ଦୀପାବଳିରେ ବାଣ ବିକ୍ରି ହେବ କି ନାହିଁ ନିଷ୍ପତ୍ତି ନେବେ ଏସଆରସି

କଟକ : ଆଗକୁ ଆସୁଛି ଦୀପାବଳି । ଏହି ସମୟରେ ରାଜ୍ୟରେ ବାଣ ବିକ୍ରି ହେବ ନା ନାହିଁ । ତେବେ ଏନେଇ ନିଷ୍ପତ୍ତି ନେବେ ସ୍ବତନ୍ତ୍ର ରିଲିଫ କମିଶନର । ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣିରେ ଏହା କହିଛନ୍ତି ହାଇକୋର୍ଟ । ଆସନ୍ତାକାଲି ଦିନ ୧୧ଟାରେ ବ୍ୟବସାୟୀଙ୍କ ବାଣ ବିକ୍ରି ଆବେଦନ ଉପରେ ଶୁଣାଣି କରିବେ ଏସଆରସି । ଶୁଣାଣି ସମୟରେ ସୁପ୍ରିମକୋର୍ଟ ଓ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶାବଳୀ ଓ […]

Continue Reading

ଗୋପ ପୋଲିସ ପଞ୍ଝାରେ ବାଇକ ଲୁଟେରା ଗ୍ୟାଙ୍ଗ ,୪ ଗିରଫ

ପୁରୀ :ଗୋପ ପୋଲିସକୁ ସଫଳତା । ଏକ ବାଇଟ ଲୁଟେରା ଗ୍ୟାଙ୍ଗକୁ ଧରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି ପୋଲିସ ।ଅଭିଯୁକ୍ତଙ୍କ ଠାରୁ ୮ ରୁ ଉର୍ଦ୍ଧ୍ବ ବାଇକ ଜବତ କରିଛି ପୋଲିସ ।  ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ ବାଇକ ଚୋରୀର ମାଷ୍ଟର ମାଇଣ୍ଡ ଶଶୀଭୂଷଣ, ନିମାପଡ଼ା ଅଞ୍ଚଳର ମନୋଜ ରାଉତ, ବିଭୂପ୍ରସାଦ ଦାସ,ଏବଂ ବାଲିଆପାଳ ଅଞ୍ଚଳର ପ୍ରଦୀପ ଭୋଇ। ସୂଚନା ଅନୁସାରେ ଗୋପ, ନିମାପଡା, କୋଣାର୍କ […]

Continue Reading

ଗଞ୍ଜାମ ମହୁଲପାଟଣା ଗାଁରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଗାୟଗଣ୍ଡା ପଞ୍ଚାୟତ ମହୁଲପାଟଣା ଗାଁରେ ଅଭାବନୀୟ ଘଟଣା । ଗାଈ ଗୋଠ ନେଇ ଫେରୁଥିବା ବେଳେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରି ଫେରାର ହୋଇଯାଇଛି ହତ୍ୟାକାରୀ । ମୃତକ ହେଲେ ମହୁଲ ପାଟଣା ଗାଁର କୃଷ୍ଣ ଖିଲାର । ସେହିପରି ହତ୍ୟାକାରୀ ହେଲା ସେହି ଗ୍ରାମର ସୁବାସ ବିଷୋୟୀ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, ମୃତ କୃଷ୍ଣ […]

Continue Reading

ଦୀପାବଳି ପର୍ଯ୍ୟନ୍ତ ରାଜ୍ୟରେ କୋହଲା ରହିବ ପାଗ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଠାରୁ ଶ୍ରୀଲଙ୍କା ଦେଇ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ବର୍ଷା […]

Continue Reading

ମହାପ୍ରଭୁଙ୍କ ଦର୍ଶନ କଲେ ଦୁଇ କେନ୍ଦ୍ରମନ୍ତ୍ରୀ

ପୁରୀ: ମହାପ୍ରଭୁଙ୍କ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର କୋଇଲା ଓ ଖଣିମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନବେ ଆଜି ପୁରୀ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସିଂହଦ୍ଵାର ଠାରେ ପହଁଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ସ୍ୱାଗତ କରାଯାଇଥିଲା। ସେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ବିମଳା ମନ୍ଦିର ଓ ମହାଲକ୍ଷ୍ମୀଙ୍କ ଦର୍ଶନ କରି ମହାପ୍ରସାଦ ସେବନ କରିଥିଲେ। ଅନ୍ୟପଟେ କୋଭିଡ କଟକଣା ମଧ୍ୟରେ ଶ୍ରୀମନ୍ଦିର […]

Continue Reading

ରାଜ୍ୟରେ ସବୁଜ ବାଣ ବିକ୍ରି ନେଇ ନିଷ୍ପତ୍ତି ନେବେ SRC

ଭୁବନେଶ୍ୱର: ରାଜ୍ୟରେ ସବୁଜ ବାଣ ବିକ୍ରି ନେଇ ନିଷ୍ପତ୍ତି ନେବେ ସ୍ୱତନ୍ତ୍ର ରିଲିଫ୍ କମିଶନର। ସବୁଜ ବାଣ ବିକ୍ରି ଅନୁମତି ସମ୍ପର୍କିତ ମାମଲାର ଶୁଣାଣିରେ ହାଇକୋର୍ଟ ଏହା କହିଛନ୍ତି । ଆସନ୍ତା କାଲି ସକାଳ ୧୧ ଟା ବେଳେ ଏସଆରସି ବ୍ୟବସାୟୀଙ୍କ ଆବେଦନ ଉପରେ ଶୁଣାଣି କରିବେ। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଓ ଜାତୀୟ ଗ୍ରୀନ ଟ୍ରିବୁନାଲ ଙ୍କ ନିର୍ଦ୍ଧେଶାବଳି ଏବଂ କୋଭିଡ଼ ପ୍ରୋଟକଲ କୁ ଦୃଷ୍ଟିରେ ରଖିବାକୁ ହାଇକୋର୍ଟ ତାଙ୍କ  ନିର୍ଦ୍ଧେଶରେ ସ୍ପଷ୍ଟ କରିଛନ୍ତି।ଶୁଣାଣି ପରେ […]

Continue Reading

ଏକାମ୍ର କ୍ଷେତ୍ରରେ ଠାବ ହେଲା ଆଉ ଏକ ମନ୍ଦିର

ଭୁବନେଶ୍ୱର : ଏକାମ୍ର କ୍ଷେତ୍ରରେ ଠାବ ହେଲା ଏକ ମନ୍ଦିର। ଏସଆଇ ପକ୍ଷରୁ ଖନନ କାର୍ଯ୍ୟ ଚାଲିଥିବା ସମୟରେ ଆଜି ଏହି ମନ୍ଦିର ଭଗ୍ନା ବିଶେଷକୁ ଦେଖିବାକୁ ମିଳିଥିଲା। ସୁକୋଶାରୀ ମନ୍ଦିର ପାଶ୍ୱର୍ରୁ ଏହି ଭଗ୍ନ ମନ୍ଦିର ମିଳିଛି ।ଏଠାରେ ଅନେକ ଐତିହାସିକ ପୂରାତନ ମନ୍ଦିର ଥିବା ଅନୁମାନ କରାଯାଉଛି । ଗତ ଜାନୁଆରୀ ରୁ ଖନନ କାର୍ଯ୍ୟ ଚାଲିଥିଲା ।ବର୍ଷା ଲାଗି ରହିବା କାରଣରୁ କିଛି ଦିନ ମନ୍ଦିର ଖନନ କାର୍ଯ୍ୟ ବନ୍ଦ ଥିଲା। ବର୍ତ୍ତମାନ […]

Continue Reading

ୟୁନିଫର୍ମ ଯୋଗାଣରେ ବିଳମ୍ବ ନେଇ ବଢୁଛି ଅଶାନ୍ତି

କଟକ : ସରକାରୀ ଆଇଟିଆଇ ଗୁଡିକରେ ପାଠ୍ୟକ୍ରମ କରୁଥିବା ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ସରକାର । ଅକ୍ଟୋବର ୨୫ ତାରିଖ ସୁଦ୍ଧା କଟକ ଖପୁରିଆ ସ୍ଥିତ ଆଇଟିଆଇ ଛାତ୍ରଛାତ୍ରୀମାନଙ୍କୁ ୟୁନିଫର୍ମ ଗଚ୍ଛିତ ରଖିବା ପାଇଁ ବିଭାଗ ପକ୍ଷରୁ ଆଇଟିଆଇ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ।। ୟୁନିଫର୍ମ ଯୋଗାଣ ପାଇଁ ଟେଣ୍ଡର ଦାଖଲର ଶେଷ ତାରିଖ ଥିଲା ୩୦। ୨୬ ରୁ ୨୮ ତାରିଖ ମଧ୍ୟରେ ଏହା ବଣ୍ଟନ କରାଯିବ ବୋଲି ନିର୍ଦ୍ଦେଶ ଥିଲା […]

Continue Reading

ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ ଦକ୍ଷତା ବିକାଶ ପ୍ରକଳ୍ପ ପାଇଁ ବୁଝାମଣା ସ୍ବାକ୍ଷର

ଭୁବନେଶ୍ବର : ମହାନଦୀ କୋଲ୍ ଫିଲ୍ଡ ଓ ସେଣ୍ଟ୍ରାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ପେଟ୍ରୋକେମିକାଲ୍‌ସ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ମଧ୍ୟରେ ସ୍ବାକ୍ଷରିତ ହୋଇଛଇ ଏମଓୟୁ । ସିଏସ୍‌ଆର୍ ପଦକ୍ଷେପ ଅନୁଯାୟୀ ଖଣି ଅଞ୍ଚଳର ପାରିପାର୍ଶ୍ବିକ ଗ୍ରାମର ଯୁବକଙ୍କୁ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଁ ଏମସିଏଲ ଓ ସିପେଟ୍ ମଧ୍ୟରେ ୧ କୋଟି ୩୮ ଲକ୍ଷ ଟଙ୍କା ବିନିଯୋଗରେ ଦୁଇଟି ବୁଝାମଣା ସ୍ବାକ୍ଷର ହୋଇଛି । ଏହି ଦୁଇଟି ସିଏସ୍‌ଆର୍ ପଦକ୍ଷେପ ଯଥା ‘ଉଡାନ’ ଏବଂ ‘ସହଯୋଗ’ ଯଥାକ୍ରମେ […]

Continue Reading

ସରକାରୀ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ଏଯାଏଁ ମିଳିଲାନି ୟୁନିଫର୍ମ

କଟକ : ସରକାରୀ ଆଇଟିଆଇରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କୁ ଡ୍ରେସ୍ କୋଡ୍ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ସରକାର । ଅକ୍ଟୋବର ୨୫ ତାରିଖ ସୁଦ୍ଧା କଟକ ଖପୁରିଆ ସ୍ଥିତ ଆଇଟିଆଇ ଛାତ୍ରଛାତ୍ରୀଙ୍କୁ ୟୁନିଫର୍ମ ଗଚ୍ଛିତ ରଖିବା ପାଇଁ ବିଭାଗ ପକ୍ଷରୁ ଆଇଟିଆଇ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୟୁନିଫର୍ମ ଯୋଗାଣ ପାଇଁ ଟେଣ୍ଡର ଦାଖଲର ଶେଷ ତାରିଖ ଥିଲା ୩୦ । ଏବଂ ୨୬ ରୁ ୨୮ ତାରିଖ ମଧ୍ୟରେ ଏହା ବଣ୍ଟନ କରାଯିବ ବୋଲି […]

Continue Reading