ଆରମ୍ଭ ହେବ ବାହୁଡା ଯାତ୍ରା ପ୍ରସ୍ତୁତି, ରବିବାରରେ ହେବ ୩ ରଥର ଦକ୍ଷିଣମୋଡ
ପୁରୀ : ଗୁଣ୍ଡିଚା ମନ୍ଦିରରେ ଶେଷ ହୋଇଆସୁଛି ମହାପ୍ରଭୁଙ୍କ ଲୀଳାଖେଳ । ପୂଜାପଣ୍ଡା ସାମନ୍ତଙ୍କ ଆଜ୍ଞାମାଳ ଆସିବା ପରେ ଟଣା ଯିବ ରଥ । ରବିବାରରେ ୩ରଥର ହେବ ଦକ୍ଷିଣ ମୋଡ । ବର୍ତ୍ତମାନ ଚାଲିଛି ୩ରଥର ଯାଞ୍ଚ । ଏହା ପରେ ଆରମ୍ଭ ହେବ ବାହୁଡା ପ୍ରସ୍ତୁତି । ସୂଚନା ଅନୁସାରେ, ଶ୍ରୀଜିଉଙ୍କ ନବଦିନାତ୍ମକ ଘୋଷଯାତ୍ରାର ଶନିବାର ପଞ୍ଚମ ଦିନ । ପଞ୍ଚମ ଦିନରେ ହେରାପଞ୍ଚମୀ ତିଥୀ ପାଳନ କରାଯାଏ । ଏଥିରେ ମାଆ ଲକ୍ଷ୍ମୀ ସାଆନ୍ତାଣି […]
Continue Reading
