ପୁନଃନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ କଲେ ରାଜ୍ୟ ନିର୍ବାଚନ କମିଶନ
ଭୁବନେଶ୍ଵର : ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀପତ୍ର ଦାଖଲ ହୋଇନଥିବା ସ୍ଥାନରେ ଆଉଥରେ ନାମାଙ୍କନ ଦାଖଲ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁ ସ୍ଥାନରେ ପ୍ରାର୍ଥୀ ପତ୍ର ଦାଖଲ ହୋଇନାହିଁ କି କୌଣସି କାରଣରୁ ପ୍ରାର୍ଥୀ ପତ୍ର ନାକଚ ହୋଇଯାଇଛି । ସେସବୁ ସ୍ଥାନରେ ପୂନର୍ବାର ପ୍ରାର୍ଥୀପତ୍ର ଦାଖଲ ପାଇଁ ନିର୍ବାଚନ କମିଶନ ବିଜ୍ଞପ୍ତି ପ୍ରକାଶ କରିଛି । ୨୭ ତାରିଖରେ ବିଦ୍ଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ।୨୯ ତାରିଖରୁ ୩୧ ତାରିଖ ମଧ୍ୟରେ ନାମାଙ୍କନ ଦାଖଲ […]
Continue Reading
