ଭାରସାମ୍ୟ ହରାଇ ଓଲଟିଲା କାର , ଡ୍ରାଇଭର ମୃତ, ୨ଗୁରୁତର
ପାରାଦୀପ : ପାରାଦୀପରେ ମର୍ମନ୍ତୁଦ ଦୁର୍ଘଟଣା । ପାରାଦୀପ ଗଡଚୁନ ନିକଟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହୋଇ କାର ଓଲଟି ପଡିିଛି ।ଫଳରେ ଘଟଣା ସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇ ଯାଇଛି । ଗାଡିରେ ଥିବା ଅନ୍ୟ ଦୁଇ ଜଣଙ୍କୁ ପ୍ରଥମେ ଅଠରବାଙ୍କୀ ଓ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ ପାରଦୀପ ପଟୁ ମାରୁତି ଗାଡି ଚଣ୍ଡିଖୋଲ ଆଡ଼କୁ ଦ୍ରୁତ ଗତିରେ ଯାଉଥିବା ବେଳେ , ପାରାଦୀପ ଲକ ଥାନା […]
Continue Reading
