ଗୁରୁଙ୍କୁ ଟିକା: ସବୁ ଡିଇଓ ଓ ବିଇଓଙ୍କୁ ଶିକ୍ଷକଙ୍କ ତାଲିକା ମାଗିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ
ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ ପୂର୍ବରୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଟିକା ଦେବା ଉପରେ ଗୁରୁତର ଦେଇଛନ୍ତି କେନ୍ଦ୍ର ସରକାର । ରାଜ୍ୟଗୁଡ଼ିକୁ ଅତିରିକ୍ତ ଭାବରେ ଟିକା ଯୋଗାଣ କରାଯିବ । ଏହାପରେ ଶିକ୍ଷକଙ୍କୁ ଅଗ୍ରାଧିକାର ଭିତ୍ତିରେ ଟିକା ଦେବାକୁ ଓଡ଼ିଶା ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ସ୍ୱତନ୍ତ୍ର ଡ୍ରାଇଭରେ ଶିକ୍ଷକଙ୍କୁ ଟିକାକରଣ କରାଯିବ । ଏହି ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ । ସେ କହିଛନ୍ତି, […]
Continue Reading
