ଚିତ୍ତରଞ୍ଜନ ମୃତ୍ୟୁ ମାମଲା ; ପରିବାର ଲୋକଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ ଟିମ୍

ପୁରୀ : ବହୁ ଚର୍ଚ୍ଚିତ ଚିତ୍ତ ରଞ୍ଜନ ମୃତ୍ୟୁ ଘଟଣାରେ ଦିନକୁ ଦିନି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି । ଆଜି ଚିତ୍ତରଞ୍ଜନଙ୍କ ପରିବାରକୁ ଭେଟିଛି କ୍ରାଇବ୍ରାଞ୍ଚ ଟିମ୍  ଏବଂ ଚିତ୍ତ ରଞ୍ଜନଙ୍କ ପରିବାରର ଲୋକଙ୍କ ବୟାନ ରେକର୍ଡ କରାଯାଇଛି । ଏହା ସହ ପୁରୀ ବାସେଳୀସାହି ଥାନାରେ ଚାଲିଛି ଜେରା । ଅଟକ ଥିବା ଚିତ୍ତର ସାଙ୍ଗ ଶାସନ ଦାମୋଦର ପୁରର ଜଗନ୍ନାଥ ଷଡ଼ଙ୍ଗୀ, ବାସୁଦେବପୁରର ସୂର୍ୟ୍ୟ ପ୍ରସାଦ ମିଶ୍ର, ଚିତ୍ତଙ୍କ ପୁତୁରା ଦୀଲିପ […]

Continue Reading

ମା ଗୋଜବାୟାଣୀଙ୍କ ପୀଠକୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ଦାବି

ଭୁବନେଶ୍ୱର: ମା ଗୋଜବାୟାଣୀଙ୍କ ପୀଠକୁ ମିଳୁ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା । ୫ଟି ଯୋଜନାରେ ସ୍ୱତନ୍ତ୍ର ଆର୍ଥିକ ଅନୁଦାନ ଦ୍ୱାରା ମନ୍ଦିର ଓ ପାରିପାଶ୍ୱିର୍କ ଉନ୍ନୟନ କରାଯାଉ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଦାବି ଜଣାଇଲେ ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ଼ର ପୂର୍ବତନ ସଭାପତି ତେଜେଶ୍ୱର ପରିଡ଼ା । ଚିଠିରେ ଉଲ୍ଲେଖ ରହିଛି ଯେ, ରାଜ୍ୟର ଏକ ପ୍ରମୁଖ ଦେବୀ ପୀଠ ତଥା ଶ୍ରଦ୍ଧାଳୁଙ୍କ ଆସ୍ଥା ବିଶ୍ୱାସର କେନ୍ଦ୍ର କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ […]

Continue Reading

ଅଡିଓ ଟେପ୍ ଜାରି କଲେ ଡାକ୍ତର ସୁମିତ, କହିଲେ ତପସ୍ୱିନୀ ମତେ ବରବାଦ କରିଦେଲା

ବ୍ରହ୍ମପୁର : ବ୍ରହ୍ମପୁର ବହୁ ଚର୍ଚ୍ଚିତ ତପସ୍ୱିନୀ ସୁମିତ ପାରିବାରିକ କଳହ ମାମଲା । ଏହି ମାମଲାରେ ତପସ୍ୱିନୀ ଅଭିଯୋଗ ଆଣିଥିଲେ ସ୍ୱାମୀ ସୁମିତ କୁଆଡେ ତାଙ୍କୁ ଏକୁଟିଆ ଛାଡି ଚାଲିଯାଇଛନ୍ତି । ହେଲେ ସୁମିତଙ୍କ ଏକ ଅଡିଓ ଏବେ ଗଣମାଧ୍ୟମ ସାମ୍ନାକୁ ଆସିଛି ।ଯେଉଁଥିରେ ସୁମିତ କହୁଛନ୍ତି କି ଡିମ୍ପଲ ମୋତେ ବରବାଦ କରିଦେଇଛି ବୋଲି । ସେ କହିଛନ୍ତି କି ମୁଁ ଶାରୀରୀକ ଓ ମାନସିକ ଭାବେ ଅସୁସ୍ଥ । ତପସ୍ୱିନୀ ମୋତେ ବରବାଦ […]

Continue Reading

ଚିତ୍ତରଞ୍ଜନ ପଲେଇ ମୃତ୍ୟୁ ମାମଲା; ଯୁବତୀଙ୍କ ସଂପୃକ୍ତି ଥିବା ସନ୍ଦେହ

ପୁରୀ : ବ୍ରହ୍ମଗିରି ଚିତ୍ତ ରଞ୍ଜନ ହତ୍ୟା ଘଟଣାରେ ଚାଞ୍ଚଲ୍ୟ କର ତଥ୍ୟ ସାମ୍ନାକୁ ଆସିଛି । ଚିତ୍ତ ରଞ୍ଜନଙ୍କ ମୃତ ଦେହ ମିଳିଥିବା ସ୍ଥାନ ଆଜି କ୍ରାଇମବ୍ରାଞ୍ଚ ଟିମ୍ ବୁଲି ଦେଖିଥିଲେ । କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍ ତଦନ୍ତ କରୁଥିଲେ । ହେଲେ ଆଜି ଏହି ଘଟଣାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ଏହି ଘଟଣାରେ ଜଣେ ଯୁବତୀଙ୍କ ସଂପୃକ୍ତି ରହିଛି ବୋଲି ସନ୍ଦେହ ସୃଷ୍ଟି ହୋଇଛି । ଘଟଣାରେ […]

Continue Reading

ଆସନ୍ତାକାଲି ଧନୁ ସଂକ୍ରାନ୍ତି, ମୁଆଁ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି ବ୍ୟବସାୟୀ

କଟକ: ଆସନ୍ତକାଲି ଧନୁ ସଂକ୍ରାନ୍ତି ବା ମୁଆଁ ସଂକ୍ରାନ୍ତି । ଏଥିପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି । ମୁଆଁ ଖାଇବାକୁ ବର୍ଷକୁ ଥରେ ସଭିଏଁ ଅପେକ୍ଷା କରିଥାନ୍ତି । ଧନୁ ସଂକ୍ରାନ୍ତି ପାଇଁ ମୁଆଁ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି କାରିଗର । ସିଲଭର ସିଟି କଟକରେ ମଧ୍ୟ ମୁଆଁ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି ବ୍ୟବସାୟୀ । ଖାନନଗର ଗୁଡ଼ିଆ ସାହିର ରବିନ୍ଦ୍ରନାଥ ସାହୁଙ୍କ ପରିବାର । ବର୍ଷ ବର୍ଷ ଧରି ଏମାନେ ବିଭିନ୍ନ ରକମର ମୁଆଁ ପ୍ରସ୍ତୁତି […]

Continue Reading

ପଶ୍ଚିମବଙ୍ଗରେ ୭ ବର୍ଷର ଛୁଆ ‘ଓମିକ୍ରନ୍‌’, ସଂକ୍ରମିତ

ଭୁବନେଶ୍ୱର: ଓଡ଼ିଶାର ଆଉ ଏକ ପଡୋଶୀ ରାଜ୍ୟରେ ପଶିଲା ଓମିକ୍ରନ୍‌ । ଆନ୍ଧ୍ରପ୍ରଦେଶ ପରେ ପଶ୍ଚିମବଙ୍ଗରେ ଚିହ୍ନଟ ହେଲା ଓମିକ୍ରନ୍‌ର ପ୍ରଥମ ମାମଲା । ମୁର୍ଶିଦାବାଦର ଜଣେ ୭ ବର୍ଷୀୟ ଛୁଆ ଏହି ମହାମାରୀରେ ଆକ୍ରାନ୍ତ ହୋଇଛି । ୧୦ ଡିସେମ୍ବରରେ ସଂକ୍ରମିତ ହୋଇଥିବା ଛୁଆ ପରିବାର ଲୋକଙ୍କ ସହ ଆବୁଧାବିରୁ ହାଇଦ୍ରାବାଦ ଫେରିଥିଲା। ସଂକ୍ରମିତ ୭ ବର୍ଷୀୟ ଛୁଆକୁ ଚିକିତ୍ସା ପାଇଁ ଏବେ ମୁର୍ଶିଦାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଉକ୍ତ ଛୁଆର ସ୍ୱାସ୍ଥ୍ୟବସ୍ଥା ସ୍ଥିର […]

Continue Reading

କ୍ଷତିପୁରଣ ଦାବିରେ ଧାରଣାରେ ବସିଲେ ଚାଷୀ ଓ ଭଞ୍ଜସେନା ସଙ୍ଗଠନ

ମୟୂରଭଞ୍ଜ : କ୍ଷତି ପୁରଣ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ଚାଷୀ । ବତ୍ୟା ଜୱାଦ ଚାଲିଯାଇଛି ସତ ।ହେଲେ ଚାଷୀମାନଙ୍କ ମାନଙ୍କ ଚିନ୍ତା ବଢାଇଦେ ଯାଇଛି ।ଧାର କରଜ କରି ଚାଷୀ ମାନେ ଧାନଚାଷ କରିଥିଲେ । ଲଘୁଚାପ ଜନିତ ଅଦିନିଆ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲାରେ ଧାନ ଓ ଅନ୍ୟାନ୍ୟ ଫସଲ କ୍ଷୟକ୍ଷତି ହୋଇଛି । ସେପଟେ ଜୱାଦ କ୍ଷୟକ୍ଷତି ପାଇଁ ଆସିଥିବା କେନ୍ଦ୍ରୀୟ ଟିମ୍ ମୟୂରଭଞ୍ଜ ଜିଲ୍ଲାକୁ ସମ୍ପୁର୍ଣ୍ଣ ଅଣଦେଖା […]

Continue Reading

ଆଇପିଏସ୍ ସୁନୀଲ ବଂଶଲ ହେବେ ନୂଆ ଡ଼ିଜିପି

ଭୁବନେଶ୍ୱର: ବରିଷ୍ଠ ଆଇପିଏସ୍ ସୁନୀଲ ବଂଶଲ ହେବେ ନୂଆ ଡ଼ିଜିପି । ବଂଶଲ ଡ଼ିଜିପି ହେବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ନୂଆ ବର୍ଷରୁ ନୂଆ ଦାୟିତ୍ୱ ନେବେ ସୁନୀଲ ବଂଶଲ । ସୁନୀଲ ବଂଶଲ ୧୯୮୭ବ୍ୟାଚର ବରିଷ୍ଠ ଆଇପିଏସ୍ । ସେ ବର୍ତ୍ତମାନ ଗୁଇନ୍ଦା ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶକଭାବେ ମୁମ୍ବାଇରେ କାର୍ଯ୍ୟରତ ଅଛନ୍ତି । ଡ଼ିଜିପି ଅଭୟଙ୍କଠାରୁ ସୁନୀଲ ବଂଶଲ ଦାୟିତ୍ୱ ଗ୍ରହଣ କରିବେ । ଚଳିତ ମାସରେ ଡ଼ିଜିପି ଅଭୟ ଅବସର […]

Continue Reading

ସ୍ଥଗିତ ରହିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ

କଟକ : ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଉପରେ ହାଇକୋର୍ଟଙ୍କ ସ୍ଥଗିତାଦେଶ । ଆସନ୍ତାକାଲି ଏହି ପୁରସ୍କାର ପ୍ରଦାନ କରାଯିବାର ଥିଲା । କିନ୍ତୁ ଏହା ପୂର୍ବରୁ ପୁରସ୍କାର ପ୍ରଦାନ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଚଳଚ୍ଚିତ୍ର ପୁରସ୍କାର ପାଇଁ ଚୟନ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରିଥିଲେ ନିର୍ଦ୍ଦେଶକ ବବି ଇସ୍‌ଲାମ୍ । ଏହାର ଶୁଣାଣି କରି ହାଇକୋର୍ଟ ଏହି ନିଷ୍ପତ୍ତି ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି । ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଁ ଘୋଷଣା […]

Continue Reading

SMART ମିସାଇଲର ସଫଳ ପରୀକ୍ଷଣ

ଭୁବନେଶ୍ବର : ସଫଳତା ସହ ପରୀକ୍ଷଣ ହୋଇଛି ଦୂରଗାମୀ ସୁପରସୋନିକ ମିସାଇଲ ଆସିଷ୍ଟେଡ୍ ଟରପେଡୋ । ଧାମରା ସ୍ଥିତ ଅବଦୁଲ କଲାମ୍ ଦ୍ବୀପରେ ଥିବା ୪ ନମ୍ବର ଲଞ୍ଚପ୍ୟାଡରୁ ଉତକ୍ଷେପଣ ହୋଇଛି ଆଣ୍ଟି ସବ୍ ମେରାଇନ୍ ମିସାଇଲ । ସଫଳତାର ସହ ଏହାର ପରୀକ୍ଷଣ ହୋଇଥିବା ନେଇ ସୂଚନା ଦେଇଛି ଡିଆରଡିଓ । ସଫଳ ପରୀକ୍ଷଣ ପରେ ଏହାକୁ ଭାରତୀୟ ନୌସେନାରେ ସାମିଲ କରାଯିବ । ଏହି ସିମାଇଲ ୬୫୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିପାରିବ । […]

Continue Reading