ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ଚିକିତ୍ସାରେ ସହଯୋଗ ପାଇଁ ଭୁବନେଶ୍ୱର ଏମ୍ସରୁ ଗଲେ ଡାକ୍ତରଙ୍କ ୨ ଟି ଟିମ୍
ବାଲେଶ୍ୱର: ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣାରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଆହତମାନଙ୍କୁ ଚିକିତ୍ସା ଯୋଗାଇ ଦେବା ପାଇଁ ଡାକ୍ତରୀ ଟିମ୍ ଆହତ ଚିକିତ୍ସିତ ହେଉଥିବା ଡାକ୍ତରଖାନାକୁ ବାହାରିଛନ୍ତି। ଚିକିତ୍ସା କାର୍ଯ୍ୟରେ ସହଯୋଗକରିବାକୁ ଭୁବନେଶ୍ୱର ଏମ୍ସ ଡାକ୍ତରଙ୍କ ଦୁଇଟି ଟିମ୍ ବାଲେଶ୍ୱର ଓ କଟକ ଯାଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ରେଳ ଦୁର୍ଘଟଣା ପାଇଁ ଯାହା ବି ଡାକ୍ତରୀ ସହଯୋଗ ଆବଶ୍ୟକ ପଡ଼ିବ ସବୁ ଯୋଗାଇ ଦିଆଯିବ ବୋଲି କେନ୍ଦ୍ର […]
Continue Reading
