ଦେଶୀ ମଦ ଭାଟିରେ ପୋଲିସର ଚଢାଉ, ଚମ୍ପଟ ମାରିଲେ ବ୍ୟବସାୟୀ
କାମାକ୍ଷାନଗର : ଦେଶୀ ମଦ ତିଆରି ଭାଟିରେ ପୋଲିସର ଚଢାଉ । ଦେଶୀ ମଦର ଭୂସ୍ୱର୍ଗ ପାଲଟିଥିବା ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପଳାସ ଗାଁରେ ଥିବା ବିଭିନ୍ନ ମଦ ଭାଟିରେ ପୋଲିସ ଚଢାଉ କରିଛି । ପ୍ରାୟ ୫୦ରୁ ଅଧିକ ଦେଶୀ ମଦ ତିଆରି ଭାଟିରେ ଚଢାଉ କରିଛି ପରଜଙ୍ଗ ପୋଲିସ। ସେଥିମଧ୍ୟରୁ ୧୬ ଟି ଭାଟିକୁ ଭାଙ୍ଗି ଚୁରମାର କରିଛି ପୋଲିସ। ପ୍ରାୟ ୫୦ ହଜାର ଲିଟରରୁ ଉର୍ଦ୍ଧ୍ୱ ମହୁଲ ପୋଚ,୩୦୦ ଲିଟର ଦେଶୀ […]
Continue Reading
