ପୁଅକୁ ହରାଇ ମନକଥା କହିଲେ ବରିଷ୍ଠ ସାମ୍ବାଦିକ ନବୀନ ଦାସ
ଭୂବନେଶ୍ୱର: ମନିଷଙ୍କ ମୃତ୍ୟୁକୁ ନେଇ ନିଜର ମନର କଥା କହିଲେ ବାପା ନବୀନ ଦାସ । ମନିଷ ଦାସଙ୍କ ମୃତ୍ୟୁକୁ ନେଇ ନିଜର ମନର କଥା କହିଲେ ମନିଷଙ୍କ ବାପା ନବୀନ ଦାସ । ନିର୍ଭୟା ଗୁମରକଥା ଜରିଆରେ ଭିଡିଓ ରିଲିଜ୍ କରି ନିଜ ମନର କଥା ସେୟାର କରିଛନ୍ତି ବରିଷ୍ଠ ସାମ୍ୱାଦିକ ନବୀନ ଦାସ । ରବିବାର ଭୁବନେଶ୍ୱର ସ୍ଥିତ ପାତ୍ରପଡ଼ା ପୋଖରୀରେ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନିଷଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ମିଳିଥିଲା […]
Continue Reading
