୫ ବର୍ଷ ପରେ ଧରା ପଡିଲା ଧଳସାମନ୍ତ ବ୍ରଦର୍ସଙ୍କ ଆଉ ଜଣେ ସହଯୋଗୀ, ବନ୍ଧୁକ ଓ ଗୁଳି ଜବତ

କଟକ : ବନ୍ଧା ହେଲେ ଧଳସାମନ୍ତ ବ୍ରଦର୍ସଙ୍କ ଆଉ ଜଣେ ସହଯୋଗୀ । ଓମ୍ ଓ ଦିପୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରଦୀପ ସାହୁକୁ ଗିରଫ କରିଛି ପୋଲିସର ସ୍ପେଶାଲ ସ୍କ୍ବାଡ୍‌ । ୫ ବର୍ଷ ହେଲା ଫେରାର ଥିଲା ଅଭିଯୁକ୍ତ ପ୍ରଦୀପ ସାହୁ ଓରଫ ଦିଲୁ । ତାଠାରୁ ଗୋଟିଏ ବନ୍ଧୁକ, ୬ ରାଉଣ୍ଡ ଗୁଳି ଓ ୩ଟି ମୋବାଇଲ୍‌ ଜବତ କରିଛି ପୋଲିସ । ଧଳସାମନ୍ତ ବ୍ରଦର୍ସଙ୍କ ଡାହାଣ ହାତ ଥିଲା ପ୍ରଦୀପ ସାହୁ […]

Continue Reading

ବସୁନ୍ଧରା ସ୍କିମ ଦୁର୍ନୀତି ମାମଲା, ତହସିଲଦାର ଓ ୪ ଜଣ ଆରଆଇ ଗିରଫ

ଭୁବନେଶ୍ବର : ବସୁନ୍ଧରା ସ୍କିମ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ । ଭୁବନେଶ୍ବର, କଟକ, ଭଦ୍ରକ, ଜଗତସିଂହପୁରର ୯ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ପୂର୍ବତନ ତହସିଲଦାର ଓ ଆରଆଇଙ୍କ ବିରୋଧରେ ଅଭିଯୋଗ ପରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଭିଜିଲାନ୍ସ ଏସପିଙ୍କ ନିର୍ଦ୍ଦେଶ ଖାନତଲାସିକୁ ଜୋରଦାର କରାଯାଇଛି । ଘଟଣାରେ କୁଜଙ୍ଗର ପୂର୍ବତନ ତହସିଲଦାର ରମେଶ ଚନ୍ଦ୍ର ପଣ୍ଡାଙ୍କ ସମେତ ୪ ଜଣ ଆରଆଇଙ୍କୁ ଗିରଫ […]

Continue Reading

ଗାଁ ଦାଣ୍ଡରେ ବୁଲୁଛି ଭାଲୁ, ଭୟରେ ଗ୍ରାମବାସୀ

ଯାଜପୁର : ଗାଁ ଦାଣ୍ଡରେ ବୁଲୁଛି ଭାଲୁ । ଭୟରେ ଗ୍ରାମବାସୀ । ଯାଜପୁର ଜିଲ୍ଲା ଦାନଗଦି ବ୍ଲକ ଅନ୍ତର୍ଗତ ଶାଳିଜଙ୍ଗା ଗ୍ରାମରେ ଦେଖିବାକୁ ମିଳିଛି ଏପରି କିଛି ଦୃଶ୍ୟ । ଗତ ଦୁଇ ଦିନ ହେବ ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଏକ ଭାଲୁ ବୁଲୁଥିବାର ଦେଖିବାକୁ ମିଳୁଛି । ଯାହାକୁ ନେଇ ଗାଁ ଲୋକ ଭୟଭୀତ ଅବସ୍ଥାରେ ଅଛନ୍ତି । ଗାଁ ଦାଣ୍ଡ ଭାଲୁ ବୁଲୁଥିବା ବେଳେ, ଖାଦ୍ୟ ଅନ୍ବେଷଣରେ ଭାଲୁଟି ପାଖ ଜଙ୍ଗଲରୁ […]

Continue Reading

କଂଗ୍ରେସରେ ଦୁର୍ବଳ ନେତୃତ୍ବ ଉପରେ ପୁଣି ପ୍ରଶ୍ନ ଉଠାଇଲେ ତାରା ବାହିନୀପତି

ଭୁବନେଶ୍ବର : ପଦାରେ ପଡୁଛି କଂଗ୍ରେସ କନ୍ଦଳ । କଂଗ୍ରେସରେ ଦୁର୍ବଳ ନେତୃତ୍ବ ଉପରେ ପୁଣି ପ୍ରଶ୍ନ ଉଠାଇଛନ୍ତି ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ ବିଷୋଦଗାର କରିଛନ୍ତି ତାରାପ୍ରସାଦ । ତାଙ୍କ କହିବା କଥା ଜିଲ୍ଲା ସ୍ତରରେ କଂଗ୍ରେସ କର୍ମୀ ଏକଜୁଟ ଅଛନ୍ତି । ହେଲେ କଂଗ୍ରେସର ଦୁର୍ବଳ ନେତୃତ୍ବ ଯୋଗୁଁ ଜିଲ୍ଲାସ୍ତରର କର୍ମୀ କିଛି କରିପାରୁନାହାନ୍ତି । ଏଥିପାଇଁ ପିସିସିଙ୍କ ଦକ୍ଷତା ଉପରେ ସେ ପ୍ରଶ୍ନ […]

Continue Reading

ଗୁଣୁପୁରରେ ଜାତୀୟ ସଦଭାବନା ଦିବସ ପାଳିତ

ଗୁଣୁପୁର: ଆଜି ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟ, କେନ୍ଦ୍ର ସମାଜ କଲ୍ୟାଣ ବୋର୍ଡ ନୂଆଦିଲ୍ଲୀ ଓ ରାଜ୍ୟ ସମାଜ କଲ୍ୟାଣ ବୋର୍ଡ ଆନୁକୂଲ୍ୟରେ ଜାତୀୟ ସଦଭାବନା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ନିଂରଜନ ନାୟକ, ସହକାରୀ ଜିଲ୍ଲାପାଳ ରାଜେନ୍ଦ୍ର ଚୌଧୁରୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଏ.ଶ୍ରୀନିବାସ ଆଚାରୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସୁରେନ୍ଦ୍ର ଗମାଙ୍ଗ, ଉପଖଣ୍ଡ ସୂଚନା ଏବଂ ଲୋକସଂପର୍କ […]

Continue Reading

ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ରେ smart health card ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ smart health […]

Continue Reading

ଟ୍ୱିନ୍‌ସିଟିରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶୁକ୍ରବାର ଅପରାହ୍ନ ୩.୩୦ ପର୍ଯ୍ୟନ୍ତ ଓଡିଶାର ୨୨ ଟି ଜିଲ୍ଲାର କେତେକ ଅଞ୍ଚଳରେ ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିିଛି। ଏହାସହିତ ବଜ୍ରପାତ ହେବାର ଆଶଙ୍କା ମଧ୍ୟ ରହିଥିବା ଚେତାବନୀ ଦେଇଛି ଭାରତୀୟ ପାଣିପାଗ ବିଭାଗ। ଆଗାମୀ ୩ ଘଣ୍ଟା ପାଇଁ ସମ୍ବଲପୁର, ନୁଆପଡା, ବଲାଙ୍ଗୀର, କୋରାପୁଟ, କଳାହାଣ୍ଡି, ରାୟଗଡା, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ପୁରୀ, ଖୋଦ୍ଧା, କଟକ, ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଗଞ୍ଜାମ, ନୟାଗଡ, ଜଗତସିଂହପୁର, କେନ୍ଦ୍ରପଡ଼ା ଓ […]

Continue Reading

ଭକ୍ତଙ୍କ ଲାଗି ଏହି ଦିନରୁ ଖୋଲିବ ପ୍ରସିଦ୍ଧ ଆଖଣ୍ଡଳମଣି ମନ୍ଦିର

ଭଦ୍ରକ: ପ୍ରାୟ ତିନିମାସ ବ୍ୟବଧାନ ପରେ ଅଗଷ୍ଟ ୨୩ ରେ ଭଦ୍ରକ ଜିଲ୍ଲାର ଆଖଣ୍ଡଳମଣି ମନ୍ଦିର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ। ଏହାସହିତ ଜିଲ୍ଲାର ଅନ୍ୟାନ୍ୟ ମନ୍ଦିର ମଧ୍ୟ ଭକ୍ତଙ୍କ ନିମନ୍ତେ ଖୋଲାଯିବ। ଭକ୍ତମାନଙ୍କୁ ଆଖଣ୍ଡଳମଣି ମନ୍ଦିରକୁ ସ୍ପର୍ଶ ପାଇଁ ବାରଣ କରାଯିବ ବୋଲି ଭଦ୍ରକ ଜିଲ୍ଲା ପ୍ରଶାସନ ସୂଚନା ଦେଇଛନ୍ତି। ଆହୁରି ମଧ୍ୟ, କୋଭିଡ୍‌-୧୯ କଟକଣା ଯୋଗୁଁ ମନ୍ଦିର ପରିସରରେ ବିବାହ ଉତ୍ସବକୁ ଅନୁମତି ଦିଆଯିବ ନାହିଁ। ଭକ୍ତମାନେ ସକାଳ ୬ ଟାରୁ ରାତି ୮ ଟା […]

Continue Reading

ଅଡୁଆରେ ସାଂସଦ ଭର୍ତ୍ତୃହରି ମହତାବ, ବୋହୂ ଆଣିଲେ ଯୌତୁକ ନିର୍ଯାତନା ଅଭିଯୋଗ

ଭୁବନେଶ୍ବର : ଅଡୁଆରେ ବିଜେଡି ସାଂସଦ ଭର୍ତ୍ତୃହରି ମହତାବ । ଭର୍ତ୍ତୃହରିଙ୍କ ବିରୋଧରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଛନ୍ତି ବୋହୂ ସାକ୍ଷୀ ମହତାବ । ମଧ୍ୟପ୍ରଦେଶର ଭୋପାଳ ମହିଳା ଥାନାରେ ଏନେଇ ଅଭିଯୋଗ କରିଛନ୍ତି ବୋହୂ ସାକ୍ଷୀ । ଭର୍ତ୍ତୃହରିଙ୍କ ସହ ସ୍ବାମୀ ଲୋକରଞ୍ଜନ ମହତାବ ଓ ଶାଶୂ ମହାଶ୍ବେତା ମହତାବଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ କରିଛି ପୋଲିସ । ସୂଚନା ଅନୁସାରେ, ୨୦୧୬ ଡିସେମ୍ବରରେ ଲୋକରଞ୍ଜନଙ୍କର ବାହାଘର ମଧ୍ୟପ୍ରଦେଶ ଭୋପାଳର ସାକ୍ଷୀଙ୍କ ସହ ହୋଇଥିଲା […]

Continue Reading

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ, ଶୁଭାରମ୍ଭ ହେବ ବିଜୁ କଲ୍ୟାଣ ସ୍ୱାସ୍ଥ୍ୟ ଯୋଜନା

ମାଲକାନଗିରି: ପ୍ରଥମେ ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧିନରେ ସ୍ମାର୍ଟ କାର୍ଡ ବଣ୍ଟନ ହେବ । ଏଥିପାଇଁ ଆସନ୍ତକାଲି ମାଲକାନଗିରି ଗସ୍ତ କରିବେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିଲାବେଳେ ଭିଡ ଜମାଇଛନ୍ତି ବହୁ ହେଭିୱେଟ୍ ନେତା । ଜିଲ୍ଲାର ସଂସ୍କୃତି ଭବନରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭ଟି ବ୍ଲକ ଓ ୨ଟି ପୌରାଂଚଳରେ ରାଜ୍ୟର […]

Continue Reading