ମାଞ୍ଜା ସୂତା ଲାଗି ଯୁବକଙ୍କ ମୃତ୍ୟୁ ଘଟଣାରେ ତନାଘନା, ୩ ଜଣଙ୍କୁ ଅଟକ ରଖିଲା ପୋଲିସ
କଟକ : ମାଞ୍ଜା ସୂତା ଲାଗି ନବ ବିବାହିତ ଯୁବକଙ୍କ ମୃତ୍ୟୁ ଘଟଣାରେ ତନାଘନା । ପୀର ବଜାରର ଗୁଡି ସୂତା ଦୋକାନୀଙ୍କ ସହ ୩ ଜଣଙ୍କୁ ଅଟକ ରଖିଛି ପୋଲିସ । ଘଟଣାରେ ମାମଲା ରୁଜୁ ହୋଇଥିବା ବେଳେ, ସ୍ପେଶାଲ ଡ୍ରାଇଭ୍ କରିଛି ପୋଲିସ । ଯେଉଁମାନେ ଗୁଡ଼ି ସୁତାରେ ମାଞ୍ଜା ପ୍ରସ୍ତୁତ କରୁଛନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି କଟକ ଡିସିପି । ଅନ୍ୟପଟେ ମାଞ୍ଜା ସୂତାରେ ଜୟନ୍ତଙ୍କ ମୃତ୍ୟୁ […]
Continue Reading
