ବିଶ୍ୱ ଏଡ୍‌ସ ଦିବସ: ଚଳିତ ବର୍ଷର ବାର୍ତ୍ତା ‘ଅସମାନତା ସମାପ୍ତ କର ଏଡ୍‌ସ ହଟାଅ’

ଭୁବନେଶ୍ୱର: ଆଜି ବିଶ୍ୱ ଏଡ୍‌ସ ଦିବସ । ଦିନଥିଲା ବିଶ୍ବରେ ମହାମାରୀ ଏଚ୍ଆଇଭି ଏଡ୍ସ ଭୟଙ୍କର ରୂପ ଧାରଣ କରିଥିଲା । ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଚାଲିଛି । ଯଦିଓ ଏଚ୍ଆଇଭିର ମାତ୍ରା ଟିକେ କମ୍ ଅଛି ତଥାପି ଏଡ୍‌ସ ଭୟ ସମ୍ପୂର୍ଣ୍ଣ ରୂପେ ଯାଇନାହିଁ । ଆଜି ବି ନିରବ ମୁଦ୍ରାରେ ଗୋଟିଏ ପରେ ଗୋଟିଏ ମୁଣ୍ଡ ନେଇ ଚାଲିଛି ଏଡ୍‌ସ। ଏଡ୍‌ସ ପ୍ରତିହତ କରିବା ନେଇ ଅନେକ ପଦକ୍ଷେପ ନିଆଯାଇଥିଲେ ବି ଏଥିପ୍ରତି […]

Continue Reading

ଆକାଶ ମହୁରିଆ ମୃତ୍ୟୁ ମାମଲା: ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଜୟପୁର: ୨୦୧୭ରେ ସାମ୍ନାକୁ ଆସିଥିଲା ଆକାଶ ମହୁରିଆ ମୃତ୍ୟୁ ମାମଲା । ଏହି ଘଟଣାକୁ ନେଇ ସମଗ୍ର କୋରାପୁଟ୍ ଜିଲ୍ଲାରେ ହଟଚମଟ ସୃଷ୍ଟି ହୋଇଥିଲା । ଚର୍ଚ୍ଚା ହୋଇଥିଲା ହତ୍ୟାକୁ ଦୁର୍ଘଟଣାର ରୂପ ଦେଇଥିଲା ତତ୍କାଳୀନ ତଦନ୍ତକାରୀ ଟିମ୍ । ହେଲେ ଶେଷରେ ଆକାଶ ମୃତ୍ୟୁ ମାମଲାରେ ତଦନ୍ତର ଦିଗ ନୂଆ ମୋଡ ନେଇଛି । ଚାରିଜଣ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କଲା କ୍ରାଇମବ୍ରାଂଚ । ଜୟପୁର ଟାଉନ ଥାନା ଅଧିକାରୀ ତପନ […]

Continue Reading

ସ୍ୱାସ୍ଥ୍ୟଭିତ୍ତିଭୂମିକୁ ସୁଦୃଢ଼ କରିବାକୁ ପରାମର୍ଶ: ବୈଠକ ପରେ ଡ଼ାକ୍ତର ରମାରମଣ ମହାନ୍ତିଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ନୂଆ ଭ୍ୟାରିଆଣ୍ଟ ଓମିକ୍ରନକୁ ନେଇ ସତର୍କ କଲେ କେନ୍ଦ୍ର ସରକାର । ଆଜି କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହିତ ଓମିକ୍ରନ ପ୍ରସଙ୍ଗରେ ବୈଠକ କରିଛନ୍ତି । ବୈଠକ ପରେ ଡ଼ିଏମଇଟି ରମାରମଣ ମହାନ୍ତି କହିଛନ୍ତି, ଯେଉଁମାନେ ଓମିକ୍ରନ ସଂକ୍ରମିତ ଦେଶରୁ ଆସିଛନ୍ତି ସେମାନଙ୍କ ଆରଟିପିସିଆର ଟେଷ୍ଟ ହେବ । ନେଗେଟିଭ ବାହାରୁଥିବା ବ୍ୟକ୍ତିଙ୍କୁ ସାତଦିନ ଆଇସୋଲେସନରେ ରଖାଯିବ । ସାତଦିନ ପରେ ଆରଟିପିସିଆର ଟେଷ୍ଟ କରାଯିବ । ଯେଉଁମାନେ ପଜିଟିଭ ବାହାରିଥିବେ ସେମାନଙ୍କ କଣ୍ଟ୍ରାକ୍ଟ […]

Continue Reading

ମାମୁଁ ଘର କୂଅରେ ବୁଡି ଭଣଜାର ଜୀବନ ଗଲା

ନରସିଂହପୁର : କୂଅରେ ବୁଡି ନାବାଳକର ଜୀବନ ଗଲା । ମାମୁଁ ଘରକୁ ବୁଲିବାକୁ ଯାଇଥିଲା ଭଣଜା । ହେଲେ କାଳ ହୋଇ ବସିଥିଲା ଯମ । ନରସିଂହପୁର କାନପୁର ଥାନା ଅନ୍ତର୍ଗତ ଗୋଡିବନ୍ଧ ଗାଁ ର ଶ୍ରୀକାନ୍ତ ବେହେରାଙ୍କ ପୁଅ ଜ୍ଞାନରଞ୍ଜନ ବେହେରା । ତାଙ୍କୁ ବୟସ ୮ ବର୍ଷ ହେବ । ଜ୍ଞାନ ନରସିଂହପୁର ଥାନା ଅନ୍ତର୍ଗତ ପାଇକପଡାପାଟଣା ଗାଁରେ ଥିବା ନିଜ ମାମୁଁ ମାଧବାନନ୍ଦ ବେହେରାଙ୍କ ଘରକୁ ବୁଲିବା ପାଇଁ ଆସିଥିଲୋ ହେଲେ […]

Continue Reading

ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖ ସକାଳେ ଓଡିଶା ଉପକୂଳକୁ ଛୁଇଁବ

ଭୁବନେଶ୍ୱର : ଆସୁଛି ବାତ୍ୟା ‘ଜଓ୍ୱାଦ’ । ଏନେଇ ସ୍ପଷ୍ଟ କରଛି ପାଣିପାଗ କେନ୍ଦ୍ର । ୧୨ ଘଣ୍ଟାରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ଏହାପରେ ଦୁଇ ତାରିଖ ସୁଦ୍ଧା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଏହା ଅବପାତର ରୂପ ନେବ । ଏହାପରେ ୨୪ ଘଣ୍ଟାରେ ଆହୁରୀ ଘନିଭୂତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସାମୁଦ୍ରିକ ଝଡରେ ପରିଣତ ହେବ । ୪ ତାରିଖ ସକାଳ ସୁଦ୍ଧା ବାତ୍ୟା ଆନ୍ଧ୍ର […]

Continue Reading

ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା

ଭୁବନେଶ୍ୱର : ଘୁଞ୍ଚିଲା ଦଶମ ଶ୍ରେଣୀ ସମେଟିଭ୍ -୧ ପରୀକ୍ଷା । ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀର ସମେଟିଭ୍ ୧ ପରୀକ୍ଷା । ଏନେଇ ମାଧ୍ୟମିକ ଶିକ୍ଷା ପରିଷଶଦ ପକ୍ଷରୁ ସୂଚନା ମିଳିଛି । ଜାନୁଆରୀ ୫ ରୁ ୮ ଯାଏ ଚାଲିବ ବୋଲି ଜଣାପଡିଛି । ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶାର ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ସୂଚନା ଅନୁସାରେ ପରୀକ୍ଷା ପାଇଁ ଡାଟାବେସ୍ ପ୍ରସ୍ତୁତି ଚାଲିଛି । ଏଥିପାଇଁ ଫର୍ମ ଫିଲପ […]

Continue Reading

୮ ଜିଲ୍ଲାରେ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ : ଏସ୍‌ଆରସି

ଭୁବନେଶ୍ବର: ରାଜ୍ୟ​‌ରେ ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ସୂଚନା ଜାରି କରିଛନ୍ତି ରାଜ୍ୟ ସରକାର । ଚାଷୀ ତୁରନ୍ତ ଧାନ କାଟି ଆଣିବାକୁ ପରାମର୍ଶ ଦେଇଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା । ଏହା ସହିତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଲଘୁଚାପ ସୃଷ୍ଟି ହେଲେ ଆସନ୍ତା ୩ ଏବଂ ୪ ତାରିଖରେ ବର୍ଷା ହେବ । ତେଣୁ ଏହା ପୂର୍ବରୁ ଚାଷୀମାନେ ସେମାନଙ୍କ ଜମିରୁ ଧାନ କାଟିଆଣିବାକୁ […]

Continue Reading

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଡ଼ିସେମ୍ବର ୨ରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରରେ ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି । ଭାରତୀୟ ପାଣିପାଗ କେନ୍ଦ୍ରର ବର୍ତ୍ତମାନ ସୁଦ୍ଧା ଆକଳନ ଅନୁଯାୟୀ, ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହେବ ବୋଲି ବର୍ତ୍ତମାନ ସୁଦ୍ଧା ପ୍ରାୟ ସ୍ପଷ୍ଟ ହେଲାଣି । […]

Continue Reading

ପଦ୍ମଶ୍ରୀ ନନ୍ଦ ସାର ଅସୁସ୍ଥ, ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି

ଯାଜପୁର : ଅସୁସ୍ଥ ହୋଇପଡ଼ିଛନ୍ତି ପଦ୍ମଶ୍ରୀ ନନ୍ଦ ସାର । ସୁକିନ୍ଦା ବ୍ଲକ କନ୍ତିରା ଗାଁର ନନ୍ଦ କିଶୋର ପୃଷ୍ଟିଙ୍କୁ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଛି। ନନ୍ଦ ସାର କିଛି ଦିନ ଧରି ଜ୍ୱରରେ ପିଡିତ ଥିଲେ। ଆଜି ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି। ତେବେ ଏବେ ସାରଙ୍କ ଅବସ୍ଥା ସ୍ଥିର ରହିଛି। ତାଙ୍କ ଛାତିର ଏକ୍ସରେ ମଧ୍ୟ କରାଯାଇଛି । ରିପୋର୍ଟ […]

Continue Reading

ଗଣଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାରୁ ବିଜେପି ଯୁବମୋର୍ଚ୍ଚାର ୯ ଜଣ ଥାନାରେ ଅଟକ

ଯାଜପୁର : ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବା ପଡ଼ିଲା ମହଙ୍ଗା । ଗଣଶିକ୍ଷା ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି ଯାଜପୁର ଯୁବ ମୋର୍ଚ୍ଚାର ୯ ଜଣ କର୍ମୀ ଥାନା ରେ ଅଟକ । ଆଜି ଯାଜପୁର ବିରଜା ହାଇସ୍କୁଲ ପରିସରରେ ସ୍କୁଲ ରୂପାନ୍ତରଣ ଉଦଘାଟନ କୁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆସିବାକୁ ଥିବା ବେଳେ ମନ୍ତ୍ରୀ ଙ୍କ ଗସ୍ତକୁ ବିରୋଧ କରି ଯୁବ ମୋର୍ଚ୍ଚା ସଦସ୍ୟ ମାନେ ଅଣ୍ଡା ମାଡ଼ କରିବାସହିତ କଳା ପତାକା ପ୍ରଦର୍ଶନ […]

Continue Reading