ରାଜଧାନୀରେ ତିଆରି ହେବ ଆହୁରି ଦୁଇଟି ଫୁଟ ଓଭର ବ୍ରିଜ
ଭୁବନେଶ୍ୱର: ରାଜଧାନୀରେ ଖୁବଶୀଘ୍ର ଆଉ ଦୁଇଟି ନୂଆ ଫୁଟ୍ ଓଭର ବ୍ରିଜ୍ ପାଇବ। ଗୋଟିଏ ସତସଙ୍ଗ ବିହାର ଓ ଅନ୍ୟଟି ପଳାଶୁଣୀରେ ନିର୍ମାଣ କରାଯିବ। ପଳାଶୁଣୀଠାରେ ଥିବା ଫ୍ଲାଏ ଓଭର ବ୍ରିଜ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ଏବଂ ସତସଙ୍ଗ ବିହାରଠାରେ ଥିବା ଫ୍ଲାଏ ଓଭର ବ୍ରିଜ ନିର୍ମାଣ କାମ ଅଗଷ୍ଟ ୧ରେ ଆରମ୍ଭ ହେବ। ଅତ୍ୟଧିକ ଯାନବାହାନ ଚଳାଚଳ କରୁଥିବା ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଏହି ଦୁଇଟି ଫ୍ଲାଏ ଓଭର ବ୍ରିଜ ନିର୍ମାଣ କରାଯାଉଛି। […]
Continue Reading
