ପୁରୀ-ଦୁର୍ଗ ଓ ଭୁବନେଶ୍ବର-ନୟାଗଡ଼ ଟାଉନକୁ ବିଶେଷ ଟ୍ରେନ

ଭୁବନେଶ୍ବର : ଯାତ୍ରୀଙ୍କ ସୁବିଧା ପାଇଁ ରେଳ ବିଭାଗର ନିଷ୍ପତ୍ତି । ପୁରୀ-ଦୁର୍ଗ-ପୁରୀ ସ୍ପେଶାଲ ଓ ଭୁବନେଶ୍ବର-ନୟାଗଡ଼ ଟାଉନ-ଭୁବନେଶ୍ବର ସ୍ପେଶାଲର ସେବା ପୁନଃ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । ୦୮୪୨୫/୦୮୪୨୬ ପୁରୀ-ଦୁର୍ଗ-ପୁରୀ ସ୍ପେଶାଲ୍ ପୁରୀରୁ ଅଗଷ୍ଟ ୨୧ରୁ ଏବଂ ଦୁର୍ଗରୁ ଅଗଷ୍ଟ ୨୨ରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ ଚଳାଚଳ କରିବ । ସେହିପରି ୦୮୪୨୩/୦୮୪୨୪ ଭୁବନେଶ୍ବର-ନୟାଗଡ଼ ଟାଉନ୍-ଭୁବନେଶ୍ବର ସ୍ପେଶାଲ୍ ଅଗଷ୍ଟ ୩୧ରୁ ଭୁବନେଶ୍ବରରୁ ଏବଂ ସେପ୍ଟେମ୍ବର ମାସ ପହିଲାରୁ ନୟାଗଡ଼ ଟାଉନରୁ ପରବର୍ତ୍ତୀ ପରାମର୍ଶ ପର୍ଯ୍ୟନ୍ତ […]

Continue Reading

ସୌମ୍ୟରଞ୍ଜନ ମୃତ୍ୟୁର ସତ ଖୋଜୁଛି କ୍ରାଇମବ୍ରାଞ୍ଚ, ବନ ବିଭାଗର ୨ କର୍ମଚାରୀଙ୍କୁ ମାରାଥନ ଜେରା

ଗଜପତି : ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ସତ ଖୋଜୁଛି କ୍ରାଇମବ୍ରାଞ୍ଚ । ଚତୁର୍ଥ ଦିନରେ ତଦନ୍ତ ପହଞ୍ଚି ଥିବା ବେଳେ, ଦ୍ବିତୀୟ ଦିନରେ ପୁଣି ବନ କର୍ମଚାରୀଙ୍କୁ ଜେରା କରିଛି ତଦନ୍ତକାରୀ ଟିମ୍ । ଆଜି ଡିଏଫଓଙ୍କ ଫାଟକ ଜଗୁଥିବା ସନ୍ତୋଷ ବିଶ୍ବାଳ ଓ ମାଳି ଅଜୟ ବେହେରାଙ୍କୁ ଘନ ଘନ ଜେରା କରିଛି କ୍ରାଇମବ୍ରାଞ୍ଚ । ସେହିପରି ଘଟଣାଦିନ ସୌମ୍ୟଙ୍କୁ ନେଇ କଟକ ଯାଇଥିବା ଆମ୍ବୁଲାନ୍ସର ଡ୍ରାଇଭର ଏବଂ ଅନ୍ୟ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି […]

Continue Reading

ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା; ୧୦ ବର୍ଷ ପାଇଁ ହକିର ସ୍ପନସର ରହିବ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହକିକୁ ନେଇ ଆଉ ଏକ ବଡ ଘୋଷଣା କରିଛନ୍ତି । ଆସନ୍ତା ୧୦ ବର୍ଷ ଯାଏଁ ଓଡ଼ିଶା ହକିର ସ୍ପନସର ରହିବ । ଉଭୟ ପୁରୁଷ ଏବଂ ମହିଳା ହକି ଦଳର ସ୍ପନସର ଭାବରେ ଓଡ଼ିଶା ରହିବ ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଅଲିମ୍ପିକ୍ସରେ ଇତିହାସ ରଚିଥିବା ପୁରୁଷ ଏବଂ ମହିଳା ହକି ଦଳ ଓଡ଼ିଶାରେ ରହିଥିବା ବେଳେ ଏହି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ । […]

Continue Reading

ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀ

ଭୁବନେଶ୍ବର : ଓଡ଼ିଶା ପୋଲିସକୁ ସଫଳତା । ଆତ୍ମସମର୍ପଣ କରିଛନ୍ତି ୩ ହାର୍ଡକୋର ମାଓବାଦୀ । ଏନେଇ ସୂଚନା ଦେଇଛନ୍ତି ପୋଲିସ ଡିଜି ଅଭୟ । ଆତ୍ମସମର୍ପଣ କରିଥିବା ମାଓବାଦୀ ହେଲେ ଛତିଶଗଡ଼ର ଲକମା ମାଡଭି, ଗଙ୍ଗା ମାଡ଼କମ ଓ ସୁକ ସୋଡି । ଉତ୍ତର କନ୍ଧମାଳ ଅଞ୍ଚଳରେ ମାଓ ଗତିବିଧିରେ ଏମାନେ ସମ୍ପୃକ୍ତ ଥିଲେ । ଦୀର୍ଘ ୧୨ ବର୍ଷ ଧରି ଏମାନେ ବିଭିନ୍ନ ମାଓ ଗତିବିଧିରେ ସମ୍ପୃକ୍ତ ଥିଲେ । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ […]

Continue Reading

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ନନ୍ଦନକାନନରେ ଚାଲିଲା ବସ ସଫାରି

ଭୁବନେଶ୍ବର : ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଦେଢ଼ ବର୍ଷ ପରେ ନୂତନ ଟେଣ୍ଡର ପ୍ରକ୍ରିୟାରେ ନନ୍ଦନକାନନରେ ପୁଣି ଚାଲିଲା ବସ ସଫାରି । ଏହାକୁ ଉଦଘାଟନ କରିଛନ୍ତି ନନ୍ଦନକାନନ ଉପ ନିର୍ଦ୍ଦେଶକ ସଞ୍ଜୀବ କୁମାର । ଏହାସହ ନନ୍ଦନକାନନ ପ୍ରାଣୀଉଦ୍ୟାନରେ ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଆରମ୍ଭ ହୋଇଛି ବସ ସଫାରି । ବର୍ଷକର ଅବଧିରେ ମାସିକ ୬ ଲକ୍ଷ ୫୦ ହଜାର ଟଙ୍କା ବଜେଟରେ ଟେଣ୍ଡର ପ୍ରକ୍ରିୟା ଏକ ଘରୋଇ ସଂସ୍ଥାକୁ ଦେଇଛନ୍ତି ନନ୍ଦନକାନନ […]

Continue Reading

ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ଆରମ୍ଭ ହେଲା ଶିଶୁଙ୍କ କରୋନା ସଂକ୍ରମଣର ମ୍ୟାପିଙ୍ଗ

ଭୁବନେଶ୍ବର : ରାଜ୍ୟରେ ନିୟନ୍ତ୍ରଣକୁ ଆସୁଛି ମହାମାରୀ କରୋନା । ସ୍ଥିତି ସୁଧୁରୁଥିବା ବେଳେ, ଏବେ ଚିନ୍ତା ବଢ଼ାଇଲାଣି ଶିଶୁଙ୍କ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଶୂନରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୦୪ ଜଣ ଆକ୍ରାନ୍ତ । ତେବେ ଏସବୁକୁ ନଜରରେ ରଖି ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ଆରମ୍ଭ ହୋଇଛି ଶିଶୁଙ୍କ କରୋନା ସଂକ୍ରମଣର ମ୍ୟାପିଙ୍ଗ । ଶୂନରୁ ୧୮ ବର୍ଷ ପର୍ଯ୍ୟନ୍ତ ପିଲାଙ୍କ ସଂକ୍ରମଣର ମ୍ୟାପିଙ୍ଗ ଆରମ୍ଭ […]

Continue Reading

ବିଷମକଟକ ଦୁର୍ଘଟଣାରେ ୪ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ବର : ରାୟଗଡ଼ା ବିଷମକଟକ ନିକଟରେ ଘଟିଥିବା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା । ଦୁର୍ଘଟଣାରେ ୪ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ସେହିପରି ୨ ଆହତଙ୍କ ମାଗଣା ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଗତ ୧୩ ତାରିଖରେ […]

Continue Reading

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ଉପକୂଳରେ ସୃଷ୍ଟ ଲଘୁ ଚାପ ଯୋଗୁଁ ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ଭାରତୀୟ ପାଣିପାଗ ବିଭାଗ ରବିବାର ଚେତାବନୀ ଦେଇଛି। ଆଇଏମଡି କହିଛି ଯେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ଭାଗରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ […]

Continue Reading

ଜୀବନ ଶରୀର ହେଲେ ସାହିତ୍ୟ ତା’ର ଆତ୍ମା : ଅନୀତା ପାଣି

ଭୁବନେଶ୍ଵର:ଓଡ଼ିଆ ସାହିତ୍ୟ ଆକାଶର ଏକ ସୁପରିଚିତ ନକ୍ଷତ୍ର କମଳା ଅନୀତା ପାଣି । ତାଙ୍କ ସୃଜନୀର ସ୍ରୋତ ଦିଗରୁ ଦିଗନ୍ତ ଯାଏଁ ପରିବ୍ୟାପ୍ତ । ନିଜ ଳେଖନୀର ସ୍ପର୍ଶରେ ,ଓଡ଼ିଆ ଭାଷା ସାହିତ୍ୟକୁ ସେ ରୁଦ୍ଧିମନ୍ତ କରିଚାଲିଛନ୍ତି । ତାଙ୍କରି ପ୍ରତିଟି ରଚନାରେ ଥାଏ ଜୀବନର ଦର୍ଶନ । ଭାବ ଓ ଭାଷାର ସମ୍ମିଶ୍ରଣରେ ସେ ଫୁଟାଇ ପାରନ୍ତି ଅନେକ ଚରିତ୍ର । ପୁଣି ସେଇ ଚରିତ୍ର ମାନଙ୍କରେ ରଙ୍ଗ ଭରି ଜୀବନ୍ତ କରନ୍ତି ତାଙ୍କ କଲମ […]

Continue Reading

କାଲି ସ୍ୱାଧିନତା ଦିବସ, ଆଜି କୋଟିଆରେ ଲାଗିଲା ଓଡିଆ ଫଳକ

କୋରାପୁଟ: ଓଡିଶାର କୋଟିଆ ଅଂଚଳକୁ ହାତେଇବା ପାଇଁ ଆନ୍ଧ୍ରପ୍ରଦେଶ ବାରମ୍ବାର ଚେଷ୍ଟା କରିଆସିଛି । ଏଥିପାଇଁ ତାଜା ସ୍ଥିତିରେ ଓଡିଶା ଓ ଆନ୍ଧ୍ର ମଧ୍ୟରେ ଶୀତଳ ଯୁଦ୍ଧ ଜାରି ରହିଛି । ତେବେ ସ୍ୱାଧିନତା ଦିବସର ମାତ୍ର କେଇ ଘଣ୍ଟା ପୂର୍ବରୁ କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆରେ ଓଡିଆ ଫଳକ ଲଗାଇଛି ଓଡିଶା ସରକାର । କୋଟିଆ ପଂଚାୟତର ୨୧ଟି ବିବାଦୀୟ ଗାଁରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଲାଗିଛି ଓଡିଆ ଫଳକ । ଆସନ୍ତାକାଲି […]

Continue Reading