ଡିଜିଟାଲ ଇଣ୍ଡିଆ କର୍ପୋରେସନର ଚିଫ୍ ଟେକ୍ନିକାଲ ଅଫିସର ହେଲେ ଓଡିଆ ପୁଅ ଦେବବ୍ରତ ନାୟକ

ଭୁବନେଶ୍ୱର : ଓଡିଆ ପୁଅ ଦେବବ୍ରତ ନାୟକ ହେଲେ ଡିଜିଟାଲ ଇଣ୍ଡିଆ କର୍ପୋରେସନର ମୁଖ୍ୟ ଟେକ୍ନିକାଲ ଅଧିକାରୀ ଭାବେ ନିଯୁକ୍ତି କରାଯାଇଛି । ଶ୍ରୀ ନାୟକ ଡିଜିଟାଲ ଇଣ୍ଡିଆର ମୁଖ୍ୟ ଭାବେ ଯୋଗଦେବା ପୂର୍ବରୁ ସେ ନ୍ୟାସନାଲ ଇନଫୋରମେଟିକ୍ ସେଣ୍ଟର ଏନଆଇସିରୁ ସ୍ୱେଚ୍ଛାକୃ ଭାବେ ସେ ଭଲେଟାରୀ ରେଡାର୍ଡମେଣ୍ଟ ନେଇଛନ୍ତି । ସେଠାରେ ସେ ସିନିୟର ଟେକ୍ନିକାଲ ଡାଇରେକ୍ଟର ଭାବେ ଅବସ୍ଥାପିତ ଥିଲେ । ଦେବବ୍ରତ ନାୟକ ନ୍ୟାସନାଲ ଗଭନାନ୍ସ ଡିଭିଜନ (NeGD) ରେ ମଧ୍ୟ କାମ […]

Continue Reading

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ଅଧିକାରୀ । ଲାଞ୍ଚ ନେବା ସମୟରେ ମାଡ଼ିବସିଥିଲା ଭିଜିଲାନ୍ସ । ଦୁଇ ଜଣଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି ।ସୂଚନା ଅନୁସାରେ, ଗଜପତି ଜିଲ୍ଲା ନୂଆଗଡ଼ ବ୍ଲକ ବିଇଓ ବ୍ରଜକୁମାର ନାୟକ ଜଣେ ଶିକ୍ଷକଙ୍କ ଏରିଅର ବିଲ୍ କରିବାକୁ ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଚଢାଉ କରିଥିଲା । ଅନ୍ୟପଟେ କଟକ  କଲେକ୍ଟୋରେଟ୍ ରେକର୍ଡ ରୁମ୍ର କିରାଣି କାଶୀନାଥ ଦାଶ ୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ […]

Continue Reading

ନିର୍ବାଚନ ଆୟୋଗ ଅଧ୍ୟକ୍ଷତାରେ ପୌର ନିର୍ବାଚନ ପାଇଁ ବସିଥିବା ସର୍ବଦଳୀୟ ବୈଠକ ଶେଷ

ଭୁବନେଶ୍ୱର : ରାଜ୍ୟ ନିର୍ବାଚନ ଆୟୋଗ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି ।ଏହି ବୈଠକରେ ବିଜେପି ବିଜେଡି ଓ କଂଗ୍ରେସ ସର୍ବଦଳ ଯୋଗଦେଇଥିଲେ । ଏହି ବୈଠକରେ ଭୋଟର ତାଲିକା ସଂଶୋଧନ ଓ ପୌର ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ହୋଇଥିଲା ।ବୈଠକରେ ବିଜେଡି ପକ୍ଷରୁ ସୁଲତା ଦେଓ ବିଜେପି ମିଡିଆ ସଂଯୋଜକ ଦିଲ୍ଲୀପ ମଲ୍ଲିକ ଏବଂ କଂଗ୍ରେସ ନେତା ଶିବାନନ୍ଦ ରାୟ ପ୍ରମୁଖ ଯୋଗଦେଇଥିଲେ । ସର୍ବ ଦଳୀୟ ବୈଠକ ପରେ ଆଦିତ୍ୟ […]

Continue Reading

ଭିଜିଲାନ୍ସ ଜାଲରେ କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର

ଫୁଲବାଣୀ: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା କେ. ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ଗଞ୍ଜାମ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର ୭ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସର ୪ଜଣ ଡିଏସପି, ୭ ଜଣ ଇନିସପେକ୍ଟର ଓ ଅନ୍ୟ କର୍ମଚାରୀ ଚଢ଼ାଉରେ ସାମିଲ ଅଛନ୍ତି । କେ. ନୂଆଗାଁରେ ଥିବା ସରକାରୀ […]

Continue Reading

ଅଫଲାଇନରେ ହେବ ପରୀକ୍ଷା: ସମୀର ଦାସ

ଭୁବନେଶ୍ୱର: ଗୋଟିଏ ପରୀକ୍ଷା ବାତିଲ ନେଇ ଛାତ୍ରଛାତ୍ରୀମାନେ ରାଜରାସ୍ତାକୁ ଓହ୍ଲାଇଥିବାବେଳେ, ଏହାରି ମଧ୍ୟରେ ପରୀକ୍ଷା ସମ୍ପର୍କରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଅଫଲାଇନରେ ପରୀକ୍ଷା ହେବା ପାଇଁ ନିଷ୍ପତ୍ତି ନିଆସରିଛି ଏବଂ କୋର୍ସ ସରିବା ପରେ ହିଁ ଅଫଲାଇନରେ ପରୀକ୍ଷା ହେବ । ସେ କହିଛନ୍ତି ଯେଉଁ ସମୟରେ ପରୀକ୍ଷା ହେବା କଥା, ସେହି ସମୟରେ ହେବ । ତେଣୁ ପିଲାମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ରହୁନ୍ତୁ । ସୂଚନାଯୋଗ୍ୟ, […]

Continue Reading

+୨ ପରୀକ୍ଷା ବାତିଲ ଦାବି: ଛାତ୍ରଛାତ୍ରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି

ଭୁବନେଶ୍ୱର: ମାଷ୍ଟରକ୍ୟାଣ୍ଟିନ ଛକରେ ଆଜି ଛାତ୍ରଛାତ୍ରୀ ଓ ପୋଲିସ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି । +୨ ପରୀକ୍ଷା ବାତିଲ ଦାବି ନେଇ ଛାତ୍ରଛାତ୍ରୀମାନେ ଆଜି ଏଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । କିଛି ସମୟ ପାଇଁ ଗାଡ଼ି ମୋଟର ଅଟକି ଯାଇ ଟ୍ରାଫିକ୍ ଜାମ୍ ହୋଇଥିବା ଦେଖିବାକୁ ମିଳିଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ବୁଝାସୁଝା କରିବାରୁ ଉତ୍ତେଜନା ପ୍ରକାଶ ପାଇଥିଲା । ସୂଚନା ନୁସାରେ, ରାଜ୍ୟରେ ଏବେ କରୋନା ସଂକ୍ରମଣ ହ୍ରାସ ଘଟିଥିବା […]

Continue Reading

୧୦ ଲକ୍ଷ ଟଙ୍କାର ସୁନାଗହଣା ସହ ନଗଦ ୭୫ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାଲେଶ୍ୱର : ବାଲେଶ୍ୱର ସୋରରେ ମାତିଛନ୍ତି ଲୁଟେରା । ଘରେ କେହି ନଥିବା ବେଳେ ୧୦ ଲକ୍ଷ ଟଙ୍କାର ସୁନା ରୂପା ଗହଣା ସହ ନଗଦ ୭୫ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ସୋର ଥାନା ଇଟୁଆ ଗାଁର ଓସିଏଲର ଅବସରପ୍ରାପ୍ତ ପରିଚାଳକ ବିରଞ୍ଚି ମହାନ୍ତିଙ୍କ ଘରୁ ଲୁଟ ହୋଇଛି । ଲୁଟେରାମାନେ ଘରର ଝର୍କା ଭାଙ୍ଗି ଲୁଟ କରିଛନ୍ତି । ପରେ ବିରଞ୍ଚି ମହାନ୍ତି ଥାନାରେ ଅଭିଯୋଗ କରିବା ପରେ […]

Continue Reading

ପୁରୀ ମହାରାଜା ଦିବ୍ୟସିଂହ ଦେବଙ୍କ ସାନ ଝିଅ ବାହାଘର

ପୁରୀ: ଆଜି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସାନ ଝିଅ ଦେବେଶୀ ବାହାଘର । ହରିଆନା ଗୁରୁଗ୍ରାମର ରାଜୀବ କେହେରଙ୍କ ପୁଅ ତଥା ବର୍ଦ୍ଧମାନ ରାଜକୁମାର ଆଦିତ୍ୟ କେହେରଙ୍କ ସହ ଗଜପତି ମହାରାଜାଙ୍କ କନ୍ୟାଙ୍କ ବିବାହ ହେଉଥିବା ଜଣାପଡ଼ିଛି । ବର ପକ୍ଷ ମଙ୍ଗଳବାର ପୁରୀରେ ପହଞ୍ଚି କୋଭିଡ଼ ନିୟମ ମାନି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ପୁରୀରେ ବର ପକ୍ଷଙ୍କ ରହିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୂଚନା ଅନୁସାରେ, କୋଭିଡ ପାଇଁ ନିରାଡ଼ମ୍ବର […]

Continue Reading

ଅନୁଗୁଳ ମାଛକୁଟା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀ ଅପହରଣ ମାମଲା : ଉଦ୍ଧାର ହେଲେ ନିଖୋଜ ସରପଞ୍ଚ ପ୍ରାର୍ଥୀ

ଅନୁଗୁଳ : ଅନୁଗୁଳ ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀ ଅପହରଣ ମାମଲା। ଅଭିଯୋଗର ୧୨ ଘଣ୍ଟା ପରେ ପୋଲିସ ନିଖୋଜ ସରପଞ୍ଚ ପ୍ରାର୍ଥୀ ମନୋଜ ସେଠୀଙ୍କୁ ଠାବ କରିଛି । ଏହି ଘଟଣା ଘଟିବା ପରେ ଗତକାଲି ରାତିରେ ଥାନାରେ ମାମଲା ରୁଜୁ ହୋଇଥିଲା । ଅଭିଯୋଗ ପାଇବା ପରେ ପୋଲିସ ଛାନ୍ ଭିନ୍ ଜାରି ରଖିଥିଲା । ଆଜି ପୋଲିସ ମନୋଜଙ୍କ ମୋବାଇର ଟ୍ରାକିଂ କରି ସେ ଦେବଗଡ ଜିଲ୍ଲାରେ ଥିବା ଜାଣିବାକୁ […]

Continue Reading

ମାଓ ପୋଷ୍ଟର ସ୍ଥାନରେ ପୁଣି ଲାଣ୍ଡମାଇନ୍ ବିସ୍ଫୋରଣ, ଯୁବକ ମୃତ

ଫୁଲବାଣୀ: ପୁଣି ମାତିଲେ ମାଓବାଦୀ । ମାଓ ପୋଷ୍ଟର ଲାଗିଥିବା ସ୍ଥାନରେ ପୁଣି ହେଲା ଲାଣ୍ଡମାଇନ୍ ବିସ୍ଫୋରଣ । ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ ସାଡିଙ୍ଗିଆ କିଆମୁଣ୍ଡା ନିକଟରେ ଏହି ବିସ୍ଫୋରଣ ହୋଇଛି । ଏଥିରେ ପ୍ରାଣ ହରାଇଛନ୍ତି କିଆମୁଣ୍ଡା ଗାଁରେ ପ୍ରିୟରଞ୍ଜନ କହଁର । ଗତକାଲି ବିସ୍ଫୋରଣ ସ୍ଥାନରେ ମାଓବାଦୀ ପୋଷ୍ଟର ମାରିଥିଲେ । ଏଥିସହ ସେଠାରେ ଠିକା କାମରେ ନିୟୋଜିତ ଏକ ଜେସିବି ମେସିନକୁ ଜାଳି […]

Continue Reading