ପୂର୍ବତନ ସରପଞ୍ଚଙ୍କୁ ହତ୍ୟା ଘଟଣାରେ ୬ଗିରଫ

ବ୍ରହ୍ମପୁର : ପୂର୍ବତନ ସରପଞ୍ଚ ହତ୍ୟାକାଣ୍ଡ ଘଟଣା । ଏହି ମାମଲାରେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ୩ଟି ଖଣ୍ଡା ଜବତ କରାଯାଇଛି । ବ୍ରହ୍ମପୁର ଉପକଣ୍ଠ ସୁକୁଣ୍ଡା ଫାଣି ଫ୍ୟାକ୍ଟ୍ରି ନିକଟରେ ଗତ ୫ତାରିଖରେ ଅନନ୍ତେଇର ପୂର୍ବତନ ସରପଞ୍ଚ ପ୍ରଦୀପ ବିଷୋୟୀଙ୍କୁ ଦୁର୍ବୃତ୍ତ ଅତି ନିର୍ମମ ଭାବେ ବିଚ୍‌ ରାସ୍ତାରେ ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡରେ ଏବେ ୬ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାରେ ୩ ଟି ଖଣ୍ଡା , […]

Continue Reading

ଦେଶରେ ଷ୍ଟ୍ରୋକ୍‌ ପୀଡିତଙ୍କ ମାମଲାରେ ଶୀର୍ଷରେ ଓଡିଶାର କଟକ

ଭୁବନେଶ୍ୱର: ଦେଶରେ ଷ୍ଟ୍ରୋକ୍ ଜନିତ ମାମଲାରେ କଟକ ଜିଲ୍ଲା ଶୀର୍ଷରେ ରହିଛି। ଏ ନେଇ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଏକ ସର୍ଭେରୁ ଜଣାପଡିଛି। ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ୍ଚ (ଆଇସିଏମ୍ଆର) ର ଅଧ୍ୟୟନ ଅନୁଯାୟୀ, କଟକ ଜିଲ୍ଲାର ପ୍ରତ୍ୟେକ ଏକ ଲକ୍ଷ ଜନସଂଖ୍ୟାରେ ୧୮୭ ଜଣ ବ୍ୟକ୍ତି ପ୍ରତିବର୍ଷ ଷ୍ଟ୍ରୋକରେ ପୀଡିତ। ଆସାମର କାଚର ଜିଲ୍ଲାରେ ପ୍ରତି ଏକ ଲକ୍ଷ ଜନସଂଖ୍ୟାରେ ୯୬ଟି ଷ୍ଟ୍ରୋକ୍ ମାମଲା ରିପୋର୍ଟ ହୋଇଛି। ଷ୍ଟ୍ରୋକ୍ ହେବାର ୨୮ ଦିନ ମଧ୍ୟରେ ମୃତ୍ୟୁ […]

Continue Reading

ଓକାକ୍ ସିଇଓ ଆକାଉଣ୍ଟ ହ୍ୟାକ୍ ଘଟଣା , ନାଇଜେରିଆ ଗ୍ୟାଙ୍ଗ ହାତ ଥିବା ସନ୍ଦେହ

ଭୁବନେଶ୍ୱର : ଓକାକ୍ ସିଇଓ ଏବଂ ଆଇଟି ବିଭାଗ ଅଧାକାରୀଙ୍କ ହ୍ୱାଟସଆପ୍‌ ଆକାଉଣ୍ଟ ହ୍ୟାକ୍‌ ଘଟଣା।ଏହି ହ୍ୟାକ ପଛରେ ନାଇଜେରିଆରେ ଏକ ଗ୍ୟାଙ୍ଗ ଥିବା ସନ୍ଦେହ କରାଯାଉଛି । ହ୍ୟାକରଙ୍କ ସହ କଥା ହୋଇଛନ୍ତି ତଦନ୍ତକାରୀ ଅଧିକାରୀ। ହ୍ୟାକରଙ୍କ କଥବାର୍ତ୍ତାରୁ ସନ୍ଦେହ କରାଯାଉଛି କି ହ୍ୟାକର ମାନେ ନାଇଜେରିଆର ହୋଇଥିବେ।ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ଆକାଉଣ୍ଟ ହ୍ୟାକ ହେବା ପରେ ଟଙ୍କା ଅନ୍ୟବ୍ୟାଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଛି।ଏପରିକି ଠକେଇ ପରେ ବିଭିନ୍ନ ଆକାଉଣ୍ଟକୁ […]

Continue Reading

୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ : ଦୁଇ ଦିନ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର। ରବିବାର ଓ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ପୁରୀ ଉପଜିଲ୍ଲାପାଳ । ଏହି ବନ୍ଦ ସମୟରେ ଶ୍ରୀମନ୍ଦିର ଭିତର ସାନିଟାଇଜ କରାଯିବ । ଏନେଇ ପୂର୍ବଭଳି ଜଗନ୍ନାଥ ଦର୍ଶନ ବନ୍ଦ ରହିବ। ସାଧାରଣତଃ ଶ୍ରଦ୍ଧାଳୁଙ୍କୁ ଶ୍ରୀମନ୍ଦିର ଯିବା ପାଇଁ ବାରଣ କରାଯାଇଛି । ଆସନ୍ତା ସୋମବାର ଠାରୁ ପଞ୍ଚୁକ ବ୍ରତ ଆରମ୍ଭ ହେବ। ହେଲେ ଏଥର ପଞ୍ଚୁକରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ […]

Continue Reading

ଆସନ୍ତାକାଲି ବରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ସ୍ମାର୍ଟ ହେଲଥ କାର୍ଡ

ବରଗଡ଼ : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ଜିଲ୍ଲା ବିଜେପୁର ଗସ୍ତରେ ଯିବେ।ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଜେପୁର ବ୍ଲକ ଗଣ୍ଡପାଲି ନିକଟସ୍ଥ ମିନି ଷ୍ଟାଡିଅମ ଠାରେ ମୁଖ୍ୟମନ୍ତ୍ରୀ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି।୩ ଲକ୍ଷ ୬୩ ହଜାର BSKY କାର୍ଡ ବଣ୍ଟନ କରିବେ ନବୀନ।ସେପଟେ ବରଗଡ଼ ମିନିଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ଆସିବାକୁ କାର୍ଯ୍ୟକ୍ରମ ଥିବା ବେଳେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଷ୍ଟାଡିୟମ […]

Continue Reading

ସାହିତ୍ୟ ସାଧନାରେ ସମାଜସେବୀ ତୃପ୍ତି

ପୁରୀ : ପୁରୀ ପାଇଁ ସେ ଗର୍ବ ଆଉ ଗୌରବ । ଏକାଧାରରେ ସେ ଜଣେ ସମାଜସେବୀ ଓ କବୟତ୍ରୀ । ସମାଜ ସେବା ସହିତ ସାହିତ୍ୟ ସାଧନାରେ ବ୍ରତୀ ହେଉଛନ୍ତି ତୃପ୍ତି ପଣ୍ଡା । ପୁରୀ ବଳଙ୍ଗାର ବାୟାବର ଗାଁରେ ଜନ୍ମ ଗ୍ରହଣ କରିଛନ୍ତି । ପିଲାବେଳରୁ ଲେଖା ଜୀବନୀ ଆରମ୍ଭ କରିଥିବା ବେଳେ ତାଙ୍କ ଦ୍ୱାରା ଅନେକ ପୁସ୍ତକ ରଚନା ହୋଇଛି । ୮ଟି ପୁସ୍ତକ ଲେଖିବା ସହ ନିଜସ୍ୱ ଏକ ମାଗାଜିନ୍ ସମ୍ପାଦନା […]

Continue Reading

ଓଡ଼ିଶାରେ କରୋନା ଟିକାକରଣ ୪କୋଟି ଡ଼ୋଜ୍ ଟପିଲା

ଭୁବନେଶ୍ୱର: ରାଜ୍ୟରେ କୋଭିଡ଼ ଟିକାକରଣରେ ମାଇଲଖୁଣ୍ଟ। ୪କୋଟି ଡ଼ୋଜ୍ ପାର କଲା ଟିକାକରଣ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି।ଏଥିପାଇଁ ରାଜ୍ୟବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ସ୍ୱାସ୍ଥ୍ୟ ବିଭାଗ। ଡ଼ିସେମ୍ବର ସୁଦ୍ଧା ପ୍ରଥମ ଡ଼ୋଜ୍ ସମ୍ପୂର୍ଣ୍ଣ ସାରିବାକୁ ରାଜ୍ୟ ସରକାର ଟାର୍ଗେଟ୍ ରଖିଛନ୍ତି। ଏଥିପାଇଁ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯାଇଛି। ରାଜ୍ୟରେ ଟିକାକରଣ କେନ୍ଦ୍ରକୁ ୧୬ଶହରୁ ୨୪ଶହକୁ ବୃଦ୍ଧି କରାଯାଇଥିବା ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ […]

Continue Reading

ଭୁଲ ରକ୍ତ ଦେବାରୁ ରାଉରକେଲା ସରକାରୀ ହସ୍ପିଟାଲରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ରାଉରକେଲା: ଭୁଲ ରକ୍ତ ଦେବା ଯୋଗୁଁ ଜଣେ ରୋଗୀର ମୃତ୍ୟୁ ହୋଇଥିବା ଅଭିଯୋଗ। ଏହିଭଳି ଅଭାବନୀୟ ଘଟଣା ଘଟିଛି ରାଉରକେଲା ସରକାରୀ ହସ୍ପିଟାଲରେ।‘O’ ପଜିଟିଭ ପରିବର୍ତ୍ତେ ଦିଆଯାଇଥିଲା ‘B’ ପଜିଟିଭ୍ ରକ୍ତ। ଏନେଇ ପରିବାର ଲୋକ ଅଭିଯୋଗ ଆଣିଛନ୍ତି। ମୃତ ମହିଳାଙ୍କ ନାମ ସରୋଜିନୀ କାକ୍। ସେ କୁତ୍ରା ଥାନା ଅନ୍ତର୍ଗତ ବିରଂଗାଟୋଲି ପଞ୍ଚାୟତର ବୁଢ଼ାକାଟ ଗାଁର ବାସିନ୍ଦା। ସରୋଜିନୀ ରକ୍ତ ହୀନତା ରୋଗରେ ପୀଡ଼ିତ ଥିଲେ। ଏଥିପାଇଁ ତାଙ୍କୁ କୁତ୍ରା ଡ଼ାକ୍ତରଖାନାରେ ପ୍ରଥମେ ଭର୍ତ୍ତି କରାଯାଇଥିଲା। […]

Continue Reading

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି,୮ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ସବୁବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନରେ ଆଉ ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।  ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଏପରି କଠୋର ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଏହି ୮ ଜଣ ଅଧିକାରୀଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ନିମାପଡ଼ାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟ୍ରାର ରାମଚନ୍ଦ୍ର ଜେନା, […]

Continue Reading

ପୁରୀର ନାମ ପରିବର୍ତ୍ତନକୁ ସମର୍ଥନ ଜଣାଇ ଶିଳ୍ପୀ ସୁଦର୍ଶନ ନିର୍ମାଣ କଲେ ବାଲୁକା କଳା

ପୁରୀ: ପୁରୀର ନାମକରଣ ପରିବର୍ତ୍ତନକୁ ସମର୍ଥନ ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀର ନାମକୁ ଶ୍ରୀଜଗନ୍ନାଥ ପୁରୀଭାବେ ନାମିତ କରିବା ଦାବିକୁ ସମର୍ଥନ ଜଣାଇ ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ସେ ଏକ ବାଲୁକା କଳା ନିର୍ମାଣ କରିଛନ୍ତି। ବାଲୁକା କଳା ନିର୍ମାଣ କରିବା ସହ ସେଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚିତ୍ରକୁ ସ୍ଥାନିତ କରିଛନ୍ତି। ପୁରୀର ନାମ ଶ୍ରୀ ଜଗନ୍ନାଥ ପୁରୀଭାବେ ନାମିତ ପାଇଁ ବିଭିନ୍ନ ସଂଗଠନ ଓ ବୁଦ୍ଧିଜୀବୀମାନେ ଦାବି ଉଠାଇଛନ୍ତି। ଏହାକୁ […]

Continue Reading