ଧରା ପଡ଼ିଲା ଗୋବିନ୍ଦ
କଳାହାଣ୍ଡି: କଳାହାଣ୍ଡି ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାର ମୋଷ୍ଟ ଓ୍ବାଣ୍ଟେଡ ଗୋବିନ୍ଦ ସାହୁ ଗିରଫ । ଫେରାର ଥିବା ଗୋବିନ୍ଦ ସାହୁଙ୍କୁ ସିନ୍ଦେକେଲା ଥାନା ବୁଢୀପଦର ଗାଁର ଏକ ଆଖୁ କିଆରୀରୁ ଗିରଫ କଲା ବଲାଙ୍ଗୀର ପୋଲିସ । ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜର ୧୨ ଦିନ ପରେ ମିଳିଛି ଚାଞ୍ଚଲ୍ୟକର ତଥ୍ୟ । ପୋଲିସ ଉପସ୍ଥିତିରେ ମହାଲିଙ୍ଗ ସ୍ଥିତ ସରକାରୀ ସ୍କୁଲର ନିର୍ମାଣଧୀନ ଖେଳ ପଡିଆରୁ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ […]
Continue Reading
