ଡିଆରଡିଓ ତଥ୍ୟ ଲିକ୍ ମାମଲା, ପଦାକୁ ଆସିଲା ରହସ୍ୟମୟୀ ମହିଳାଙ୍କ ପାକିସ୍ତାନ ଲିଙ୍କ୍
ଭୁବନେଶ୍ବର : ଖୋଲୁଛି ଡିଆରଡିଓ ତଥ୍ୟ ଲିକ୍ ମାମଲାର ଗୋଟିଏ ପରେ ଗୋଟିଏ ରହସ୍ୟ । ପଦାରେ ପଡିଛି ରହସ୍ୟମୟୀ ମହିଳାଙ୍କ ପାକିସ୍ତାନ ଲିଙ୍କ । ଏହି ରହସ୍ୟମୟୀ ମହିଳା ଜଣଙ୍କର ଆଇଏସଆଇ ସହ ଲିଙ୍କ ଥିବା ସନ୍ଦେହ କରିଛି କ୍ରାଇମବ୍ରାଞ୍ଚ । ତେବେ ଏହି ଫେସବୁକ୍ ପାକିସ୍ତାନରୁ ଅପରେଟ୍ କରାଯାଉଥିବା ସନ୍ଦେହ କରାଯାଉଛି । ଚିହ୍ନଟ ହୋଇଥିବା ୭ଟି ଫେସବୁକ ଆକାଉଣ୍ଟ ମଧ୍ୟରୁ ୪ଟି ସଂପର୍କରେ ତଥ୍ୟ ମିଳିଛି । ୩ଟି ଇସଲାମବାଦ ଓ ଗୋଟିଏ […]
Continue Reading
