ଆହୁରି ବଢ଼ିବ ଶୀତ, ୭ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଶୀତରେ ଥରୁଛି ସାରା ଓଡ଼ିଶା । ଆଗାମୀ ଦୁଇ ତିନ ଦିନ ଯାଏଁ ରାଜ୍ୟରେ ଶୀତର ଲହରି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ କ୍ରମାଗତଭାବେ ଥଣ୍ଡା ଏବଂ ଶୁଷ୍କ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ ପ୍ରବଳ ଶୀତ ଅନୁଭୂତ ହେବା ସହ ଆଗାମୀ ୩ ଦିନ ଯାଏଁ ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲ୍ଲାର କିଛି ଅଂଶରେ ଅଧିକ ଥଣ୍ଡା ଅନୁଭୂତ […]
Continue Reading
