍ଦୁଝରର ଉଦୀୟମାନ କ୍ରିକେଟର ଶୁଭ୍ରାଂଶୁଙ୍କ ପ୍ରଦର୍ଶନରେ ପ୍ରଭାବିତ ହୋଇଥିଲେ […]

Continue Reading

ବିଶ୍ୱ ରେଡ଼ିଓ ଦିବସ: ଏବେ ବି ରେଡ଼ିଓ ସବୁଠୁ ଆଗରେ

ଭୁବନେଶ୍ୱର: ବିଶ୍ୱ ରେଡ଼ିଓ ଦିବସ । ଆଜି ଫେବୃଆରୀ ୧୩ ତାରିଖ । ଏହି ଦିବସଟି ଦେଶବାସୀଙ୍କ ପାଇଁ ବେଶ ମହତ୍ତ୍ୱ ରଖେ । ପ୍ରତି ସମୟରେ ଲୋକମାନଙ୍କ ମନୋରଞ୍ଜନ କରୁଥିବା ରେଡ଼ିଓ ପାଇଁ ଦିନଟିଏ । ଆଜିର ଏହି ଦିନରେ ବିଶ୍ୱ ଆଜି ପାଳନ କରୁଛି ବିଶ୍ୱ ରେଡ଼ିଓ ଦିବସ । ୟୁନେସ୍କୋରେ ୨୦୧୧ ମସିହା ନଭେମ୍ବରରେ ନିଷ୍ପତ୍ତି ହୋଇଥିଲା ବିଶ୍ୱ ରେଡ଼ିଓ ଦିବସ ପାଳନ କରିବାର । ମାନବୀୟ ଜୀବନ ରେଡ଼ିଓର ପରାକାଷ୍ଠା, ରେଡିଓର […]

Continue Reading

ଭାଷା ପ୍ରତି ଆନ୍ତରିକତା ଓ ମାନବୀୟ ସମ୍ବେଦନା ହିଁ ସାହିତ୍ୟ : ମିରିନା ମହାନ୍ତି

ଭୁବନେଶ୍ୱର: ଓଡ଼ିଆ ଭାଷା ସାହିତ୍ୟ ଜଗତରେ କଥା ଓ କବିତାରେ ନିଜର ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି ମିରିନା ମହାନ୍ତି । ତାଙ୍କର ପ୍ରତ୍ୟେକଟି ଲେଖାରେ ସ୍ପଷ୍ଟ ବାରିହୁଏ ଜୀବନର ଦର୍ଶନ । ଅତିସାଧାରଣ ଘଟଣା ଗୁଡ଼ିକୁ ଭାବ ଓ ଭାଷାର ସମନ୍ୱୟରେ ଏକ ଆବେଗମୟ ପରିବେଶ ସୃଷ୍ଟି ହିଁ ତାଙ୍କ ଗଳ୍ପର ବିଭବ ପୁଣି କବିତାର ତତ୍ତ୍ୱ । ଚିରାଚରିତ ଶୈଳୀର ଢେର ଉର୍ଦ୍ଧ୍ବରେ ତାଙ୍କର ସୃଷ୍ଟି। ଶାଣିତ ଶବ୍ଦର ପ୍ରୟୋଗ ସହ ସାବଲୀଳ […]

Continue Reading