ମାଡ଼ିଲା ବିପଦ: ଓଡ଼ିଶାରୁ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: କରୋନାର ନୂଆ ଭାରିଆଣ୍ଟ ନିଜର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଛି ଆଇଏଲଏସ ।ଏହି କ୍ରମରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି । ସମ୍ପୃକ୍ତ ୫ ଓମିକ୍ରନ ଆକ୍ରାନ୍ତଙ୍କ ତଥ୍ୟ ନେଇ ଅନୁଧ୍ୟାନ ଚାଲିଛି ବୋଲି ଆଇଏଲଏସ କହିଛି । ଅନ୍ୟପଟେ କୋଭିଡ ମୁକାବିଲା ନେଇ ୮ଟି ରାଜ୍ୟକୁ ଚିଠି […]
Continue Reading
