ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାର ୨୧ତମ ସ୍ଥାନରେ କିଟ୍
ଭୁବନେଶ୍ବର : କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଛି ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନ୍ଆଇଆରଏଫ) । ଏଥିରେ ଭାରତର ସମସ୍ତ ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟକୁ ନେଇ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ, ବିଶ୍ବବିଦ୍ୟାଳୟ ତାଲିକାର ଶ୍ରେଷ୍ଠ ୨୧ ତମ ସ୍ଥାନରେ ରହିଛି କିଟ୍ । ଗତବର୍ଷ ଏନ୍ଆଇଆରଏଫ ରାଙ୍କିଙ୍ଗ ଶ୍ରେଷ୍ଠ ବିଶ୍ବବିଦ୍ୟାଳୟ ତାଲିକାରେ କିଟ୍ ୨୪ତମ ସ୍ଥାନରେ ରହିଥିବା ବେଳେ, ଚଳିତବର୍ଷ ୨୧ତମ ସ୍ଥାନକୁ ଉନ୍ନୀତ ହୋଇଛି । ଗୁରୁତ୍ବପୂର୍ଣ୍ଣ କଥା ହେଉଛି […]
Continue Reading
