ୟୁଜର୍ସ ଫି ବା ଶୁଳ୍କ ଆଦାୟକୁ ବିରୋଧ କରି ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ପୁରୀ: ୟୁଜର୍ସ ଫି ବା ଶୁଳ୍କ ଆଦାୟକୁ ବିରୋଧ କରି ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ପୌରପାଳିକା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଗତ ୧୦ତାରିଖରୁ ପୁରୀ ପୌରପାଳିକା ଅଳିଆ ଗାଡ଼ିକୁ ଅଳିଆ ଦେଉଥିବା ବ୍ୟକ୍ତି ଓ ଅନୁଷ୍ଠାନଠାରୁ ୟୁଜର୍ସ ଫି ବା ଶୁଳ୍କ ଆଦାୟ ଆରମ୍ଭ କରିଛନ୍ତି। ପୂର୍ବରୁ ବିଭିନ୍ନ ଅନୁଷ୍ଠାନ ଏହାକୁ ନେଇ ବିରୋଧ କରିଥିଲେ। ବିକ୍ଷୋଭ ସହ ୟୁଜର୍ସ ଫି ପ୍ରତ୍ୟାହାର ପାଇଁ ନାରାବାଜି କରାଯାଇଛି। କରୋନା ମହାମାରୀ ପରେ ଧାର୍ମିକ […]

Continue Reading

ବିଜେପି ସହ କଂଗ୍ରେସ ହାତ ମିଶାଇ ଶସ୍ତା ରାଜନୀତି କରୁଛି : ବିଜେଡି

ଭୁବନେଶ୍ୱର : ବିଜେଡି ପୁଣି କଂଗ୍ରେସ ଓ ବିଜେପି ଉପରେ ବର୍ଷିଛି । ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆସନ୍ତାକାଲି କଂଗ୍ରେସ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି । ସକାଳ ୬ ଟାରୁ ଦିନ ୧୨ ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ । ଏହାକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ କରି ଉଭୟ ବିଜେପି ଓ କଂଗ୍ରେସ ଉପରେ ବର୍ଷିଛି । ଭାରତୀୟ ଜନତା […]

Continue Reading

ଓଡ଼ିଶା ବନ୍ଦ ଡ଼ାକରାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଭୁବନେଶ୍ୱର: ମମିତା ମାମଲାରେ କାଲି କଂଗ୍ରେସ ପକ୍ଷରୁ ବନ୍ଦ ଡାକରାରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ବନ୍ଦ କରିପାରିବନି ବୋଲି କୋର୍ଟ କହିଛନ୍ତି । ବନ୍ଦ କରିପାରିବେନି, ଚାହିଁଲେ ହରତାଳ କରିପାରିବେ ବୋଲି ହାଇକୋର୍ଟ କହିଛନ୍ତି। ଜୋର ଜବରଦସ୍ତ କାହାରିକୁ ବନ୍ଦ କରିପାରିବେ ନାହିଁ ବୋଲି କୋର୍ଟ କହିଛନ୍ତି । ବନ୍ଦ ସଂପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କଂଗ୍ରେସ ନେତା ସତ୍ୟ ନାୟକ କହିଛନ୍ତି ଯେ ଆମେ ଶାନ୍ତିପୂର୍ଣ୍ଣ ଭାବେ […]

Continue Reading

ଓଡ଼ିଶା ବନ୍ଦ ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ନଭେମ୍ବର ୧୨ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା କରାଯାଇଛି। କଡ଼ା ସୁରକ୍ଷା ପାଇଁ ଗୃହ ବିଭାଗର ସ୍ବତନ୍ତ୍ର ସଚିବଙ୍କ ନିର୍ଦ୍ଦେଶ ହୋଇଛି। ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟ ପହଞ୍ଚିବା ପାଇଁ ପରାମର୍ଶ ଦିଆଯାଇଛି। ରାଜ୍ୟ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । କଳାହାଣ୍ଡି ଜିଲ୍ଲା କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗସ୍ଥିତ ସନସାଇନ୍‌ ପବ୍ଲିକ୍‌ ସ୍କୁଲର ଅଧ୍ୟକ୍ଷା ମମିତା […]

Continue Reading

ପାଖରେ ଥାନା ତଥାପି ମନ୍ଦିରରୁ ଚୋରିି

ଭଦ୍ରକ : ଭଦ୍ରକରେ ମାତିଛନ୍ତି ଲୁଟେରା। ଭଦ୍ରକ ପୁରୁଣା ବଜାର ଥାନାକୁ ଲାଗିଥିବା ମନ୍ଦିରରୁ ଚୋରି। ଗତକାଲି ବିଳମ୍ବିତ ରାତିରେ ଲୁଟେରା ମାନେ ମନ୍ଦିରରେ କଳାକନା ବୁଲାଇଥିଲେ। ପୋଲିସକୁ ଚ୍ୟାଲେଞ୍ଜ କରି ଲୁଟେରାମାନେ ବାବା କଦମ୍ବସ୍ୱର ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସମସ୍ତ ପୂଜା ସାମଗ୍ରୀ ସହ ପିତ୍ତଳ ବାସନ ସବୁ ଲୁଟି ନେଇଛନ୍ତି ।ଏହି ଘଟଣା ଜାଣିବା ପରେ ପୁରୁଣାବଜାର ପୋଲିସ ତଦନ୍ତ ଆରମ୍ଭ କରିଛି। ଭଦ୍ରକରେ ଗତ କିିଛି ଦିନ ହେଲା ଲୁଟେରା ମାନଙ୍କ […]

Continue Reading

ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ : ଓପିଏଚ୍‌ଡବ୍ଲ୍ୟୁସି ଡେପୁଟି ମ୍ୟାନେଜର ପ୍ରତାପ ସାମଲ ଓ ତାଙ୍କ ପତ୍ନୀ ଗିରଫ

ଭୁବନେଶ୍ୱର: ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କୋଟିପତି ଓଡ଼ିଶା ପୋଲିସ ହାଉସିଂ ବୋର୍ଡ ଆଣ୍ଡ ୱଲଫେଆର କର୍ପୋରେସନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଭିଜିଲାନ୍ସ ଗିରଫ କରିଛି । ଭିଜିଲାନ୍ସ ପ୍ରତାପଙ୍କ ସହ ତାଙ୍କ ପତ୍ନୀ ସସ୍ମିତା ସାମଲଙ୍କୁ ମଧ୍ୟ ଗିରଫ କରିଛି। ଉଭୟ ପତି ଓ ପତ୍ନୀଙ୍କୁ ଦୀର୍ଘ ସମୟ ଧରି ଭିଜିଲାନ୍ସ ଅଧିକାରୀମାନେ ପଚରାଉଚରା କରିଥିଲେ। ସନ୍ତୋଷ ଜନକ ଉତ୍ତର ନ ମିଳିବା କାରଣରୁ ତାଙ୍କୁ ଗିରଫ କରାଯାଇଛି । ତାଙ୍କ ନାଁରେ ଭିଜିଲାନ୍ସ […]

Continue Reading

ମମିତା ମେହେର ହତ୍ୟା ମାମଲା: ମନ୍ତ୍ରୀ ତୁଷାରକାନ୍ତିଙ୍କ ଗାଡ଼ିକୁ ଅଣ୍ଡାମାଡ଼

ଭବାନୀପାଟଣା: ମମିତା ମେହେର ହତ୍ୟା ମାମଲା । ଏ ହତ୍ୟା ମାମଲାକୁ ନେଇ ଶାସକ ବିଜେଡି ଦଳର ନେତାମାନଙ୍କୁ ପ୍ରବଳ ବିରୋଧ କରାଯାଉଛି ।  ଆଜି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଥୁଆମୂଳ ରାମପୁର ଡୁମେରପଦର ଗାଁରେ ମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ କଂଗ୍ରେସ କର୍ମୀ ବିରୋଧ କରିଛନ୍ତି। ମନ୍ତ୍ରୀଙ୍କ ଗାଡ଼ିକୁ କଂଗ୍ରେସ କର୍ମୀ ଅଣ୍ଡାମାଡ଼ କରିବା ସହ କଳା ପତାକା ଦେଖାଇଥିଲେ । ମମିତା ଘଟଣାକୁ ବିରୋଧ କରି କଂଗ୍ରେସ କର୍ମୀ ଏହି ଅଣ୍ଡାମାଡ଼ ଓ କଳା ପତାକା ଦେଖାଇଛନ୍ତି […]

Continue Reading

ଓଡ଼ିଶାର ନୋ ଫିସିଂ ଜୋନରୁ ମାଛ ଧରୁଥିଲା ଆନ୍ଧ୍ର ; ଧରି ପକାଇଲା ବନବିଭାଗ,୮ଅଟକ

ବ୍ରହ୍ମପୁର : ଓଡ଼ିଶାର ପିଛା ଛାଡୁନି ଆନ୍ଧ୍ର । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ମୁହାଣରେ ମାଛ ଧରୁଥିବା ବେଳେ ଆନ୍ଧ୍ରର ଟ୍ରଲରକୁ ଜବତ କରିଛି ଓଡ଼ିଶା । ଏଥିସହ ୮ ଜଣ ମତ୍ସଜୀବୀଙ୍କୁ ଅଟକ ରଖିଛିା ବିରଳ ସାମୁଦ୍ରିକ କଇଁଛ ଅଲିଭ୍ ରିଡଲେଙ୍କ ଅଣ୍ଡାଦାନ ପକ୍ରିୟା ଆରମ୍ଭ ହୋଇଛି । ଏଣୁ ବନ ବିଭାଗ ପକ୍ଷରୁ ନଭେମ୍ବର ୧ ରୁ ସମୁଦ୍ରତଟରୁ ୨୦ କିଲୋ ମିଟର ପର୍ଯ୍ୟନ୍ତ ନୋ ଫିସିଂ ଜୋନ୍ ଘୋଷଣା କରାଯାଇଛି। ତେବେ ଏହାକୁ […]

Continue Reading

ରାଜ୍ୟରେ କୋହଲା ପାଗ , ପୁଣି ଲଘୁଚାପ ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର :ରାଜ୍ୟରେ କୋହଲା ପାଗ । ପୁଣି ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଶୀତ ବଢ଼ୁଥିବା ବେଳେ ଓଡ଼ିଶାରେ ଲଘୁଚାପ ସୃଷ୍ଟି ହେବା ଆଶଙ୍କା ରହିଛି। ଦକ୍ଷୀଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣ ବଳୟ ଲଘୁଚାପର ରୂପ ନେଇଛି  । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରୀ ଘନିଭୂତ ହୋଇ ଅବପାତର ରୂପ ନେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ତାମିଲନାଡୁ ଉପକୂଳ ସ୍ଥଳଭାଗ ଛୁଇଁବ ବୋଲି ଜଣାପଡ଼ିଛି। ଫଳରେ ଗଞ୍ଜାମ, […]

Continue Reading

କାଳିଆ ଯୋଜନା: ମିଳିଲା ପ୍ରଥମ କିସ୍ତି, ଦ୍ୱିତୀୟ କିସ୍ତିର ନାଁ ଗନ୍ଧ ନାହିଁ

ଯାଜପୁର: କାଳିଆ ଯୋଜନାରୁ ବଞ୍ଚିତ ହେଲେ ହିତାଧିକାରୀ। ସରକାରୀ ଯୋଜନାର ବାସ୍ତବ ବ୍ୟବସ୍ଥା କିପରି କାର୍ଯ୍ୟକାରୀ ହେଉଛି ତାହାର ଏହା ହେଉଛି ଜ୍ୱଳନ୍ତ ଉଦାହରଣ। ଚାଷୀଙ୍କୁ ମୃତ ଦର୍ଶାଇ କାଳିଆ ଯୋଜନା ତାଲିକାରୁ ନାଁ କାଟିଦିଆଯାଇଛି। ଏହିପରି ଦୃଶ୍ୟ ସାମ୍ନାକୁ ଆସିଛି ଯାଜପୁର ଜିଲ୍ଲା ବରୀ ଅଂଗାଲୋ ଅଞ୍ଚଳରେ। ଅଂଗାଲୋ ଅଞ୍ଚଳର ଚାଷୀ ନିରଞ୍ଜନ ଜେନା କାଳିଆ ଯୋଜନାର ଗୋଟିଏ କିସ୍ତି ଅର୍ଥ ପାଇଥିଲେ। ମାତ୍ର ଏହାପରେ ତାଙ୍କୁ ଆଉ ଦ୍ୱିତୀୟ କିସ୍ତି ମିଳିନଥିଲା। ଏନେଇ ଅନୁସନ୍ଧାନ […]

Continue Reading