୯ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ୯ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ । ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ଉତ୍ତର-ପଶ୍ଚିମ ଭାରତରୁ ମୌସୁମୀ […]
Continue Reading
