ବ୍ରହ୍ମଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ

ପୁରୀ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରିଛନ୍ତି । ଜିଲ୍ଲାରେ ୩ ଲକ୍ଷ ୬୪ ହଜାର ହିତାଧିକାରୀ ସ୍ମାର୍ଟକାର୍ଡ ଯୋଜନାରେ ଉପକୃତ ହେବେ । ସେହିପରି ବ୍ରହ୍ମଗିରିରେ ୧ ହଜାର ୬ କୋଟି ୮୨ ଲକ୍ଷ ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ […]

Continue Reading

ମାଆକୁ ମହଙ୍ଗା ପଡିଲା ପୁଅ ପ୍ରତି ଅନାବିଳ ପ୍ରେମ, ଅବହେଳାରେ ଚାଲିଗଲା ନୀରିହ ଜୀବନ

ଉମରକୋଟ: ସାମାନ୍ୟ ପେନ୍‌ସନ ଟଙ୍କା ପାଇଁ ବଳିପଡିଲେ ବିଧବା ବୃଦ୍ଧା । ବଡ ପୁଅର ମୃତ୍ୟୁ ପରେ ବୋହୁର ନିର୍ଯାତନା ଓ ଅବହେଳାରେ ପ୍ରାଣ ହରାଇଛନ୍ତି ନବରଙ୍ଗପୁର ଜିଲ୍ଲା ଉମରକୋଟ ଅଂଚଳର କୁସୁମ ନାୟକ । ଉମରକୋଟ ଶିବାଜୀ ନଗରରେ ଉଦ୍ଧାର ହୋଇଛି କୁସୁମ ନାୟକ ନାମକ ଜଣେ ବିଧବା ବୃଦ୍ଧାଙ୍କ ଗଳିତ ମୃତଦେହ । ୨୦୦୨ରେ କୁସୁମଙ୍କ ସ୍ୱାମୀ ତଥା ପୋଷ୍ଟାଲ ବିଭାଗରେ ଉଚ୍ଚପଦସ୍ତ ଅଧିକାରୀ ଭାବେ ଅବସର ଗ୍ରହଣ କରିଥିବା ଭାଗିରଥୀ ନାୟକଙ୍କର ମୃତ୍ୟୁ […]

Continue Reading

ସହାୟତା ରାଶି ହଡ଼ପ ଅଭିଯୋଗ,ବିସ୍ଥାପିତଙ୍କ ବିକ୍ଷୋଭ

ନୂଆପଡା: ନୂଆପଡା ଜିଲ୍ଲା ଲୋୟର ଇନ୍ଦ୍ର ବିସ୍ଥାପିତଙ୍କ ସହାୟତା ଅର୍ଥ ରାଶି ଆତ୍ମସାତ ଘଟଣା । ଅନେକ ଦିନର ନିରବ ପରେ ଜଣେ ଦଲାଲ ମଧ୍ୟସ୍ଥି ଶ୍ୟାମ କୁମାର ଅଗ୍ରୱାଲକୁ ଗିରଫ କରି କୋର୍ଟ ଚାଲାଣ କରିଛି ଖଡ଼ିଆଳ ପୋଲିସ । ଘଟଣା ପରେ ପୂର୍ବତନ ଭୁ-ଅର୍ଜନ ଅଧିକାରୀ ନନ୍ଦ କିଶୋର ତାଣ୍ଡି ଫେରାର ଥିବା ଜଣା ପଡିଛି । ଜିଲ୍ଲାରେ ଦଲାଲ ଓ ଅଧିକାରୀଙ୍କୁ ଠକି ସହାୟତା ରାଶି ହଡ଼ପ କରିଥିବା ଅଭିଯୋଗ ହୋଇଥିଲା । […]

Continue Reading

କାଁ ଭାଁ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ପାଣି ପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।ଏହି ସବୁ ଜିଲ୍ଲା ଗୁିଡିକ ହେଉଛି କଟକ ,ଖୋର୍ଦ୍ଧା .ଭୁବନେଶ୍ୱର,ନୟାଗଡ଼,ପୁରୀ ବୌଦ୍ଧ ଏବଂ କଳାହାଣ୍ଡି । ଆଗାମୀ ଦୁଇ ତିନି ଘଣ୍ଟା ମଧ୍ୟରେ ଏହି ସବୁ ଜାଗାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏହିସବୁ ଜିଲ୍ଲାକୁ ୟଲୋ […]

Continue Reading

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ହେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ

ପାରାଦୀପ : ପାରାଦୀପ ପୋର୍ଟ ଟ୍ରଷ୍ଟର ନୂଆ ଅଧ୍ୟକ୍ଷ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଦାୟିତ୍ୱ ଗ୍ରହଣ କରିଛନ୍ତି । ପାରାଦୀପରେ ପହଁଚିବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବା ସହ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ଭାରତର ଦ୍ଵିତୀୟ ମେଜର ପୋର୍ଟର ମାନ୍ୟତା ପାଇଥିବା ପାରାଦୀପ ବନ୍ଦର ପଣ୍ୟ କାରବାରରେ ମହତ୍ୱପୂର୍ଣ୍ଣ ଭୂମିକା ନେଉଛି। ବନ୍ଦରରେ ଦକ୍ଷ କର୍ମଚାରୀ ରହିଛନ୍ତି। ବହୁ ନୂତନ ପ୍ରୋଜେକ୍ଟର କାର୍ଯ୍ୟ ଆରମ୍ଭ ହେବାକୁ ଯାଉଛି […]

Continue Reading

ମାଲକାନଗିରିରେ ପେଟ୍ରୋଲ ଦର ବୃଦ୍ଧିକୁ ନେଇ ଚିନ୍ତାରେ ଲୋକ

ମାଲକାନଗିରି: ବଢ଼ିଛି ପେଟ୍ରୋଲ ଦର। ମାଲକାନଗିରି ଜିଲ୍ଲାରେ ଏନେଇ ଲୋକେ ଚିନ୍ତାରେ ପଡ଼ିଛି। ଜିଲ୍ଲାର କାଲିମେଳା ସହରରେ ପେଟ୍ରୋଲ ଦର ଲିଟର ପିଛା ୧୧୦ଟଙ୍କା ରହିଥିବାବେଳେ ଡିଜେଲ ଦର ୧୦୬ଟଙ୍କା ରହିଛି। ମାତ୍ର ମାଲକାନଗିରି ଭଳି ଏକ ପଛୁଆ ଜିଲ୍ଲାରେ ତୈଳ କମ୍ପାନୀର ଏହି ଆଗୁଆ ଦର ସମସ୍ତଙ୍କୁ ଚକିତ କରିଛି। କରୋନା ମହାମାରୀ ମାଡ଼ରେ ଗରିବ ଲୋକ ଅଣ୍ଟା ସଳଖି ଛିଡ଼ା ହୋଇ ପାରୁନଥିବାବେଳେ ବଢ଼ୁଥିବା ତୈଳ ଦର ପାଇଁ କେଉଁଠୁ ଯୋଗାଡ଼ କରିବେ ବୋଲି […]

Continue Reading

ମାଆ ଭଣ୍ଡାରଘରଣୀଙ୍କ ପୀଠରେ ନବରାତ୍ରୀ ପୂଜା

ନବରଙ୍ଗପୁର : ମାଆ ଭଣ୍ଡାରଘରଣୀଙ୍କ ପୀଠରେ ଆରମ୍ଭ ହେଲା ଶାରଦୀୟ ନବରାତ୍ରୀ ପୂଜା । ନବରଙ୍ଗପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ଭଣ୍ଡାରଘରଣୀଙ୍କ ପୀଠରେ ଶାରଦୀୟ ନବରାତ୍ରୀ ପୂଜା ଆରମ୍ଭ ହୋଇଛି । ଆଜି ଠାରୁ ଏହି ନବଦିନାତ୍ମକ ଦଶହରା ଉତ୍ସବ ଆରମ୍ଭ ହୋଇ ବିଜୟ ଦଶମୀରେ ଶେଷ ହେବ । ଶାରଦୀୟ ଦଶହରା ଉତ୍ସବ ପାଇଁ ମାଆ ପୀଠ ସହ ନବରଙ୍ଗପୁର ଚଳଚଞ୍ଚଳ ହୋଇଉଠିଛି । ଆଜି ମାଆ ଭଣ୍ଡାର ଘରଣୀଙ୍କ ପୀଠରୁ ମାଆଙ୍କ ପ୍ରତୀକାତ୍ମକ ପାଟ […]

Continue Reading

ସୁବର୍ଣ୍ଣପୁର ଉଲୁଣ୍ଡା ରେଞ୍ଜ ହିକୁଡି ଗାଁରେ ହାତୀ ଉପଦ୍ରବ

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜ ହିକୁଡି ଗାଁରେ ହାତୀ ଉପଦ୍ରବ । ହାତୀପଲ ଗାଁକୁ ଆସି ଅନେକ ଧାନବିଲ ଦଳି ଚକଟି ନଷ୍ଟ କରି ଦେଇଥିବା ଦେଖିବାକୁ ମିଳିଛି । ତେବେ ଏହି ହାତୀ ପଲ ଫେରିନପାରି ଗାଁରେ ରହିଯାଇଛନ୍ତି । ହାତୀପଲରେ ୪ଟି ବଡ ହାତୀ ଏବଂ ଦୁଇଟି ଛୁଆ ହାତୀ ଅଛନ୍ତି । ଖବର ପାଇ ଉଲୁଣ୍ଡା ବନ ବିଭାଗର ଅଧିକାରୀ ଏବଂ କର୍ମଚାରୀ ପହଞ୍ଚି ହାତୀକୁ ଘଉଡାଇବାକୁ ଉଦ୍ୟମ କରୁଛନ୍ତି […]

Continue Reading

କାଲି ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡ

ପୁରୀ : ଆସନ୍ତାକାଲି ପୁରୀ ଜିଲ୍ଲା ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ୨୧ଟି ପଞ୍ଚାୟତର ୧୯ ହଜାର ହିତାଧିକାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ପ୍ରତ୍ୟେକ ପଞ୍ଚାୟତର ୨ଟି ସ୍କୁଲରେ କାର୍ଡ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି […]

Continue Reading

ଆରମ୍ଭ ହେଲା ‘ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’

ଭୁବନେଶ୍ବର : ଆରମ୍ଭ ହେଲା ‘ଆମ ଘର ଆମ ହାଣ୍ଡିଶାଳ ସିଜିନ୍ -୨’ । ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ-ଓଟିଡିସି ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡ଼ିଆ ଖାଦ୍ୟର ପ୍ରତିଯୋଗିତା ‘ଆମ ଘର ଆମ ହାଣ୍ଡିଶାଳ’ର ଦ୍ବିତୀୟ ସଂସ୍କରଣକୁ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଶୁଭାରମ୍ଭ କରିଛନ୍ତି । ଓଡ଼ିଶାର ପାରମ୍ପରିକ ଖାଦ୍ୟକୁ ବିଶ୍ବ ଦରବାରରେ ପହଞ୍ଚାଇବା ଲକ୍ଷ୍ୟରେ ଗତବର୍ଷ କରୋନା କାଳରେ ‘ଆମ ଘର ଆମ ହାଣ୍ଡିଶାଳ’ ପ୍ରତିଯୋଗିତାର ପରିକଳ୍ପନା କରାଯାଇଥିଲା । ଓଡ଼ିଆ ଖାଦ୍ୟର ପ୍ରଚାର ଓ […]

Continue Reading